ସ୍କୁଲ ବାରଣ୍ଡାରେ ଛାତ୍ରୀଙ୍କୁ ଅସଦାଚରଣ କରି ବନ୍ଧାହେଲେ ଶିକ୍ଷକ

ପାଇକମାଳ,୨୩।୧(ବଡ ଶତପଥୀ): ବରଗଡ ଜିଲା ପାଇକମାଳରେ ଆଉ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜନୈକ ପିଇଟି ଶିକ୍ଷକ ଜଣେ ନାବାଳିକାଙ୍କୁ ସ୍କୁଲ ବାରଣ୍ଡାରେ ଅସଦାଚରଣ କରିବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ବୁଧବାର ଅପରାହ୍ନରେ ଏହି ଘଟଣା ଘଟିଥିବା ବେଳେ ପୀଡିତାଙ୍କ ବଡଭାଇ କମଳ ତାଣ୍ଡି (୨୫) ତାଙ୍କ ବାପା ମହିତ ତାଣ୍ଡି ଗ୍ରାମ ସକରି, ଶୁକ୍ରବାର ପାଇକମାଳ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏନେଇ ଥାନାରେ କେଶ ନଂ ୨୨/୨୬ରେ ମାମଲା ରୁଜକରି ପିଇଟି ଶିକ୍ଷକ ନାରାୟଣ ସାହୁ (୫୮)ଙ୍କୁ ତାଙ୍କ ଘରୁ ଗିରଫ କରିଛି ପାଇକମାଳ ପୋଲିସ। ପରେ ତାଙ୍କୁ ପସ୍କୋ କୋଟକୁ ପଠାଇଛନ୍ତି ବୋଲି ପାଇକମାଳ ଥାନା ଅଧିକାରୀ କୈଳାସ ଚନ୍ଦ୍ର ପ୍ରଧାନ ଜଣାଇଛନ୍ତି। ଘଟଣାଟି ଉକ୍ତ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଧାରୁଆ ଅସ୍ତ୍ରରେ ଜଣଙ୍କୁ ହତ୍ୟା

ଝାରବନ୍ଧ, ୧୯।୬ (ଦେବେନ୍ଦ୍ର ସାହୁ ): ବରଗଡ ଜିଲା ଝାରବନ୍ଧ ଥାନା ଅନ୍ତର୍ଗତ ତୁର୍ଲା ଠାରେ ଗୁରୁବାର ବିଳମ୍ବିତ ରାତ୍ରିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି ।…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସକାଳୁ ସକାଳୁ ଭିଜିଲାନ୍ସ ରେଡ୍‌ , ୭ଟି ସ୍ଥାନରେ ଏକକାଳୀନ ଚଢାଉ

ନନ୍ଦପୁର, ୧୯।୬( ତୁଷାର କାନ୍ତ ମହାନ୍ତି ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ବଡ଼ଧରଣର ଚଢ଼ଉ କରାଯାଇଛି। କୋରାପୁଟ…

ସକାଳୁ ସକାଳୁ ଅଲେଖ ଧର୍ମାବଲମ୍ବୀ ବାବାଙ୍କୁ ବୀଭତ୍ସ ହତ୍ୟା, ଶୌଚ ହେବାକୁ ଯାଇଥିବାବେଳେ ଦୁର୍ବୃତ୍ତ…

କେନ୍ଦୁଝର,୧୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଉପରରାଇଗୋଡ଼ା ପଞ୍ଚାୟତ ରଆମୁଣି ଗ୍ରାମର ଭରାଳି ସାହିରେ ଜଣେ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖିବାକୁ…

ଏଇ ଭାରତରେ

ଚାଇନା ବିଶ୍ୱରେ ଏକ ପ୍ରମୁଖ କାଗଜ ଉତ୍ପାଦନ କେନ୍ଦ୍ର ହେବାର ବହୁ ପୂର୍ବରୁ ଭାରତର ଏକ ଛୋଟ ଗାଁର ହାତତିଆରି କାଗଜର ଆଦୃତି ରହିଥିଲା ଏବଂ ପୂର୍ବ…

ଶେୟାର ବଜାରରେ ଯୁବପିଢ଼ି

ଭାରତୀୟ ଶେୟାର ବଜାର କେବଳ ଏକ ଆର୍ଥିକ ପ୍ରତିଷ୍ଠାନ ନୁହେଁ, ଏହା ଦେଶର ବିକାଶ, ଶିଳ୍ପାୟନ ଏବଂ ସମୃଦ୍ଧିର ଏକ ପ୍ରମୁଖ ଇଞ୍ଜିନ। ଏହା ହେଉଛି ଏପରି…

ସାଧୁ ଓ ଲେଖକ

ଭାଗବତ ବାଣୀ ଅଛି – ‘ସାଧୁ ଯେ ମଳୟ ପବନ, କାଷ୍ଠକୁ କରଇ ଚନ୍ଦନ’। ସାଧୁ ଶବ୍ଦଟି ଅତ୍ୟନ୍ତ ପୂତ ପବିତ୍ର। ସାଧୁ ସତ୍‌ ପୁରୁଷ। ସାଧୁ…

ଇସ୍ରାଏଲ ପାଇଁ ସମସ୍ୟା

ଆମେରିକା ଏବଂ ଇରାନ ମଧ୍ୟରେ ପ୍ରାରମ୍ଭିକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜେ ସୃଷ୍ଟି କରିଥିବା ସଙ୍କଟରୁ ମୁକୁଳିବା ପାଇଁ କେତେ ବ୍ୟାକୁଳ…

କାନ୍ଥ ଉପରେ ମୋବାଇଲ ରଖି ମହିଳାଙ୍କ ଗାଧୁଆ ସମୟର ଭିଡିଓ ଶୁଟିଂ କରୁଥିଲେ ଯୁବକ , ତା’ପରେ…

ଜଳେଶ୍ୱର, ୧୯ା୬ (ନବୀନ ସାହୁ): ମହିଳାଙ୍କ ଗୋପନୀୟତାକୁ ନେଇ ଅତି ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri