ଆଇଫୋନ୍‌ ତିଆରି କରିବ ଟାଟା

ନୂଆଦିଲ୍ଲୀ,୧୦।୯: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ଟାଟା ବିଶ୍ୱର ସବୁ ଠାରୁ ସୌଖୀନ ଫୋନ ଆଇଫୋନ୍‌ ତିଆରି କରିବ ବୋଲି ଚର୍ଚ୍ଚା ହେଉଛି। ଏପରିକି ଭାରତରେ ଆଇଫୋନ୍‌ ଆସମ୍ବଲ କରିବାକୁ ଟାଟା କମ୍ପାନୀ ବିଭିନ୍ନ ସ୍ତରରେ ଆଲୋଚନା ଆରମ୍ଭ କରିଛି। ତେବେ ଏପର୍ଯ୍ୟନ୍ତ ତାଇୱାନ କମ୍ପାନୀ ଫକ୍ସକନ ଓ ୱିଷ୍ଟ୍ରନ୍‌ ଭାରତ ଓ ଚୀନରେ ଆଇଫୋନ ଆସମ୍ବଲ କରୁଥିଲେ। ହେଲେ ଅଧିକାଂଶ ଆଇ ଫୋନ ଚୀନରେ ତିଆରି ହୋଇ ଭାରତକୁ ରପ୍ତାନୀ କରାଯାଉଥିଲା। ବର୍ତ୍ତମାନ ଭାରତରେ ଆଇଫୋନକୁ ଆସମ୍ବଲ କରିବାକୁ ଟାଟା ଆଗଭର ହୋଇଥିବା ଜଣାପଡିଛି। ଏପରିକି ଟାଟା ଗ୍ରୁପ୍‌ ତାଇୱାନୀ କମ୍ପାନୀ ସହ ଆଲୋଚନା ଜାରି ରଖିଛି। ଉଭୟ କମ୍ପାନୀ ମିଶି ଭାରତରେ ମେନୁଫେକ୍ଚର ଜଏଣ୍ଟ ଭେଞ୍ଚର ଆରମ୍ଭ କରିବେ ବୋଲି ଚର୍ଚ୍ଚା ହେଉଛି। ଉଭୟ କମ୍ପାନୀ ମିଶି ଦକ୍ଷିଣ ଏସିଆ ରାଷ୍ଟ୍ରଗୁଡ଼ିକରେ ଆଇଫୋନ୍‌ ର୍ନିମାଣକାରୀ ପ୍ଲାଣ୍ଟ ବସାଇବେ ବୋଲି କୁହାଯାଉଛି। ଏହା ବି ଶୁଣିବାକୁ ମିଳୁଛି ଯେ ଟାଟା ୱିଷ୍ଟ୍ରନ୍‌ କର୍ପ କମ୍ପାନୀର ଇକ୍ୱିଇଟି କିଣିବାକୁ ଆଲୋଚନା କରୁଛି। ଯଦି ଏହା ସଫଳ ହେଲା ତେବେ ଆଇଫୋନ୍‌ ତିଆରି କରିବାରେ ଟାଟା ପ୍ରଥମ ଭାରତୀୟ କମ୍ପାନୀ ହେବ। ତେବେ ଟାଟା ଗ୍ରୁପର ଚେୟାର ମ୍ୟାନ୍‌ ନଟରାଜନ ଚନ୍ଦ୍ରଶେଖରନ କହିଛନ୍ତି, ଇଲେକ୍ଟ୍ରୋନିକ ଓ ହାଇଟେକ୍‌ ମେନୁଫେକ୍ଚରିଂ ଉପରେ କମ୍ପାନୀ ଅଧିକ ଗୁରୁତ୍ୱ ଦେଉଛି। ଏଥିରୁ ଜଣାପଡୁଛି ଯେ କମ୍ପାନୀ ଏବେ ଫୋନ୍‌ ମେନୁ ଫେକ୍ୟାଚରକୁ ଓହ୍ଲାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri