Posted inଫୁରସତ

ଶରାରା ଗୀତରେ ଠୁମକା ଲଗାଇଲେ ଲେଡି ପ୍ରଫେସର, ଭିଡିଓ ଭାଇରାଲ

ସୋସିଆଲ ମିଡିଆର କିଛି ନା କିଛି ଭିଡିଓ ପୋଷ୍ଟ କରି ଯେ କେହି ବି ଭାଇରାଲ ହେବାକୁ ଚାହାନ୍ତି। ସେମାନେ ଭାଇରାଲ ହେଉଥିବା ଗୀତରେ ବିଭିନ୍ନ ପ୍ରକାର ଡ୍ୟାନ୍ସ କିମ୍ବା ଆକ୍ସନ କରି ନିଜ ଭିଡିଓକୁ ଭାଇରାଳ କରୁଛନ୍ତି। ନିକଟରେ ଉତ୍ତରାଖଣ୍ଡ ଗୀତ ଗୁଲାବୀ ଶରାରା ସୋସିଆଲ ମିଡିଆରେ ବହୁତ ଟ୍ରେଣ୍ଡ କରୁଛି। ବଲିଉଡ ଅଭିନେତ୍ରୀ ଉର୍ବଶୀ ରାଉତେଲା ଠାରୁ ଆରମ୍ଭ କରି ଅନେକ ସେଲିବ୍ରିଟି ଏବଂ ବିଭିନ୍ନ ୟୁଜର୍ସ ମଧ୍ୟ ଏଥିରେ ରିଲ କରିଛନ୍ତି। ତେବେ ଏହି ଗୀତରେ ଜଣେ ସ୍କୁଲ ଶିକ୍ଷୟତ୍ରୀ ତାଙ୍କ ଛାତ୍ରୀଙ୍କ ସହ ନାଚୁଥିବାର ନଜର ଆସିଛନ୍ତି।

 

View this post on Instagram

 

A post shared by Kajal Asudani❤️ (@kajalasudanii)

ଭିଡିଓଟି ଇନଷ୍ଟାଗ୍ରାମରେ କାଜାଲାସୁଦାନୀ ନାମକ ଏକ ପୃଷ୍ଠାରେ ଶେୟାର କରାଯାଇଛି। ଭିଡିଓରେ ସବୁଜ ରଙ୍ଗର ଶାଢୀ ପିନ୍ଧିଥିବା ଜଣେ ପ୍ରଫେସର ବିଦ୍ୟାଳୟ ଲବିରେ ନଜର ଆସିଛନ୍ତ। ସେ ଜଣେ ପଦାର୍ଥ ବିଜ୍ଞାନ ପ୍ରଫେସର। ଭିଡିଓରେ ପ୍ରଫେସର ଜଣକ ଅତି ଚମତ୍କାର ଢଙ୍ଗରେ ପିଲାଙ୍କ ସହ ଠୁମକା ଲଗାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୩ ବର୍ଷର ଅପେକ୍ଷାର ଅନ୍ତ ଘଟାଇଲେ ଇଶାନ କିଶାନ: ଫାଇନାଲ୍‌ରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୧୦।୯: ଶେଷରେ ୧୩ ବର୍ଷର ଅପେକ୍ଷାର ଅନ୍ତ ଘଟାଇଛନ୍ତି ଇଶାନ କିଶାନ। ଫାଇନାଲ ମ୍ୟାଚ୍‌ରେ ସାଉଥ ଜୋନକୁ ପରାସ୍ତ କରି ଇଷ୍ଟ ଜୋନ ଦଳ ଦୁଲିପ ଟ୍ରଫି…

ମୋଦିଙ୍କ ନିମନ୍ତ୍ରଣ କ୍ରମେ ଭାରତ ଆସିବେ ସି ଜିନପିଙ୍ଗ, ଜାଣନ୍ତୁ କ’ଣ ରହିଛି ଏହା ପଛର କାରଣ

ନୂଆଦିଲ୍ଲୀ/ବେଜିଂ,୧୦।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଗସ୍ତ କରିବେ। ଦିଲ୍ଲୀକୁ ସି-ଙ୍କ ଗସ୍ତ ନେଇ କିଛି ସମୟ…

