ଏମ୍‌ଏନ୍‌ ଦସ୍ତୁର ଆଣ୍ଡ କୋ ସହ ଟାଟା ଷ୍ଟିଲ୍‌ର ସହଭାଗିତା

ନୂଆଦିଲ୍ଲୀ,୨୯।୪: ଟାଟା ଷ୍ଟିଲ୍‌ ଏବଂ ଏମ୍‌ଏନ୍‌ ଦସ୍ତୁର ଆଣ୍ଡ କୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବାଣିଜି୍ୟକ ସହଭାଗିତା ସମ୍ପର୍କରେ ଘୋଷଣା କରାଯାଇଛି। ଅନୁସନ୍ଧାନଠାରୁ ଆରମ୍ଭକରି ଖଣିଜ ସମ୍ବଳରୁ ଫିଜିବିଲିଟି ଷ୍ଟଡିର ସମ୍ପୂର୍ଣ୍ଣ ପ୍ରକଳ୍ପ ରିପୋର୍ଟ ପର୍ଯ୍ୟନ୍ତ ଏବଂ ଇଞ୍ଜିନିୟରିଂ ଓ ଭିତ୍ତିଭୂମିରେ ଆବଶ୍ୟକ ସହାୟତା ପାଇଁ ଟାଟା ଷ୍ଟିଲ୍‌ ପକ୍ଷରୁ ଏମ୍‌ଏନ୍‌ ଦସ୍ତୁର ଆଣ୍ଡ କମ୍ପାନୀ ପ୍ରାଇଭେଟ୍‌ ଲିମିଟେଡ୍‌ ସହ ଏକ ବ୍ୟବସାୟ ସହଭାଗିତା ଚୁକ୍ତିନାମା ସ୍ବାକ୍ଷର କରାଯାଇଛି। ବିଭିନ୍ନ ଖଣିଜ ଓ ଭୌଗୋଳିକ ଅଞ୍ଚଳ ପର୍ଯ୍ୟନ୍ତ ସମନ୍ବିତ ପ୍ରକଳ୍ପ ପ୍ରଦାନ କରିବା ଲାଗି ଏମ୍‌ଏନ୍‌ ଦସ୍ତୁର ଟାଟା ଷ୍ଟିଲ୍‌ ସହ କାର୍ଯ୍ୟ କରିବ ବୋଲି ଜଣାପଡ଼ିଛି। ଟାଟା ଷ୍ଟିଲ୍‌ର ଉପସଭାପତି କଞ୍ଚାମାଲ ଡି.ବି.ସୁନ୍ଦରରମଣ କହିଛନ୍ତି,ଟାଟା ଷ୍ଟିଲ୍‌ର ପ୍ରାକୃତିକ ସମ୍ବଳ ଡିଭିଜନ ଜରିଆରେ ଶତାବ୍ଦୀରୁ ଅଧିକ ସମୟ ଧରି ଆମେ ଖଣି ବ୍ୟବସାୟରେ ରହିଥିବା ବେଳେ ଦୀର୍ଘସ୍ଥାୟୀ ଖଣି ଲାଗି ଆମର ଖଣିଗୁଡ଼ିକୁ ଅନୁସନ୍ଧାନ ଓ ଖଣି ଯୋଜନା ସେବା ପ୍ରଦାନ କରାଯାଉଛି। ଟାଟା ଷ୍ଟିଲ୍‌ ବାହାରେ ଥିବା ଖଣି ଶିଳ୍ପକୁ ଟାଟା ଷ୍ଟିଲ୍‌ ଇଣ୍ଡଷ୍ଟ୍ରିଆଲ୍‌ କନ୍‌ସଲ୍‌ଣ୍ଟିଂ ଜରିଆରେ ଆମର ଖଣି ବୈଷୟିକ ସେବାକୁ ବାଣିଜି୍ୟକ ଭିତ୍ତିରେ ପ୍ରଦାନ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?