Posted inଖେଳ

ଭାଙ୍ଗିଲା ଅପରାଜେୟ ଧାରା

ଇଣ୍ଡିଆନ ଓ୍ବେଲ୍ସ,୨୧।୩: ଚଳିତ ବର୍ଷ ଲଗାତାର ୧୯ ମ୍ୟାଚ୍‌ ଜିତିବା ପରେ ସ୍ପାନିଶ କିମ୍ବଦନ୍ତୀ ରାଫାଲ ନାଡାଲ ପ୍ରଥମ ଥର ପାଇଁ ପରାଜୟ ସ୍ବାଦ ଚାଖିଛନ୍ତି। ଏଠାରେ ଚାଲିଥିବା ଇଣ୍ଡିଆନ୍‌ ଓ୍ବେଲ୍ସ ମାଷ୍ଟର୍ସ ଫାଇନାଲରେ ୨୧ ଗ୍ରାଣ୍ଡସ୍ଲାମ ଚାମ୍ପିୟନ ନାଡାଲଙ୍କୁ ୩-୬,୬-୭(୫/୭)ରେ ହରାଇ ଦେଇଛନ୍ତି ଆମେରିକାର ଟେଲର ଫ୍ରିଜ। ଡାହାଣ କହୁଣିରେ ଯନ୍ତ୍ରଣା ସତ୍ତ୍ୱେ ୨୪ ବର୍ଷୀୟ ଖେଳାଳି ବିଶ୍ୱ ଟେନିସରେ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି।

ବିଶ୍ୱରେ ୨୦ତମ ର଼୍ୟାଙ୍କରେ ଥିବା ଫ୍ରିଜ କ୍ୟାରିୟରର ଦ୍ୱିତୀୟ ଟାଇଟଲ ହାସଲ କରିଛନ୍ତି। ତେବେ ଏହା ତାଙ୍କ କ୍ୟାରିୟରର ପ୍ରଥମ ମାଷ୍ଟର୍ସ ୧୦୦୦ ଟାଇଟଲ। ଅନ୍ୟପକ୍ଷରେ ୩୫ ବର୍ଷୀୟ ନାଡାଲ ମ୍ୟାଚ୍‌ ବେଳେ ଦୁଇ ଥର ମେଡିକାଲ ବ୍ରେକ ନେଇଥିଲେ। ଶରୀରର ଉପର ଭାଗରେ ଯନ୍ତ୍ରଣା ସତ୍ତ୍ୱେ ସେ ଖେଳ ଜାରି ରଖିଥିଲେ। ଏଥିଯୋଗୁ ତାଙ୍କ ନିଶ୍ୱାସ ଉପରେ ମଧ୍ୟ ପ୍ରଭାବ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖଜୁରଗୁଡା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ, ନିମ୍ନ ମାନର କାମକୁ ନେଇ ଅସନ୍ତୋଷ ଗ୍ରାମବାସୀ

ଲାଞ୍ଜିଗଡ,୧୦।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ଖଜୁରଗୁଡା ଗାଁ ନିକଟରେ ଥିବା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ ଏବଂ…

ଖାଦ୍ୟ ନିରାପତ୍ତା ବିଭାଗର ବଡ଼ ଆକ୍ସନ! ବିଭିନ୍ନ ହୋଟେଲରେ ଚଢ଼ାଉ, କୁଢ଼ କୁଢ଼ ବାସି ଖାଦ୍ୟ…

ଜୁନାଗଡ଼,୧୦।୬(ସୁନୀଲ କୁମାର ସିଂହ)- ଜନସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ବୁଧବାର ଜୁନାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ ଏ ସି) ଅଞ୍ଚଳରେ ଥିବା ବିଭିନ୍ନ ଖାଦ୍ୟ ଷ୍ଟଲ୍‌…

ଓଡ଼ିଶା ପୋଲିସରେ ବଡ଼ ହଲଚଲ! କଳାହାଣ୍ଡି ଭାର ସମ୍ଭାଳିବେ ଏଡିଜିପି ଯତୀନ୍ଦ୍ର କୋଏଲ

ଭବାନୀପାଟଣା,୧୦।୬(ଉତ୍ତମ କୁମାର ଦାଶ): ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ଚରମ ସୀମାରେ ପହଞ୍ଚିବା ଏବଂ ପୋଲିସର କାର୍ଯ୍ୟଦକ୍ଷତା ଉପରେ ଚାରିଆଡ଼ୁ ସମାଲୋଚନା ହେବା ପରେ ଶେଷରେ ରାଜ୍ୟ ପୋଲିସ…

ରହସ୍ୟଘେରାରେ ମହିଳାଙ୍କ ମୃତ୍ୟୁ, ବିଷ କ୍ରିୟାରେ ମହିଳାଙ୍କ ମୃତ୍ୟୁକୁ ନେଇ…

ହାଟଡିହୀ/ଛେନାପଦୀ,୧୦।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଶାଳକଣିଆଁ ଗ୍ରାମରେ ଜଣେ ମହିଳାଙ୍କୁ ବିଷ ଦେଇ ମାରି ଦେଇଥିବା ଅଭିଯୋଗ ହୋଇଛି । ଏହି ଆଧାରରେ…

ଧରିତ୍ରୀ ପ୍ରଭାବ: ସାହୁ ଜଙ୍ଗଲ ରାସ୍ତାରୁ ହଟିଲା ବିପଦପୂର୍ଣ୍ଣ ଗଛ

ଥୁଆମୂଳ ରାମପୁର,୧୦।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ ପିଡବ୍ଲୁଡି ରାସ୍ତାର ସାହୁ ଜଙ୍ଗଲ ନିକଟରେ ଥିବା ବିପଦସଙ୍କୁଳ ଶୁଖିଲା ଗଛ ସମ୍ପର୍କରେ ‘ଧରିତ୍ରୀ’ରେ ଖବର…

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri