ପିକ୍‌ଅପ୍‌ ଧକ୍କାରେ ଚାଲି ଯାଇଥିଲା ଚାହା ଦୋକାନୀଙ୍କ ଜୀବନ, କୋର୍ଟ ଚାଲାଣ ହେଲେ…

ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତା ର ଦେଓଖାଳି ଛକ ରେ ଗତ ବୁଧବାର ସକାଳ ପ୍ରାୟ ସାଢ଼େ ୬ ଟାରେ ଦ୍ରୁତଗାମୀ ପିକଅପ୍ ଭ୍ୟାନ (ନଂ. ଓଡ଼ି୦୨ ବିଏମ – ୬୮୪୦)  ଧକ୍କାରେ  ଦେଓଖାଳି ଗ୍ରାମ ମଠ ସାହିର ଚାହା ଦୋକାନୀ କୋରା ବେହେରା(୫୬) ଗୁରୁତର ଆହାତ ହୋଇଥିଲେ।ତାଙ୍କୁ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା। ଗତ ଶନିବାର ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା। ଏ ନେଇ କୋରାଙ୍କ ପୁଅ କାଳିଆ ବେହେରା କେ. ନୂଆଗାଁ ଥାନାରେ ଏତଲା ଦେଇଥିଲେ।  ଥାନା ମାମଲା ନଂ. ୨୭/୨୬ ଅନୁଯାୟୀ ତଦନ୍ତକାରୀ ଅଧିକାରୀ ଏଏସଆଇ ସି. ତାରକେଶ୍ୱର ରାଓ ଶେରଗଡ଼ ଥାନା ବାଦଗଡ ଗ୍ରାମର  ଅଭିଯୁକ୍ତ ପିକଅପ୍ ଚାଳକ ଦିଲ୍ଲୀପ କୁମାର ପାଢ଼ୀଙ୍କୁ ମଙ୍ଗଳବାର ଗିରଫ କରି ଦିଗପହଣ୍ଡି କୋର୍ଟ କୁ ଚାଲାଣ କରିଥିବା ଜଣାପଡିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri