କରୋନା ମହାମାରୀ ଯୋଗୁ ପଛେଇ ଯାଇଛି ଟିବି କାର୍ଯ୍ୟକ୍ରମ

ନୂଆଦିଲ୍ଲୀ, ୧୯।୯: ଦେଶରେ ଜାରି ରହିଥିବା କରୋନା ମହାମାରୀ ସଂକ୍ରମଣ ଯୋଗୁ ଟିବି କାର୍ଯ୍ୟକ୍ରମ ପଛେଇ ଯାଇଛି। ଏନେଇ ଶନିବାର ରାଜ୍ୟସଭାରେ ଭାଜପା ଏମ୍‌ପି କେ.ଜେ. ଆଲଫୋନ୍ସ୍‌ ସୂଚନା ଦେଇଛନ୍ତି। ଦେଶରେ ୨୪ ଲକ୍ଷ ୪ ହଜାରରୁ ଅଧିକ ଟିବି ରୋଗୀ ରହିଛନ୍ତି। ସେମାନଙ୍କୁ ଚିହ୍ନଟ କରିବା ସହିତ ଆବଶ୍ୟକ ସ୍ବାସ୍ଥ୍ୟ ସେବା ଯୋଗାଇବା କାର୍ଯ୍ୟ ଜାରି ରହିଛି। ତେବେ ଲକଡାଉନ୍‌ ଯୋଗୁ ସରକାରୀ ସ୍ବାସ୍ଥ୍ୟ ସେବାରେ ବାଧା ସୃଷ୍ଟି ହୋଇଛି। କରୋନା ସହିତ ଲଢ଼େଇରେ ସରକାର ବ୍ୟସ୍ତ ରହିଥିବାରୁ ଏଭଳି ହୋଇଥିବା ସେ କହିଛନ୍ତି। ସୂଚନାଯୋଗ୍ୟ, ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଅନୁସାରେ ଦେଶରେ ୨୪ ଲକ୍ଷ ୯ ହଜାର ଟିବି ରୋଗୀ ରହିଛନ୍ତି। ଜାତୀୟ ଟିବି କାର୍ଯ୍ୟକ୍ରମରେ ପ୍ରାୟ ୩ ଲକ୍ଷ ରୋଗୀ ବାଦ ପଡ଼ିଥିବା ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି। ଦେଶରେ ୭୯ ହଜାର୧୪୪ ଜଣ ଟିବି ରୋଗୀଙ୍କ ମୃତ୍ୟୁ ଘଟିଥିବା ଜାତୀୟ ଟିବି ରିପୋର୍ଟରେ ପ୍ରକାଶ ପାଇଛି। ତେବେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅନୁସାରେ ଏହି ସଂଖ୍ୟା ୪ ଲକ୍ଷ ୪ ହଜାର ରହିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତା ବାନାର୍ଜୀଙ୍କ ପ୍ରଧାନମନ୍ତ୍ରୀ ହେବାର ସାମର୍ଥ୍ୟ ରହିଛି: ଅମର୍ତ୍ତ୍ୟ ସେନଙ୍କ ମନ୍ତବ୍ୟ ଉପରେ ଜବାବ ରଖିଲେ ଦିଦି

କୋଲକତା,୧୭।୧: ନିକଟରେ ନୋବେଲ ପୁରସ୍କାର ବିଜେତା ଅମର୍ତ୍ତ୍ୟ ସେନ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବାର ସାମର୍ଥ୍ୟ ରହିଛି ବୋଲି କହିଛନ୍ତି।...

ଉଦୟନିଧିଙ୍କ ସିନେମାକୁ ନେଇ ଏଆଇଏଡିଏମ୍‌କେ-ଡିଏମ୍‌କେ ମୁହାଁମୁହିଁ

ପଣ୍ଡିଚେରି,୨୪।୫ : ଜାତି ବିରୋଧୀ ବିଷୟବସ୍ତୁକୁ ନେଇ ନିର୍ମିତ ଡିଏମ୍‌କେ ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଚଳଚ୍ଚିତ୍ର ‘ନେଞ୍ଜୁକୁ ନିଧି’କୁ ଟିକସ ଛାଡ଼ ପାଇଁ ପଣ୍ଡିଚେରି ମୁଖ୍ୟମନ୍ତ୍ରୀଙ୍କୁ...

