ଆତ୍ମବିଶ୍ୱାାସ ବୃଦ୍ଧି ପାଇଁ ଏପରି କରନ୍ତି ଏହି ବ୍ୟକ୍ତି: ଶୁଣିଲେ ଉଡିଯିବ ହୋସ୍‌

ଦୁନିଆରେ ଅନେକ ପ୍ରକାରର ଲୋକ ଅଛନ୍ତି। ସୁନ୍ଦର ଦେଖାଯିବା ପାଇଁ ପ୍ଲାଷ୍ଟିକ ସର୍ଜରୀ ଦ୍ୱାରା ନିଜ ଶରୀରକୁ ପରିବର୍ତ୍ତନ କରିବାକୁ କିଛି ଲୋକ ପସନ୍ଦ କରନ୍ତି। ମାତ୍ର ସମସ୍ତେ ସୀମା ମଧ୍ୟରେ ରହି ଏପରି କରିଥାନ୍ତି। ହେଲେ ଜର୍ମାନର ସୈଣ୍ଡ୍ରୋ ନାମକ ଜଣେ ବ୍ୟକ୍ତି ଏହାର ସମସ୍ତ ସୀମା ଅତିକ୍ରମ କରିଯାଇଛନ୍ତି। ସୈଣ୍ଡ୍ରୋ ୧୭ ବର୍ଷ ମଧ୍ୟରେ ନିଜ ଶରୀରରେ ଅନେକ ପରିବର୍ତ୍ତନ କରିଛନ୍ତି। ନିଜ ଶରୀରରେ ସେ ଅନେକ ପ୍ରକାରର ଟାଟୁ କରିଛନ୍ତି। ଖାଲି ସେତିକି ନୁହେଁ ନିଜ ଶରୀରରେ ଏକ ବଡ ପରିବର୍ତ୍ତନ ମଧ୍ୟ କରିଛନ୍ତି। ତାହା ହେଲା ସେ ନିଜ କାନ ଓ ଜିଭକୁ ମଧ୍ୟ କାଟି ଦେଇଛନ୍ତି।
ସୈଣ୍ଡ୍ରୋ ୧୭ଥର ବଡି ମୋଡିଫିକେଶନ କରିସାରିଛନ୍ତି। ସେ ତାଙ୍କ ମୁଣ୍ଡ, ହାତ ଏବଂ ମଣିବନ୍ଧ ମଧ୍ୟରେ ଚିପ୍‌ସ ପୁରାଇ ରଖିଛନ୍ତି। ଏଥିପାଇଁ ବର୍ତ୍ତମାନ ପର୍ଯ୍ୟନ୍ତ ସେ ୫ ଲକ୍ଷ ୮୪ ହଜାର ଟଙ୍କା ଖର୍ଚ୍ଚ କରିସାରିଛନ୍ତି। ସୋସିଆଲ ମିଡିଆରେ ସୈଣ୍ଡ୍ରୋ ମିଷ୍ଟର ସ୍କଲ ଫେସ୍‌ ନାମରେ ପରିଚିତ। ଏପରି କରିବା ଦ୍ୱାରା ତାଙ୍କର ଆତ୍ମବତିଶ୍ୱାସ ବୃଦ୍ଧି ପାଇଥାଏ ବୋଲି ସେ କହିଛନ୍ତି।
ଏପରି କାମ କରିବାରୁ ସୈଣ୍ଡ୍ରୋଙ୍କୁ ଚାକିରିରୁ ବାହାର କରିଦିଆଗଲା। ଏବେ ସେ ବେରୋଜଗାର। ମାତ୍ର ଇନ୍‌ଷ୍ଟାରେ ସେ ନିଜର ଏପରି ଫଟୋ ପୋଷ୍ଟକରି ଆୟ କରୁଛନ୍ତି। ସୈଣ୍ଡ୍ରୋ ନିଜ କାନକୁ ରୋଷେଇ ଘରର ଏକ ଡବା ମଧ୍ୟରେ ପୁରାଇ ରଖିଛନ୍ତି। ଘରକୁ ଆସୁଥିବା ବ୍ୟକ୍ତିଙ୍କୁ ସେ ଏହା ଦେଖାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri