ମତସାବ୍ୟସ୍ତ କଲେ ତଥାଗତ

ଢେଙ୍କାନାଳ ଅଫିସ, ୨୩।୪-ଢେଙ୍କାନାଳ ଜିଲାରେ ଆରମ୍ଭ ହୋଇଛି ମତଦାନ। ଏଠାରେ ତୃତୀୟ ପର୍ଯ୍ୟାୟରେ ନିର୍ବାଚନ ଅନଷ୍ଠିତ ହେଉଥିବାବେଳେ ସବୁଠି ବ୍ୟାପକ ଉତ୍ସାହ ପରିଲକ୍ଷିତ ହୋଇଛି। କୁଞ୍ଜକାନ୍ତସ୍ଥିତ ୧୭୧ନଂ. ବୁଥ୍‌ରେ ଢେଙ୍କାନାଳ-ଅନୁଗୋଳ ଏମ୍‌ପି ତଥାଗତ ସତପଥୀ ଏବଂ ‘ଧରିତ୍ରୀ’ ଓ ‘ଓଡ଼ିଶାପୋଷ୍ଟ’ର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ମତଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳନା ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ : ଅଭିଯୁକ୍ତଙ୍କୁ କାବୁ କରି ପୋଲିସ ଜିମା ଦେଲେ ଲୋକେ

ଯୋଡ଼ା,୩୧।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ଲକ୍ଷ୍ମୀପଡ଼ିଆଠାରେ ଖେଳନା ବନ୍ଧୁକ ଦେଖାଇ ଟ୍ରକ ଡ୍ରାଇଭରଙ୍କଠାରୁ ଲୁଟ୍‌ ଉଦ୍ୟମ କରି ଜଣେ ଯୁବକ ଗିରଫ ହୋଇଥିବା ଜଣାପଡ଼ିଛି।...

ରାଜଧାନୀରେ ବିସ୍ଫୋରଣ ଘଟଣା: ପେଟ୍ରୋଲ ପମ୍ପକୁ ସିଲ୍‌ କଲା ଆଇଓସିଏଲ୍‌

ଭୁବନେଶ୍ୱର,୧୧ା୧୦ (ବ୍ୟୁରୋ): ବିସ୍ଫୋରଣ ହୋଇଥିବା ରାଜଭବନ ଛକସ୍ଥିତ ଇଣ୍ଡିଆନ୍‌ ଅଏଲ୍‌ ପେଟ୍ରୋଲ ପମ୍ପକୁ ରବିବାର ସିଲ୍‌ କରାଯାଇଛି। ଘଟଣାର ୫ଦିନ ପରେ ଆଇଓସିଏଲ୍‌ ପକ୍ଷରୁ ଏହି...

ଚଣ୍ଡିଖୋଲରେ ହେବ ଦେଶର ବଡ଼ ତୈଳଭଣ୍ଡାର

ଭୁବନେଶ୍ୱର,୬।୪(ବ୍ୟୁରୋ): ଯାଜପୁର ଜିଲା ଚଣ୍ଡିଖୋଲଠାରେ ତିଆରି ହେବ ଦେଶର ସବୁଠୁ ବଡ଼ ତୈଳ ଭଣ୍ଡାର। ଇଣ୍ଡିଆନ ଅଏଲର ଏହି ଷ୍ଟ୍ରାଟେଜିକ୍‌ ପେଟ୍ରୋଲିୟମ୍‌ ରିଜର୍ଭୟରରେ ଅଶୋଧିତ ତୈଳ...

ଏମ୍‌ପି ଅନୁଭବଙ୍କ ବିରୋଧରେ ଅଭିଯୋଗ

କେନ୍ଦ୍ରାପଡା ଅଫିସ,୩୧।୧: ବିବାଦ କେନ୍ଦ୍ରାପଡା ଏମପି ଅନୁଭବ ମହାନ୍ତିଙ୍କ ପିଛା ଛାଡୁନାହିଁ। ପୂର୍ବରୁ ତାଙ୍କ ନାମରେ କଟକର ପୁରୀଘାଟ ଥାନା ଓ କେନ୍ଦ୍ରାପଡ଼ା ଟାଉନ ଥାନାରେ...

୩ ଦିନ ପାଇଁ ବନ୍ଦ ହେଲା ଜିଆଇଇଟି ବିଶ୍ୱବିଦ୍ୟାଳୟ

ଗୁଣପୁର,୮ା୪: ରାୟଗଡ଼ା ଜିଲା ଗୁଣପୁରସ୍ଥିତ ଜିଆଇଇଟି ବିଶ୍ୱବିଦ୍ୟାଳୟରୁ ୫ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ୩ ଦିନ ପାଇଁ ବନ୍ଦ ଘୋଷଣା କରାଯାଇଛି। ଗୁଣପୁର...

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଦ୍ୱାଦଶତମ ଦିବସ:ଆଇଆରବି ନାଇଥ୍‌ ବାଟାଲିୟନ୍‌ ବିଜୟୀ

ଭବାନୀପାଟଣା,୨୮।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଶୁକ୍ରବାର ୧୩ ତମ ମ୍ୟାଚ୍‌ରେ ଗୁଡମର୍ନିଂ...

ମନ୍ଦିରରୁ ପୂଜକଙ୍କୁ ଉଠାଇନେଲା ପ୍ରଶାସନ

ଭଞ୍ଜନଗର,୨୧।୪(ଡି.ଏନ.ଏ.)-ଗଞ୍ଜାମରେ ଲକ୍‌ଡାଉନ ସାମାନ୍ୟ କୋହଳ ହୋଇଥିଲେ ମଧ୍ୟ ମନ୍ଦିରରେ ଲୋକଙ୍କ ଗହଳି ଉପରେ କଟକଣା ଜାରି ରହିଛି। ଏହା ସତ୍ତ୍ୱେ ଭଞ୍ଜନଗର-ବେଲଗୁଣ୍ଠା ରାସ୍ତାର ଜାମପଲ୍ଲୀ ଛକରେ...

କରୋନା ସହାୟତା ବଣ୍ଟନ ସମୟରେ ସରପଞ୍ଚ ପ୍ରତିନିଧିଙ୍କୁ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବାପ, ପୁଅଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୨୩।୪(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଳକ ବୋମକେଇ ଗାଁରେ ରାସନ କାର୍ଡ ଓ ଲେବର କାର୍ଡ ହିତାଧିକାରୀଙ୍କୁ କରୋନା ଆର୍ଥିକ ସହାୟତା ବଣ୍ଟନ ସମୟରେ ସରପଞ୍ଚ ପ୍ରତିନିଧିଙ୍କୁ ହତ୍ୟା...

Advertisement


Archives

Model This Week