ସିଙ୍ଗୁର-ନାନୋ ପ୍ରୋଜେକ୍ଟ ମାମଲା: ଟାଟା ମୋଟର୍ସକୁ ୭୬୬ କୋଟି କ୍ଷତିପୂରଣ ଦେବେ ପଶ୍ଚିମବଙ୍ଗ ସରକାର

ନୂଆଦିଲ୍ଲୀ,୩୦/୧୦: ଟାଟା ମୋଟର୍ସ ସିଙ୍ଗୁର-ନାନୋ ପ୍ରୋଜେକ୍ଟ ମାମଲାରେ ପଶ୍ଚିମବଙ୍ଗ ସରକାରଙ୍କଠାରୁ କ୍ଷତିପୂରଣ ମାମଲାରେ ବିଜୟ ହାସଲ କରିଛି। ଟାଟା ମୋଟର୍ସ ଲିମିଟେଡ଼ କହିଛି ଯେ, ଏକ ମଧ୍ୟସ୍ଥତା ପ୍ୟାନେଲ ଏହି ମାମଲାରେ ପଶ୍ଚିମବଙ୍ଗ ଉଦ୍ୟୋଗ ବିକାଶ ନିଗମଠାରୁ ସୁଧ ସମେତ ୭୬୬ କୋଟି ଟଙ୍କା ପାଇବା ସପକ୍ଷରେ ରାୟ ଦେଇଛନ୍ତି।

ଟାଟା କମ୍ପାନୀ ପଶ୍ଚିମବଙ୍ଗର ସିଙ୍ଗୁରରେ ଅଟୋମୋବାଇଲ ମାନୁଫାକଚରିଂ କାରଖାନାରେ ପୁଞ୍ଜି ନିବେଶ କରି କ୍ଷତି ସହିବା କାରଣରୁ ଡବ୍ଲ୍ୟୁବିଆଇଡିସି ଠାରୁ କ୍ଷତିପୂରଣ ଦାବି କରିଥିଲା। ଡବ୍ଲ୍ୟୁବିଆଇଡିସି ପଶ୍ଚିମବଙ୍ଗ ଉଦ୍ୟୋଗ, ବାଣିଜ୍ୟ ଏବଂ ଉଦ୍ୟୋଗ ବିଭାଗର ନୋଡାଲ ଏଜେନ୍ସି ଅଟେ।

ସୂଚନା ସଦସ୍ୟ ବିଶିଷ୍ଟ ଆର୍ବିଟାରୀ ଟ୍ରିବ୍ୟୁନାଲ ଟାଟା ମୋଟର୍ସ ପକ୍ଷରେ ସର୍ବସମ୍ମତି ରାୟ ଦେଇଥିଲେ। ଏହାରି ମାଧ୍ୟମରେ ଟାଟା କମ୍ପାନୀକୁ ୭୬୫.୮ କୋଟି ଟଙ୍କା କ୍ଷତି ପୁରାଣ ମିଳିବ। ୨୦୧୬ ରୁ ଡବ୍ଲ୍ୟୁବିଆଇଡିସି ଠାରୁ ବାର୍ଷିକ ୧୧ ପ୍ରତିଶତ ଦରରେ ସୁଧ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ଏପ୍ରିଲ ୧ରୁ ବଦଳୁଛି ଏହି ନିୟମ, ଜାଣନ୍ତୁ ନୂଆ…

ନୂଆଦିଲ୍ଲୀ,୨୯।୩: ଟ୍ରେନ ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରନ୍ତି ଏବଂ ଟିକେଟ କ୍ୟାନସଲ କରିବାକୁ ପଡ଼େ, ତେବେ ଭାରତୀୟ ରେଳବାଇର…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ପଶ୍ଚିମବଙ୍ଗରେ ଗର୍ଜିଲେ ଦିଦି, ଭାଜପାକୁ ଟାର୍ଗେଟ କରି କହିଲେ ନନଭେଜ୍…..

ନୂଆଦିଲ୍ଲୀ,୨୯।୩:  ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସମସ୍ତ ରାଜନୈତିକ ଦଳ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଶାସକ ତୃଣମୂଳ କଂଗ୍ରେସ (TMC) ପକ୍ଷରୁ ମୁଖ୍ୟମନ୍ତ୍ରୀ…

ଯୁଦ୍ଧ ଭିତରେ ଭାରତ ବଢାଇଲା ସାହାଯ୍ୟର ହାତ, ଏହି ଦେଶକୁ ଦେଲା ୩୮ହଜାର ମେଟ୍ରିକ ଟନର ପେଟ୍ରୋଲ

ନୂଆଦିଲ୍ଲୀ,୨୯।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ସଂଘର୍ଷ ଯୋଗୁଁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ଏବଂ ଫଳସୱରୂପ ହର୍ମୁଜ ପ୍ରଣାଳୀ ବନ୍ଦ ହେବା ମଧ୍ୟରେ, ଭାରତ…

ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…

ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର…

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

ଏପ୍ରିଲ ୧ରୁ ବଢିଯିବ LPG ସିଲିଣ୍ଡର ରେଟ୍‌? ଯୁଦ୍ଧ ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୯।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ଦେଶବ୍ୟାପୀ ଲକ୍‌ ଡାଉନ ସମ୍ପର୍କରେ ଗୁଜବ ସମ୍ପର୍କରେ ସରକାର ଏକ ଦୃଢ଼ ଏବଂ ସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri