Posted inUncategorized

ଜୀବନର ଶେଷ ମୁହୂର୍ତ୍ତରେ ହସ୍ପିଟାଲ ବେଡ୍‌ରେ ପିଲାଙ୍କ ପରୀକ୍ଷା ଖାତା ଚେକ୍‌ କରୁଥିଲେ ଶିକ୍ଷକ:ଫଟୋ ହେଉଛି ଭାଇରାଲ୍‌

ମାତାପିତାଙ୍କ ପରେ ପିଲାଙ୍କ ଜୀବନରେ ଶିକ୍ଷକଙ୍କ ସର୍ବାଧିକ ଅବଦାନ ରହିଛି। ସେମାନେ ନିଜ ଛାତ୍ରୀଛାତ୍ରମାନଙ୍କୁ ଉଚ୍ଚ ଶିଖରରେ ପହଞ୍ଚାଇବା ପାଇଁ କୌଣସି ସୁଯୋଗକୁ ହାତଛଡା କରିବାକୁ ଚାହାଁନ୍ତି ନାହିଁ। ଆଜିକାଲି ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଏହି ଫଟୋରେ ଜଣେ ଶିକ୍ଷକ ତାଙ୍କ ଜୀବନର ଶେଷ ମୁହୂର୍ତ୍ତରେ ମଧ୍ୟ ଛାତ୍ରୀଛାତ୍ରଙ୍କ ଫରୀକ୍ଷା ଖାତା ଯାଞ୍ଚ କରୁଥିବା ଦେଖାଯାଇଥିଲା। ଶିକ୍ଷକଙ୍କ ଝିଇ ସୋସିଆଲ ମିଡିଆରେ ପିତାଙ୍କର ଶେଷ ମୁହୂର୍ତ୍ତର ଫଟୋ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକ ଦେଖିବା ପରେ ଲୋକମାନେ ବହୁତ ଭାବପ୍ରବଣ ହୋଇଯାଆନ୍ତି।
ଶିକ୍ଷକଙ୍କ ଝିଅ ସାନ୍ଦ୍ରା ଝିଅ ସୋସିଆଲ ମିଡିଆ ପ୍ଲାଟଫର୍ମରେ ତାଙ୍କ ବାପାଙ୍କ ଫଟୋ ସହିତ ଏକ ନୋଟ ଶେୟାର କରିଥିଲେ। ସେ କହିଛନ୍ତି ଯେ, ବାପାଙ୍କ ସ୍ବାସ୍ଥ୍ୟ ହଠାତ୍‌ ଖରାପ ହେତୁ ତାଙ୍କୁ ଜରୁରୀକାଳୀନ ପରିସ୍ଥିତିରେ ଡାକ୍ତରଖାନାକୁ ଅଣାଯାଇଥିଲା। ଏହା ପରେ ମଧ୍ୟ ସେ ନିଜ ଛାତ୍ରୀଛାତ୍ରଙ୍କ ପ୍ରତି କରିଥିବା ପ୍ରତିଶ୍ରୁତି ପୂରଣ କରିଥିଲେ। ଏସବୁ ସମୟରେ ତାଙ୍କ ମୁହଁରେ ଶାନ୍ତିର ଏକ ଭିନ୍ନ ଆଲୋକ ଦେଖାଗଲା। କିନ୍ତୁ ପରଦିନ ସେ ଏହି ଦୁନିଆରୁ ବିଦାୟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

ଏକୁଟିଆ ପାଇ ମହିଳାଙ୍କ ଘରେ ପଶିଥିଲେ ଏନଆରଇଜିଏ ସହାୟକ, ହଠାତ୍‌ ଚାଲିଆସିଲେ ମହିଳାଙ୍କ ସ୍ବାମୀ, ଆଉ ତା’ପରେ…

ଭବାନୀପାଟଣା, ୭। ୩(ଉତ୍ତମ କୁମାର ଦାଶ ): ଚର୍ଚ୍ଚାରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଏନଆରଇଜିଏ ସହାୟକ ବିରଞ୍ଚି ଗହୀର। ତାଙ୍କ କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ…

IND vs NZ ଫାଇନାଲ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ମିଳିଲା ‘ଗୁରୁ ମନ୍ତ୍ର’: ଭାରତୀୟ କିମ୍ବଦନ୍ତୀଙ୍କ ପରାମର୍ଶ ପରେ ଏବେ ଚୌକା, ଛକା ବର୍ଷା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ। ଭାରତ ଏବଂ ନ୍ୟୁଜିଲାଣ୍ଡ ପରସ୍ପରର ସାମ୍ନା କରିବେ। ଉଭୟ ଦଳ ଟୁର୍ନାମେଣ୍ଟରେ ଅସାଧାରଣ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri