Posted inଜାତୀୟ

ଚିଲକୁ ଉଦ୍ଧାର କରିବାକୁ ଯାଇ ଚାଲିଗଲା ୨ ଜୀବନ

ମୁମ୍ବାଇ,୧୦।୬: ମୁମ୍ବାଇର ବାନ୍ଦ୍ରା-ୱର୍ଲି ସାଗର ଲିଙ୍କ୍‌ରେ ଏକ ହୃଦୟବିଦାରକ ଦୁର୍ଘଟଣାର ଏକ ଭିଡିଓ ସାମ୍ନାକୁ ଆସିଛି। ରାସ୍ତା ମଝିରେ ଆହତ ହୋଇ ଛଟପଟ ହେଉଥିବା ଏକ ଚିଲକୁ ଉଦ୍ଧାର କରିବାକୁ ଯାଇଥିବା ୨ ଜଣଙ୍କ ଉପରେ ଏକ କାର୍‌ ମାଡ଼ିଯାଇଥିଲା। ଘଟଣାସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ଏହାର ସମ୍ପୂର୍ଣ୍ଣ ଦୃଶ୍ୟ ଘଟଣାସ୍ଥଳରେ ଲାଗିଥିବା ଏକ ସିସିଟିଭିରେ କଏଦ ହୋଇଛି।
ପୋଲିସ ସୂଚନା ମୁତାବକ, ମେ ୩୦ ତାରିଖ ରାତିରେ ଅମର ମନୀଷ ଜରିୱାଲା କାରରେ ଡ୍ରାଇଭର ଶ୍ୟାମସୁନ୍ଦରଙ୍କ ସହ ବ୍ରାନ୍ଦ୍ରା-ୱର୍ଲି ସାଗର ଲିଙ୍କ୍‌ ଦେଇ ମାଲ୍‌ଦା ଯାଉଥିଲେ। ସେତିକିବେଳେ ରାସ୍ତା ଉପରେ ଆହତ ଅବସ୍ଥାରେ ଥିବା ଏକ ଚିଲ ତାଙ୍କ କାର୍‌ ତଳକୁ ଚାଲି ଆସିଥିଲା। ଏହା ଦେଖି ଅମର ଡ୍ରାଇଭର ଶ୍ୟାମସୁନ୍ଦରଙ୍କୁ ଗାଡ଼ି ଅଟକାଇବାକୁ କହିଥିଲେ। ପରେ ସେମାନେ ଗାଡ଼ିରୁ ଓହ୍ଲାଇ ଚିଲକୁ ଉଦ୍ଧାର କରିବା ପାଇଁ ଚେଷ୍ଟା କରୁଥିବା ବେଳେ ଦ୍ରୁତଗତିରେ ଯାଉଥିବା ଏକ ଟ୍ୟାକ୍ସି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ସେମାନେ ରାସ୍ତା ଉପରେ ଛିଟିକି ପଡ଼ିଥିଲେ। ଘଟଣାସ୍ଥଳରେ ଅମରଙ୍କ ମୃତ୍ୟୁ ଘଟିଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଶ୍ୟାମସୁନ୍ଦରଙ୍କ ମୃତ୍ୟୁ ଘଟିଥିଲା। ୱର୍ଲି ପୋଲିସ ଘଟଣାର ତଦନ୍ତ ପରେ ଦୁର୍ଘଟଣା ଘଟାଇଥିବା ଟ୍ୟାକ୍ସି ଚାଳକଙ୍କ ନାମରେ ଏକ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri