ଭୁବନେଶ୍ୱର,୩୦।୧: ଟାଟା ଷ୍ଟିଲ୍ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀ କାର୍ଯ୍ୟକଳାପ ଓ କାରବାର ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା ସହ ୨୦୨୩-୨୪ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ଏବଂ ୯ମାସର ଆର୍ଥିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ଏପରିକି ଟାଟା ଷ୍ଟିଲ୍ର ଟିକସ ପରବର୍ତ୍ତୀ ଲାଭ ୪୪୨୯ କୋଟି ଟଙ୍କା ରହିଛି। ସେହିଭଳି ୨୦୨୨-୨୩ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସିକର ଟିକସ ପରବର୍ତ୍ତୀ ଲାଭ ୧୭୮୬ କୋଟି ଟଙ୍କାରୁ ବୃଦ୍ଧି ପାଇ ୨୦୨୩-୨୪ର ତୃତୀୟ ତ୍ରୈମାସିକରେ ୪୪୨୯ କୋଟି ଟଙ୍କା ହୋଇଛି। ଏହି ସମୟ ମଧ୍ୟରେ ଟାଟା ଷ୍ଟିଲ୍ର ଭାରତ ରାଜସ୍ବ ପରିମାଣ ୨୦୨୨-୨୩ ରେ ଥିବା ୩୪,୦୫୯ କୋଟି ଟଙ୍କାରୁ ବୃଦ୍ଧି ପାଇ ୨୦୨୩-୨୪ ତୃତୀୟ ତ୍ରୈମାସିକରେ ୩୫,୦୧୧ କୋଟି ଟଙ୍କା ହୋଇଛି।
ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…
ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...
ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…
ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...
ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍ଆଇ, ମାଡିବସିଲା ଭିଜିଲାନ୍ସ
ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...
୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ
ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...
ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା
ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...
ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...
ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...
ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା
ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...
Archives