‘ଏଭଳି ଖାଦ୍ୟ କୁକୁର ଖାଇବନି’

ଲକ୍ଷ୍ନୌ, ୧୨ା୮: ୟୁପି ପୋଲିସ ଲାଇନ ମେସ୍‌ରେ ନିମ୍ନମାନର ଖାଦ୍ୟ ପ୍ରସ୍ତୁତ ହେଉଥିବା ଅଭିଯୋଗ କରି କନଷ୍ଟେବଳ ମନୋଜ କୁମାର ଧାରଣାରେ ବସିଛନ୍ତି। ଏକ ପ୍ଲେଟ୍‌ରେ...

ଗୋଟିଏ ଦିନରେ କରୋନାରେ ୪୭୫ ଜଣଙ୍କ ଜୀବନ ଗଲା

ନୂଆଦିଲ୍ଲୀ,୧୦।୭: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୨୬ ହଜାର ୫୦୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

କହ୍ନେୟା କୁମାରଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ବଲିଉଡ୍‌ ଷ୍ଟାର

ନୂଆଦିଲ୍ଲୀ,୨୧।୪: ଲୋକ ସଭା ନିର୍ବାଚନ ୨୦୧୯ରେ ବିହାରର ବେଗୁସରାଇ ଆସନ ହଟ୍‌ ସିଟ୍‌ ପାଲଟିଛି। କହ୍ନେୟା କୁମାର ଏହି ଆସନରୁ ନିର୍ବାଚନ ଲଢୁଥିବା ବେଳେ ଭାଜପାର...

ଜ୍ଞାନବ୍ୟାପି ମସଜିଦ୍‌ ସର୍ଭେ ପଛରେ ୫ ମହିଳା…

ବାରାଣସୀ, ୧୪।୫ : ଉତ୍ତରପ୍ରଦେଶ ବାରାଣସୀର ଜ୍ଞାନବ୍ୟାପି ମସଜିଦ୍‌ର ପରିସରରେ ପ୍ରଥମ ଦିନର ସର୍ଭେ ଶନିବାର ଦିନ ଶେଷ ହୋଇଛି। ଆଡଭୋକେଟ କମିଶନରଙ୍କ ଉପସ୍ଥିତିରେ ସର୍ଭେ...

୧୧ ହଜାର ଟପିଲା କରୋନା ମୃତ୍ୟୁ

ନୂଆଦିଲ୍ଲୀ,୨୧ା୩: ସାରା ବିଶ୍ୱରେ ମହାମାରୀ କରୋନାଜନିତ ମୃତ୍ୟୁସଂଖ୍ୟା ଶୁକ୍ରବାର ରାତି ସୁଦ୍ଧା ୧୧,୧୭୬ରେ ପହଞ୍ଚତ୍ଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୫ ହଜାର ୬୭୧...

କୁପୋଷଣ ଦୂର କରିବାକୁ ବିଦ୍ୟାଳୟରେ ପରିବା ଚାଷ କରୁଛନ୍ତି ଛାତ୍ର

ବିଳାସପୁର,୩।୯: ଛତିଶଗଡ଼ର ବିଳାସପୁର ଜିଲା ମସ୍ତୁରି ବ୍ଲକରେ ରହିଛି ଶାସକୀୟ ବାଳକ ପୂର୍ବ ମାଧ୍ୟମିକ ବିଦ୍ୟାଳୟ। ଏଠାରେ ଶିକ୍ଷକତା କରୁଥିବା ବାବୁଲାଲ କର୍ଷ ପ୍ରାୟ ୩...

Advertisement
Archives

Model This Week