ଡଷ୍ଟର ଫିଙ୍ଗି ଛାତ୍ରୀଙ୍କ ମୁଣ୍ଡ ଫଟାଇ ଦେଲେ ପିଇଟି ଶିକ୍ଷକ

ଝାରସୁଗୁଡ଼ା,୧୪।୧୦: ଝାରସୁଗୁଡ଼ା ଜିଲା ଲଇକେରା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଛାତ୍ରୀଙ୍କ ଉପରକୁ ଡଷ୍ଟର ଫିଙ୍ଗି ମୁଣ୍ଡ ଫଟାଇ ଦେଇଛନ୍ତି ଜଣେ ପିଇଟି ଶିକ୍ଷକ। ଆହତ ଛାତ୍ରୀ ଜଣକ ଦ୍ବିତୀୟ ଶ୍ରେଣୀରେ ପଢୁଥିବା ବେଳେ ତାଙ୍କୁ ଜିଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଏନେଇ ପରିବାରର ଲୋକେ ଲଇକେରା ଥାନାରେ ଏକ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗକୁ ଭିତ୍ତି କରି ଶିକ୍ଷକଙ୍କ ନାଁରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମରେ ଅଛି ଏତେ ସମ୍ପତ୍ତି, ଜାଣନ୍ତୁ ପ୍ରପର୍ଟିର ପୂରା ତଥ୍ୟ

ନୂଆଦିଲ୍ଲୀ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଅବସରରେ ତାଙ୍କ ଜୀବନ ଓ ବ୍ୟକ୍ତିଗତ ସମ୍ପତ୍ତିକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (PMO)ରେ…

ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ…

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି…

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?