ଗାଁକୁ ନିଶାମୁକ୍ତ କରିବା ପାଇଁ ଥାନାର ଦ୍ୱାରସ୍ଥ ହେଲେ ମହିଳା, ପ୍ରତିଶ୍ରୁତି ଦେଇ ଥାନାଧିକାରିଣୀ କହିଲେ…

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ଦେଉଳପଡ଼ା ପଞ୍ଚାୟତ ବାଙ୍କୀଛନ୍ଦା ଗ୍ରାମରେ ଦୀର୍ଘବର୍ଷ ଧରି ବେଆଇନ ମଦ ବ୍ୟବସାୟୀମାନେ ଦେଶୀ ବିଦେଶୀ…

Watch: ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଭାଙ୍ଗଡ଼ା ନାଚିଲେ ଈଶାନ କିଶନ, କିନ୍ତୁ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଦୁଲିପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଡ୍ର’ରେ ଶେଷ ହେବା ପରେ ‘ଇଷ୍ଟ ଜୋନ’ (East Zone) ଚାମ୍ପିୟନ…

ହିଟ୍‌ମ୍ୟାନ୍‌ଙ୍କ ଟି-ଶର୍ଟକୁ ନେଇ ବଢୁଛି ଚର୍ଚ୍ଚା: କାହାକୁ ନେଇ କଲେ ଏମିତି କଟାକ୍ଷ, ଜାଣନ୍ତୁ

ନୂଆଦିଲ୍ଲୀ,୧୦।୮: ଆଜିକାଲି ସୋସିଆଲ ମିଡିଆରେ ରୋହିତ ଶର୍ମାଙ୍କ ଏକ ଟି-ଶର୍ଟ ଚର୍ଚ୍ଚାର ବିଷୟ ପାଲଟିଛି ଏବଂ ଲୋକମାନେ ଏହାକୁ ଅଜିତ ଅଗରକରଙ୍କ ସହ ଯୋଡ଼ି ଦେଖୁଛନ୍ତି। ସୋନି…

ପାକିସ୍ତାନକୁ ଧୂଳି ଚଟେଇଲା ଭାରତ: ଏସିଆ କପ୍‌ରେ ଏକପାଖିଆ ବିଜୟ

ନୂଆଦିଲ୍ଲୀ,୧୦।୯: କ୍ରିକେଟ୍‌ରେ ସଫଳତା ପରେ ଭାରତର ଝିଅମାନେ ଏବେ ହକିରେ ମଧ୍ୟ ପାକିସ୍ତାନକୁ ସମ୍ପୂର୍ଣ୍ଣ ଭାବେ ପରାସ୍ତ କରିଛନ୍ତି। ମଙ୍ଗୋଲିଆରେ ଚାଲିଥିବା ମହିଳା ଜୁନିୟର ଏସିଆ କପ୍‌ରେ…

ଓଡ଼ିଶା, ଆଇଏଚ୍‌ସି, ଆଦାନୀ ମଧ୍ୟରେ ୧୪ ନୂଆ ପ୍ରକଳ୍ପ ପାଇଁ ଏମ୍‌ଓୟୁ

ଭୁବନେଶ୍ୱର, ୧୦।୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ଦ୍ୱିତୀୟ ଦିନରେ ଓଡ଼ିଶା ବୈଦେଶିକ ନିବେଶ କ୍ଷେତ୍ରରେ ଏକ ବିରାଟ ସଫଳତା ହାସଲ କରିଛି।…

ଦୁର୍ଲଭ ସଂଯୋଗର ଚମକିବ ୪ ରାଶିର ମହିଳାଙ୍କ ଭାଗ୍ୟ! ଧନବର୍ଷା ସହ ଖୋଲିବ ସୌଭାଗ୍ୟର ଦ୍ୱାର, ଜାଣନ୍ତୁ ସେହି ରାଶି କିଏ…

ଏଥର ହରତାଳିକା ତୀଜ ଓ ଗଣେଶ ଚତୁର୍ଥୀର ସଂଯୋଗକୁ ଧାର୍ମିକ ଦୃଷ୍ଟିରୁ ବେଶ ବିଶେଷ ମନେ କରାଯାଉଛି। ହିନ୍ଦୁ ଧର୍ମରେ ଉଭୟ ପର୍ବର ରହିଛି ବିଶେଷ ମହତ୍ତ୍ୱ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri