ଚକୋଲେଟ ଦେଇ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାରଣ, ମା’ବାପାଙ୍କ ଅଭିଯୋଗ ପରେ ବନ୍ଧା ହେଲେ ଶିକ୍ଷକ…

ଗଞ୍ଜାମ,୧।୧୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଏକ ଲଜ୍ୟା ଜନକ ଘଟଣା ଦେଖିବାକୁ ମିଳିଛି । ଏକ ପ୍ରାଥମିକ ବିଦ୍ୟାଳୟର ପଞ୍ଚମ ଶ୍ରେଣୀର ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ହୁମ୍ମା ଫାଣ୍ଡି ପୋଲିସ ଏକ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ଗିରଫ କରିଛି । ଗିରଫ ହୋଇଥିବା ଶିକ୍ଷକ ଜଣଙ୍କ ହେଲେ ବୋରିଗାଁ ଗ୍ରାମର ଲିଙ୍ଗରାଜ ମହାଙ୍କୁଡ଼ (୪୦)।

ପ୍ରାଥମିକ  ବିଦ୍ୟାଳୟରେ ଶନିବାର ସକାଳେ ପାଠ ପଢ଼ା ଚାଲିଥିବା ବେଳେ ଏକୁଟିଆ ଥିବା ସୁଯୋଗ ନେଇ ଶିକ୍ଷକ ଲିଙ୍ଗରାଜ ପଞ୍ଚମ ଶ୍ରେଣୀର ଛାତ୍ରୀଙ୍କୁ ଏକ ଚକୋଲେଟ ଦେଇ ଅସଦାଚରଣ କରିଥିଲେ। ସ୍କୁଲ ଛୁଟି ପରେ ଛାତ୍ରୀଜଣଙ୍କ ବାପାମା’ଙ୍କୁ ଏନେଇ ଜଣାଇଥିଲେ। ଅଭିଭାବକ ଆସି ଏହାକୁ ବିରୋଧ କରିବା ସହ ରମ୍ଭା ଥାନା ହୁମ୍ମା ଫାଣ୍ଡି ଅଧିକାରୀ ସତ୍ୟଜିତ ବେଣିଆଙ୍କ ନିକଟରେ ଅଭିଯୋଗ କରିଥିଲେ। ପୋଲିସ ଅଭିଯୁକ୍ତ ଶିକ୍ଷକ ଲିଙ୍ଗରାଜ ମହାଙ୍କୁଡ଼ଙ୍କୁ  ଅଟକ ରଖି ପଚରାଉଚରା କରିବା ପରେ ମାମଲା ରୁଜୁ କରିଥିଲା। ଏହାପରେ ଅଭିଯୁକ୍ତ ଶିକ୍ଷକଙ୍କୁ ଗିରଫ କରାଯାଇଥିବା ଏସ୍‌ଆଇ ସତ୍ୟଜିତ ବେଣିଆ ସୂଚନା ଦେଇଛନ୍ତି। ଅପରପକ୍ଷେ ଅଭିଯୁକ୍ତ ଶିକ୍ଷକ ନିଜ ଉପରେ ଲାଗିଥିବା ଅଭିଯୋଗକୁ  ଖଣ୍ଡନ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତାରସିଂ ରେଞ୍ଜରେ ଦନ୍ତା ହାତୀର ମୃତ୍ୟୁ, ନୟାଗଡ଼ ବନଖଣ୍ଡରେ ଚିକିତ୍ସାଧୀନ ଥିଲା

ଭଞ୍ଜନଗର,୯।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜରେ ଶନିବାର ଅପରାହ୍ନରେ ଏକ ଦନ୍ତା ହାତୀ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ହାତୀର ବୟସ ପ୍ରାୟ…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି।…

ଆଧ୍ୟାତ୍ମିକ ପରିବେଶରେ ଚାଲିଛି ଭଞ୍ଜନଗର ଠାକୁରାଣୀ ଯାତ୍ରା, ୫୦ ହଜାରରୁ ଊର୍ଦ୍ଧ୍ୱ ଭକ୍ତଙ୍କ ସମାଗମ

ଭଞ୍ଜନଗର,୯ ।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାରେ ଦିନକୁ ଦିନ ଅସମ୍ଭାଳ ଭିଡ ହେଉଛି ଦେବୀଙ୍କ ଦର୍ଶନ ପାଇଁ। ଶନିବାର ଦେବୀଙ୍କ ଦର୍ଶନ, ସାଂସ୍କୃତିକ କାର୍ଯ୍ୟକ୍ରମ…

ଆମ୍ବୁଲାନ୍ସ ଅଭାବ, ଗୁରୁତର ରୋଗୀ ହଟହଟା: ହସ୍ପିଟାଲରେ ଚାପା ଉତ୍ତେଜନା, ଧାରଣା ଦେବାକୁ…

ଦାରିଙ୍ଗବାଡି, ୯।୫ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ଆମ୍ବୁଲାନ୍ସ ଅଭାବ କୁ ନେଇ ଦେଖାଯାଇଛି ଉତ୍ତେଜନା। ଦିନ ଦ୍ବିପ୍ରହରରୁ ଗୁରୁତର…

ଥୁଆମୂଳ ରାମପୁରରେ ବିଭାଗୀୟ ଅପାରଗତାର ଚରମ ସୀମା: ନବନିର୍ମିତ କୋଠା ଏବେ ‘ମଦ୍ୟପଙ୍କ ସ୍ଵର୍ଗ’

ଥୁଆମୂଳ ରାମପୁର, ୯ା୫ (ଦୁର୍ଗା କୀର୍ତ୍ତି): କୃଷି ଓ କୃଷକର ଉନ୍ନତି ପାଇଁ ସରକାରୀ ସ୍ତରରେ ଯୋଜନାର ଅଭାବ ନାହିଁ, ମାତ୍ର କ୍ଷେତ୍ର ସ୍ତରରେ ଏହାର ରୂପାୟନ…

ପାରଳାଖେମୁଣ୍ଡିରେ ବଢୁଛି ପାଇପ ମିଟର ଚୋରି ଘଟଣା: ସିସିଟିଭିରେ କଏଦ ହେଲା ଚୋରୀ ସମୟର ଦୃଶ୍ୟ, ଚିନ୍ତାରେ…

ପାରଳାଖେମୁଣ୍ଡି, ୯।୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଏବେ ପାଇପ ମିଟର ଚୋରଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି । ଜନସ୍ବାସ୍ଥ୍ୟ ବିଭାଗ…

ଭୁବନେଶ୍ୱରରେ ମାଡ଼ିଗଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଭୁବନେଶ୍ୱର,୯।୫: ଭୁବନେଶ୍ୱରସ୍ଥିତ ଫାୟାର୍‌ ଷ୍ଟେଶନ ଓଭର୍‌ ବ୍ରିଜ ଉପରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏକ ଦ୍ରୁତଗାମୀ…

ବାକି ଟଙ୍କା ଆଦାୟ କରିବାକୁ ଯାଇ ଅପହରଣ: କେନ୍ଦୁଝରରୁ କଟକ ନେବା ବେଳେ ଶାଳପଡ଼ା ଠାରେ ଧରିଲା ପୋଲିସ, ୨ ଗିରଫ

ହାଟଡିହୀ/ଛେନାପଦୀ,୯।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): ବାକି ଟଙ୍କା ଆଦାୟ କରିବାକୁ ଯାଇ ଜଣେ ବ୍ୟବସାୟୀ ଅପହରଣର ଶିକାର ହୋଇଛନ୍ତି। କେନ୍ଦୁଝରରୁ ଅପହରଣ କରି କଟକ ଅଭିମୁଖେ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri