Posted inଜାତୀୟ

Budget 2025: ବରିଷ୍ଠ ନାଗରିକଙ୍କ ପାଇଁ ଖୁସିଖବର, ଟିକସ ଛାଡ଼ କଲେ ସରକାର, ଏଣିକି ଏତିକି ଯାଏ…

ନୂଆଦିଲ୍ଲୀ,୧।୨: ଦେଶର ବଜେଟ ଶନିବାର ଅର୍ଥାତ୍‌ ୧ ଫେବୃଆରୀ, ୨୦୨୫ରେ ଉପସ୍ଥାପିତ ହେଉଛି। ଏଥିରେ କିଛି ବିଶେଷ ଘୋଷଣା ଆଶା କରାଯାଉଛି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି କର୍ପୋରେଟ ଜଗତ ପର୍ଯ୍ୟନ୍ତ, ସମସ୍ତେ ଏହି ବଜେଟକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏଥର ମନେ ହେଉଛି ଯେ ସରକାର ମୁଦ୍ରାସ୍ଫୀତି ଏବଂ ଟିକସ କ୍ଷେତ୍ରରେ ଲୋକଙ୍କୁ ଅନେକ ବଡ଼ ଆଶ୍ୱସ୍ତି ଘୋଷଣା କରିପାରନ୍ତି।

ଅର୍ଥମନ୍ତ୍ରୀ କହିଛନ୍ତି ଯେ ଟିଡିଏସ ପ୍ରକ୍ରିୟାକୁ ସରଳ କରାଯିବ। ବରିଷ୍ଠ ନାଗରିକଙ୍କ ପାଇଁ ଟିକସ ଛାଡ଼ ଦ୍ୱିଗୁଣିତ। ସେମାନଙ୍କ ପାଇଁ ସୁଧ ଛାଡ଼ ୫୦ ହଜାର ଟଙ୍କାରୁ ୧ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

ବାରିପଦାର ନିଖୋଜ ଶିକ୍ଷୟିତ୍ରୀ ବାଲେଶ୍ବରରୁ ଉଦ୍ଧାର, ଜନଗଣନା କାର୍ଯ୍ୟ ଚାପରେ…

ବାରିପଦା,୨୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳ ଢେଙ୍କିନେଞ୍ଜିଆ ୟୁପିଟିଓ ସ୍କୁଲର ଜନଗଣନା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ ନିଖୋଜ ଘଟଣା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri