ଆତ୍ମବିଶ୍ୱାାସ ବୃଦ୍ଧି ପାଇଁ ଏପରି କରନ୍ତି ଏହି ବ୍ୟକ୍ତି: ଶୁଣିଲେ ଉଡିଯିବ ହୋସ୍‌

ଦୁନିଆରେ ଅନେକ ପ୍ରକାରର ଲୋକ ଅଛନ୍ତି। ସୁନ୍ଦର ଦେଖାଯିବା ପାଇଁ ପ୍ଲାଷ୍ଟିକ ସର୍ଜରୀ ଦ୍ୱାରା ନିଜ ଶରୀରକୁ ପରିବର୍ତ୍ତନ କରିବାକୁ କିଛି ଲୋକ ପସନ୍ଦ କରନ୍ତି। ମାତ୍ର ସମସ୍ତେ ସୀମା ମଧ୍ୟରେ ରହି ଏପରି କରିଥାନ୍ତି। ହେଲେ ଜର୍ମାନର ସୈଣ୍ଡ୍ରୋ ନାମକ ଜଣେ ବ୍ୟକ୍ତି ଏହାର ସମସ୍ତ ସୀମା ଅତିକ୍ରମ କରିଯାଇଛନ୍ତି। ସୈଣ୍ଡ୍ରୋ ୧୭ ବର୍ଷ ମଧ୍ୟରେ ନିଜ ଶରୀରରେ ଅନେକ ପରିବର୍ତ୍ତନ କରିଛନ୍ତି। ନିଜ ଶରୀରରେ ସେ ଅନେକ ପ୍ରକାରର ଟାଟୁ କରିଛନ୍ତି। ଖାଲି ସେତିକି ନୁହେଁ ନିଜ ଶରୀରରେ ଏକ ବଡ ପରିବର୍ତ୍ତନ ମଧ୍ୟ କରିଛନ୍ତି। ତାହା ହେଲା ସେ ନିଜ କାନ ଓ ଜିଭକୁ ମଧ୍ୟ କାଟି ଦେଇଛନ୍ତି।
ସୈଣ୍ଡ୍ରୋ ୧୭ଥର ବଡି ମୋଡିଫିକେଶନ କରିସାରିଛନ୍ତି। ସେ ତାଙ୍କ ମୁଣ୍ଡ, ହାତ ଏବଂ ମଣିବନ୍ଧ ମଧ୍ୟରେ ଚିପ୍‌ସ ପୁରାଇ ରଖିଛନ୍ତି। ଏଥିପାଇଁ ବର୍ତ୍ତମାନ ପର୍ଯ୍ୟନ୍ତ ସେ ୫ ଲକ୍ଷ ୮୪ ହଜାର ଟଙ୍କା ଖର୍ଚ୍ଚ କରିସାରିଛନ୍ତି। ସୋସିଆଲ ମିଡିଆରେ ସୈଣ୍ଡ୍ରୋ ମିଷ୍ଟର ସ୍କଲ ଫେସ୍‌ ନାମରେ ପରିଚିତ। ଏପରି କରିବା ଦ୍ୱାରା ତାଙ୍କର ଆତ୍ମବତିଶ୍ୱାସ ବୃଦ୍ଧି ପାଇଥାଏ ବୋଲି ସେ କହିଛନ୍ତି।
ଏପରି କାମ କରିବାରୁ ସୈଣ୍ଡ୍ରୋଙ୍କୁ ଚାକିରିରୁ ବାହାର କରିଦିଆଗଲା। ଏବେ ସେ ବେରୋଜଗାର। ମାତ୍ର ଇନ୍‌ଷ୍ଟାରେ ସେ ନିଜର ଏପରି ଫଟୋ ପୋଷ୍ଟକରି ଆୟ କରୁଛନ୍ତି। ସୈଣ୍ଡ୍ରୋ ନିଜ କାନକୁ ରୋଷେଇ ଘରର ଏକ ଡବା ମଧ୍ୟରେ ପୁରାଇ ରଖିଛନ୍ତି। ଘରକୁ ଆସୁଥିବା ବ୍ୟକ୍ତିଙ୍କୁ ସେ ଏହା ଦେଖାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ, ୪ ମୃତ

ଭୁବନେଶ୍ୱର,୨୯ା୭: ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ ହୋଇଛି। ଏନେଇ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବାଲେଶ୍ୱରର ୧୨, ଭଦ୍ରକର ୫, ଢେଙ୍କାନାଳର…

ସ୍ବଦେଶ ପ୍ରତ୍ୟାବର୍ତ୍ତନକୁ ନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ/ଢାକା,୨୯।୭: ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା ବୁଧବାର କହିଛନ୍ତି ଯେ ଗିରଫ, ଜେଲ କିମ୍ବା ମୃତ୍ୟୁଦଣ୍ଡର ବିପଦ ସତ୍ତ୍ୱେ ସେ ଡିସେମ୍ବର ସୁଦ୍ଧା ତାଙ୍କ ଦେଶକୁ…

ସରକାରଙ୍କୁ ଚେତାବନୀ ଦେଇ ବଡ଼ ଘୋଷଣା କଲେ ଅଭିଜିତ ଦୀପକେ, କହିଲେ-କଙ୍ଗନାଙ୍କୁ…

ନୂଆଦିଲ୍ଲୀ, ୨୯।୭: ଦିଲ୍ଲୀରେ ଗଣମାଧ୍ୟମ ସହ ଆଲୋଚନା ସମୟରେ ‘ସିଜେପି’ (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେ ସଙ୍କେତ ଦେଇଛନ୍ତି ଯେ ଯଦି ସରକାର ସେମାନଙ୍କ ଦାବି ଉପରେ…

ରାହୁଲ ଗାନ୍ଧୀଙ୍କ ‘ଇଡିଅଟ’ ଶବ୍ଦ ବ୍ୟବହାରକୁ ନେଇ ଲୋକ ସଭାରେ ହଟ୍ଟଗୋଳ

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ଆଲୋଚନା ଚାଲିଛି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଗୃହକୁ ସମ୍ବୋଧିତ କରୁଛନ୍ତି। ତାଙ୍କ ଭାଷଣ…

CJP ପ୍ରଦର୍ଶନରେ ଲଠିଚାର୍ଜକୁ ନେଇ ଖାର୍ଗେ-ନଡ୍ଡା ମୁହାଁମୁହିଁ

ନୂଆଦିଲ୍ଲୀ,୨୯।୭: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ପ୍ରଦର୍ଶନ ସମୟରେ ପ୍ରଦର୍ଶନକାରୀଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ବୁଧବାର ରାଜ୍ୟ ସଭାରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟ ଉପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ; X ଠାରୁ ମାଗିଲା ଆକାଉଣ୍ଟ ବିବରଣୀ

ନୂଆଦିଲ୍ଲୀ,୨୯।୭: NEET ପେପର୍‌ ଲିକ ବିରୋଧରେ CJPଙ୍କ ପ୍ରତିବାଦ ସମୟରେ ଏବଂ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅନ୍ୟାନ୍ୟ ସାମ୍ବିଧାନିକ କାର୍ଯ୍ୟାଳୟକୁ ଟାର୍ଗେଟ କରି ସୋସିଆଲ…

ସ୍ତ୍ରୀଙ୍କୁ ହତ୍ୟାକରି ଶାଶୁଶ୍ୱଶୁରଙ୍କୁ ଭିଡିଓକଲ୍‌ରେ ଦେଖାଇଲେ ଜ୍ୱାଇଁ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବାଗଲକୋଟ୍‌, ୨୯।୭:କର୍ନାଟକର ବାଗଲକୋଟ୍‌ ଜିଲାରେ ପରକୀୟା ପ୍ରୀତି ସନ୍ଦେହରେ ଜଣେ ବ୍ୟକ୍ତି ତାଙ୍କ ୩୨ ବର୍ଷୀୟା ସ୍ତ୍ରୀ ଭାଗ୍ୟଶ୍ରୀ ଜିଗାଲୁରଙ୍କୁ କାଠଫାଳିଆରେ ମାଡ଼ ମାରିବା ପରେ ଶାଢ଼ିରେ…

ଗାଁରେ ପଶିଲା ବନ୍ୟାଜଳ, ତହସିଲଦାର-ବିଡିଓ ପହଞ୍ଚି ଲୋକଙ୍କୁ…

ତିହିଡ଼ି,୨୯ା୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ୭ ପଞ୍ଚାୟତରେ ବନ୍ୟା ପରିସ୍ଥିତି ଉଦ୍‌ବେଗଜଣକ ହୋଇଛି। ସାଳନ୍ଦୀ ନଦୀରେ ଆସିଥିବା ବନ୍ୟାପାଣି ବିଭିନ୍ନ ଗାଁରେ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri