ପିକ୍‌ଅପ୍‌ ଧକ୍କାରେ ଚାଲି ଯାଇଥିଲା ଚାହା ଦୋକାନୀଙ୍କ ଜୀବନ, କୋର୍ଟ ଚାଲାଣ ହେଲେ…

ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତା ର ଦେଓଖାଳି ଛକ ରେ ଗତ ବୁଧବାର ସକାଳ ପ୍ରାୟ ସାଢ଼େ ୬ ଟାରେ ଦ୍ରୁତଗାମୀ ପିକଅପ୍ ଭ୍ୟାନ (ନଂ. ଓଡ଼ି୦୨ ବିଏମ – ୬୮୪୦)  ଧକ୍କାରେ  ଦେଓଖାଳି ଗ୍ରାମ ମଠ ସାହିର ଚାହା ଦୋକାନୀ କୋରା ବେହେରା(୫୬) ଗୁରୁତର ଆହାତ ହୋଇଥିଲେ।ତାଙ୍କୁ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା। ଗତ ଶନିବାର ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା। ଏ ନେଇ କୋରାଙ୍କ ପୁଅ କାଳିଆ ବେହେରା କେ. ନୂଆଗାଁ ଥାନାରେ ଏତଲା ଦେଇଥିଲେ।  ଥାନା ମାମଲା ନଂ. ୨୭/୨୬ ଅନୁଯାୟୀ ତଦନ୍ତକାରୀ ଅଧିକାରୀ ଏଏସଆଇ ସି. ତାରକେଶ୍ୱର ରାଓ ଶେରଗଡ଼ ଥାନା ବାଦଗଡ ଗ୍ରାମର  ଅଭିଯୁକ୍ତ ପିକଅପ୍ ଚାଳକ ଦିଲ୍ଲୀପ କୁମାର ପାଢ଼ୀଙ୍କୁ ମଙ୍ଗଳବାର ଗିରଫ କରି ଦିଗପହଣ୍ଡି କୋର୍ଟ କୁ ଚାଲାଣ କରିଥିବା ଜଣାପଡିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୨ରୁ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା: ପ୍ରସ୍ତୁତି ସଭାରେ…       

ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା ‘ ବାଙ୍କେଶ୍ୱରୀ ଙ୍କ ଦୋଳ ଯାତ୍ରା ନିମନ୍ତେ ମଙ୍ଗଳବାର ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଦାଦନ ଖଟିବାକୁ ଯାଇ ଯୁବକ ନିଖୋଜ: ଖୋଜି ଆଣିବା ପାଇଁ ସ୍ତ୍ରୀଙ୍କ ନିବେଦନ

ରାୟଗଡା,୨୭।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାରେ ଦିନକୁ ଦିନ ଦାଦନଙ୍କ ଦୁଃଖ ବଢ଼ୁଥିବା ଦେଖିବାକୁ ମିଳିଛି। ଗୋଟିଏ ପଟେ ଦାଦନ ଖଟିବାକୁ ଯାଇ କିଛି ମୃତ୍ୟୁବରଣ କରିଥିବା…

ଚର୍ଚ୍ଚାରେ ରାୟଗଡ଼ା ରାଜନୀତି: ୪ ଦିନ ତଳେ ଭାଜପାରେ ମିଶିଥିଲେ, ପୁଣି ବିଜେଡିକୁ ଫେରିଲେ; ଦିଲୀପଙ୍କ ନାଁରେ ଅଭିଯୋଗ…

ରାୟଗଡ଼ା,୨୭।୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି । ଭାଜପାରେ ମିଶିବାର ଚାରି ଦିନ ପରେ ପୁଣି ବିଜେଡିକୁ ଫେରିଛନ୍ତି…

ବାଇକ୍‌କୁ ଧକ୍କା ଦେଇ ଚାଲିଗଲା ଟ୍ରାକ୍ଟର; ଘଟଣାସ୍ଥଳରେ ଚାଲିଗଲା ବାଇକ୍‌ରେ…

ବଞ୍ଚୋ,୨୭।୧(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ବାଙ୍ଖିଡ଼ି ନିକଟରେ ମଙ୍ଗଳବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ଟ୍ରାକ୍ଟର ଏକ…

ପ୍ରତିଶ୍ରୁତି ପାଳନ କରୁନି ଉତ୍କଳ ଆଲୁମିନା: ୦.୦୧% ଶେୟାର ଦାବିରେ ବିସ୍ଥାପିତ, ପ୍ରଭାବିତଙ୍କ ଧାରଣା

ରାୟଗଡ଼ା/ଟିକିରି,୨୭।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା)- ବକ୍ସାଇଟ ଖଣି ପାଇଁ ରାୟଗଡ଼ା ଜିଲାର କାଶୀପୁର ବ୍ଲକ ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ବ୍ଲକ୍‌ରେ ରହିଥିବା…

ଗୋକୋଲମା: ଶେଷ ହେଲା ମା’ ମାଣିକେଶ୍ୱରୀ ଓ ବାବା ଅଗ୍ନି ଭୈରବଙ୍କ ମାଘ ଝାମୁ ଯାତ୍ରା…

ଥୁଆମୂଳ ରାମପୁର,୨୭।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗୋକୋଲମା ବଙ୍ଗଳା ପଡ଼ାଠାରେ ପାରମ୍ପରିକ ରୀତିନୀତି ଅନୁଯାୟୀ ମାଘ ଝାମୁ ଯାତ୍ରା…

ଡକରବାଡ଼ି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ବନ୍ଦ ଘଟଣା: ସମସ୍ତ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ, ଦରମା ବନ୍ଦ… 

ଦାରିଙ୍ଗବାଡ଼ି, ୨୭।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ପଞ୍ଚାୟତ ଡକରବାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବିନା ନୋଟିସରେ ତାଲା ପକାଇ ବନ୍ଦ ରଖିବା…

ଆଜିଠୁ ଗୋପାଳପୁର ବେଳାଭୂମୀ ମହୋତ୍ସବ: କୁଲାଡ଼ରୁ ଗଲା ମଶାଲ ଶୋଭାଯାତ୍ରା…

ଭଞ୍ଜନଗର,୨୭।୧(ବାବୁଲା ପ୍ରଧାନ)- ମଙ୍ଗଳବାରଠାରୁ ଗୋପାଳପୁର ବେଳାଭୂମି ମହୋତ୍ସବ ଆରମ୍ଭ ହୋଇଛି। ତେଣୁ ଚଳିତ ବର୍ଷ ଏନେଇ ବ୍ୟାପକ ଆୟୋଜନ ହୋଇଥିବା ବେଳେ ମହୋତ୍ସବକୁ ଲୋକାଭିମୁଖୀ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri