Posted inଫୁରସତ

ଏଠାରେ ଟାଟୁ କଲେ ଦେବାକୁ ପଡ଼େ ଟ୍ୟାକ୍ସ

ଦୁନିଆର ପ୍ରାୟ ପ୍ରତ୍ୟେକ ଦେଶ ନିଜ ଲୋକଙ୍କଠାରୁ ଟ୍ୟାକ୍ସ ନେଇଥାଏ। ଏହି ଟ୍ୟାକ୍ସର ବ୍ୟବହାର ଦେଶର ଭବିଷ୍ୟତ ପାଇଁ ଅଧିକ ଖର୍ଚ୍ଚ ହୋଇଥାଏ। ଭାରତରେ ରାସ୍ତାର ବ୍ୟବହାରଠାରୁ ଅନେକ ଜରୁରୀ ଜିନିଷର ବ୍ୟବହାର ଉପରେ ଟ୍ୟାକ୍ସ ନିଆଯାଇଥାଏ। କିନ୍ତୁ ଦୁନିଆରେ କିଛି ଦେଶ ଅଛି, ଯେଉଁଠାରେ ଅତି ଅଜବ ଜିନିଷ ଆଧାରରେ ଲୋକଙ୍କଠାରୁ ଟ୍ୟାକ୍ସ ସଂଗ୍ରହ କରାଯାଏ। ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ।

ଆମେରିକାର ଅର୍କାନ୍ସରେ କେହି ଶରୀରରେ ଟାଟୁ କଲେ ଅନ୍ୟ ଲୋକଙ୍କ ତୁଳନାରେ ୬ ଗୁଣ ଅଧିକ ଟ୍ୟାକ୍ସ ଦେବାକୁ ପଡ଼ିଥାଏ।

ସେହିପରି ଜାପାନରେ ବି ଏକ ଅଜବ ନିୟମ ରହିଛି। ଲୋକଙ୍କ ଅଣ୍ଟା ନିର୍ଦ୍ଧାରିତ ମାପଠାରୁ ଅଧିକ ହେଲେ ଏଥିପାଇଁ ଟ୍ୟାକ୍ସ ଦେବାକୁ ପଡ଼େ। ୪୦ରୁ ୭୫ ବର୍ଷ ବୟସର ଲୋକଙ୍କ ଅଣ୍ଟା ଏକ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ମାପ କରାଯାଏ। ମେଦବହୁଳତା ରୋକିବା ପାଇଁ ଏହା କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଦରମା ଟଙ୍କାରେ ମା’ ଭଗବତୀଙ୍କ ପାଖେ ଭୋଗ କରିଥିଲି: ମହେଶ୍ବର ଜେନା

ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ଅନ୍ତର୍ଗତ ସାନହନ୍ତୁଆଡ ଗାଁରେ ମୋର ଜନ୍ମ। ବାଣପୁର ବାଳକ ଉଚ୍ଚ ବିଦ୍ୟାଳୟରୁ ୧୯୮୮ରେ ମାଟ୍ରିକ ପାସ୍‌ କରିବା ପରେ ଗୋଦାବରୀଶ...

ସୁନାର ୫୦ ତୁଳସୀପତ୍ର ଚଢ଼ାଇଲେ ଶ୍ରଦ୍ଧାଳୁ

ବିଶାଖାପାଟଣା: ଭଗବାନଙ୍କ ନିକଟରେ ନିଜର ଭକ୍ତି ଓ ଆସ୍ଥାକୁ ଲୋକେ ବିଭିନ୍ନ ଉପାୟରେ ପ୍ରକାଶ କରିଥାନ୍ତି। ଅନେକ ଲୋକ ମନ୍ଦିରରେ ଦାନ କରି ଶାନ୍ତି ମଧ୍ୟ...

ପ୍ଲାଷ୍ଟିକ ବଦଳରେ କାଚ, ମେଟାଲ ବୋତଲରେ ସପ୍ଲାଏ ହେବ କ୍ଷୀର

ଓ୍ବାଶିଂଟନ୍‌,୧୩ା୩ : ପ୍ଲାଷ୍ଟିକ ମୁକ୍ତ ପାଇଁ ଆମେରିକା ଏକ ନୂଆ ପଦକ୍ଷେପ ଗ୍ରହଣ କରିଛି। ଏଣିକି କ୍ଷୀର ପ୍ଲାଷ୍ଟିକ ବଦଳରେ କାଚ ଏବଂ ମେଟାଲ ବୋତଲରେ...

କନ୍ୟାଙ୍କ ଶାଢ଼ି ପସନ୍ଦ ନ ଆସିବାରୁ ବେଦୀରୁ ଉଠି ଚାଲିଗଲେ ବର

ବେଙ୍ଗାଲୁରୁ : ବିବାହ ସମୟରେ କନ୍ୟାପକ୍ଷ ଯାନିଯୌତୁକ ଦେଇ ନ ପାରିଲେ ବେଦୀରୁ ବର ଉଠି ଚାଲିଯିବା ଖବର ଶୁଣିଥିବେ। ମାତ୍ର କନ୍ୟାଙ୍କ ଶାଢ଼ି ପସନ୍ଦ...

ଏମିତି ଏକ ଦେଶ, ଯେଉଁଠି କରୋନା ପାଇଁ ନାହିଁ କୌଣସି ପ୍ରତିବନ୍ଧକ

ମହାମାରୀ କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଚାଲିଛି। ଏଥିରେ ହଜାର ହଜାର ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଲକ୍ଷାଧିକ ଲୋକେ ଆକ୍ରାନ୍ତ ହୋଇଛନ୍ତି।...

ସବୁଠୁ ସଂକୀର୍ଣ୍ଣ ନଦୀ

ନଦୀ ତ ସମସ୍ତେ ଦେଖିଥିବେ। ଏହା ବହୁତ ଲମ୍ବା ହେବା ସହ ଓସାର ଏତେ ହୋଇଥାଏ ଯେ, ଏକୂଳରୁ ସେ କୂଳକୁ ଯିବା ପାଇଁ ଡଙ୍ଗାର...

ଦାଢିରେ ୬୩ କିଲୋ ମହିଳାଙ୍କୁ ଉଠାଇ କଲେ ବିଶ୍ୱ ରେକର୍ଡ, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୨୨ ।୧୧: ନିକଟରେ ଗିନିଜ ୱାର୍ଲଡ ରେକର୍ଡ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିବା ପରେ ଏବେ ଏହା ଭାଇରାଲ ହୋଇଛି । ଯେଉଁଥିରେ...

ଶିଶୁପୁତ୍ର ସହ ଭୂତ ଶୋଇଥିବା ଦେଖି ଡରିଗଲେ ମା’, ସୋସିଆଲ ମିଡିଆରେ ଫଟୋ ଶେୟାର କରି କହିଲେ ସମ୍ପୂର୍ଣ୍ଣ ଘଟଣା

ଭୂତ, ପ୍ରେତକୁ ନେଇ ବିଭିନ୍ନ ଲୋକ ଭିନ୍ନ ଭିନ୍ନ ମତ ରଖିଥାନ୍ତି। କେହି ଏହାର ଅସ୍ଥିତ୍ୱକୁ ନେଇ ବିଶ୍ୱାସ କରୁଥିଲେ ମଧ୍ୟ କେହି କେହି ବିଶ୍ୱାସ...

Advertisement
Archives

Model This Week