ଫୋନ୍‌ପେରେ ହେବ ଟିକସ ଫାଇଲିଂ

ଭୁବନେଶ୍ୱର: ଭାରତର ଅଗ୍ରଣୀ ଡିଜିଟାଲ ପେମେଣ୍ଟ ପ୍ଲାଟ୍‌ଫର୍ମ ଫୋନ୍‌ପେ ସହିତ ପ୍ରମୁଖ ଅନ୍‌ଲାଇନ ଟ୍ୟାକ୍ସ ଫାଇଲ ପ୍ଲାଟ୍‌ଫର୍ମ ଟ୍ୟାକ୍ସ ଟୁ ଓ୍ବିନ୍‌ ସହିତ ସହବନ୍ଧିତ ହୋଇଛି। ଫଳରେ ଫୋନ୍‌ପେର ୨୫ କୋଟି ଉପଭୋକ୍ତାଙ୍କୁ ଟ୍ୟାକ୍ସ ଫାଇଲ କରିବାର ସୁବିଧା ମିଳିପାରିଛି। ଏହି ସହବନ୍ଧିତ ଏଭଳି ଏକ ସମୟରେ କରାଯାଇଛି ଯେ, ଯେତେବେଳେ କି ଭାରତ ସରକାର ଚଳିତ ବର୍ଷ ଡିସେମ୍ବର ୩୧କୁ ଟ୍ୟାକ୍ସ ରିଟର୍ନ ଫାଇଲିଂ କରିବାର ଶେଷ ତାରିଖ ଭାବେ ସମୟସୀମା ଧାର୍ଯ୍ୟ କରିଛନ୍ତି। ଏ ସମ୍ପର୍କରେ ଫୋନ୍‌ପେ ବରିଷ୍ଠ ଅଧିକାରୀ ଋତୁରାଜ ରୌଟେଲା କହିଛନ୍ତି, ଟ୍ୟାକ୍ସ ଟୁ ଓ୍ବିନ୍‌ ସହିତ ଯୋଡ଼ିହୋଇ ଆମେ ବେଶ୍‌ ଉସତ୍ାହିତ ଅଛୁ। ଏହା ଜରିଆରେ ଆମର ଗ୍ରାହକମାନେ ନିଜ ନିଜ ଫୋନ୍‌ପେ ଆପ୍‌ ବ୍ୟବହାରକରି ମଧ୍ୟ ସେମାନଙ୍କର ଟ୍ୟାକ୍ସ ଫାଇଲ କରିପାରିବେ। ସେହିଭଳି ଟ୍ୟାକ୍ସ ଟୁ ଓ୍ବିନର ସହ-ପ୍ରତିଷ୍ଠାତା ଭର୍ଟିକା କେଡିଆ କହିଛନ୍ତି, ଫୋନ୍‌ପେର ସମସ୍ତ ଉପଭୋକ୍ତାଙ୍କୁ ଏକ ସର୍ବୋତ୍ତମ ଟ୍ୟାକ୍ସ-ଫାଇଲିଂର ଅଭିଜ୍ଞତା ପ୍ରଦାନ କରିବା ଲାଗି ଏହା ସହ ଏକତ୍ର ଭାବେ କାର୍ଯ୍ୟ କରିବା ନେଇ ଆମେ ବେଶ୍‌ ଉସତ୍ାହିତ।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

ଆମେରିକାକୁ ପଛରେ ପକାଇ ଭାରତ ହେବ ୨ୟ ବୃହତ୍‌ ଅର୍ଥନୀତି

ନୂଆଦିଲ୍ଲୀ,୧୪ା୯: ଆସନ୍ତା ୨୫ ବର୍ଷ ମଧ୍ୟରେ ଆମେରିକାକୁ ପଛରେ ପକାଇ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ହେବା ପଥରେ ଅଗ୍ରସର ହେଉଛି। ପରବର୍ତ୍ତୀ ସମୟରେ ଏହା…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

ମୋବାଇଲ ନମ୍ବର ଭଳି ‘ପୋର୍ଟ’ ହୋଇପାରିବ ଫାସ୍‌ଟ୍ୟାଗ୍‌

ମୁମ୍ବାଇ,୧୨ା୯: ମୋବାଇଲ ଫୋନ୍‌ ଭଳି ଫାସ୍‌ଟାଗ୍‌ ମଧ୍ୟ ପୋର୍ଟ କରିହେବ। ଉପଭୋକ୍ତାମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓ୍ବାନ୍‌ଟ୍ୟାଗ୍‌ ମାଧ୍ୟମରେ ସେମାନଙ୍କର ଫାସ୍‌ଟାଗ୍‌ ବ୍ୟାଙ୍କ କିମ୍ବା…

ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ‘ପ୍ଲାଟିନମ ଶୋ’

ଭୁବନେଶ୍ୱର, ୧୨ା୯(ସନ୍ତୋଷ କୁମାର ବେହେରା): ଅନ୍ୟତମ ପ୍ରତିଷ୍ଠିତ ଜୁଏଲେରି ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ ପକ୍ଷରୁ ସ୍ଥାନୀୟ ଶହୀଦନଗର ଷ୍ଟୋରରେ ‘ପ୍ଲାଟିନମ ଶୋ’ର ଶୁଭାରମ୍ଭ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?