ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩ କେଜି ଓ କଣ୍ଟାବାଞ୍ଜିରୁ ୯୪ କେଜି ଗଞ୍ଜେଇ ଜବତ କରିଛନ୍ତି। ଗଞ୍ଜେଇ ଚୋରା ଚାଲାଣରେ ସମ୍ପୃକ୍ତ ୬ ଜଣଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି।

ଗଞ୍ଜେଇ ଚୋରା ଚାଲାଣରେ ମାଷ୍ଟରମାଇଣ୍ଡ କୁହାଯାଉଥିବା ବଙ୍ଗୋମୁଣ୍ଡାର ଜଣେ ଲୁଗା ବ୍ୟବସାୟୀ ଏବଂ ଫୁଲବାଣୀ ଅଞ୍ଚଳର ଜଣେ ଶିକ୍ଷକ ବୋଲି ଜଣାପଡିଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି। ମିଳିଥିବା ସୂଚନା ମୁତାବକ, ଏକ ଲୁଗା ବୋଝେଇ ଗାଡ଼ିରେ ଗଞ୍ଜେଇ ଚାଲାଣ ବେଳେ ପୋଲିସ ଧରିବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଥ ଉପରେ ମୋବାଇଲ ରଖି ମହିଳାଙ୍କ ଗାଧୁଆ ସମୟର ଭିଡିଓ ଶୁଟିଂ କରୁଥିଲେ ଯୁବକ , ତା’ପରେ…

ଜଳେଶ୍ୱର, ୧୯ା୬ (ନବୀନ ସାହୁ): ମହିଳାଙ୍କ ଗୋପନୀୟତାକୁ ନେଇ ଅତି ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା…

ଶ୍ୱଶୁରଙ୍କ ଘରେ ଜ୍ୱାଇଁଙ୍କ ଆତ୍ମହତ୍ୟା, ରାତିରେ ସମସ୍ତେ ଶୋଇଥିବାବେଳେ…

ଦେବଗଡ଼,୧୯ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ବେତେଇଝରଣ ଗ୍ରାମସ୍ଥିତ ଶ୍ୱଶୁରଙ୍କ ଘରେ ଫାଶୀ ଲଗାଇ ଜ୍ୱାଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ସୁନ୍ଦରଗଡ଼ ଜିଲା…

ଶ୍ରେଷ୍ଠ ୨୦୦ ମଧ୍ୟରେ ୩ ଭାରତୀୟ ଶିକ୍ଷାନୁଷ୍ଠାନ, ଜାଣନ୍ତୁ ଶୀର୍ଷରେ କିଏ…

ନୂଆଦିଲ୍ଲୀ: ୧୯ା୬: ପ୍ରତିଷ୍ଠିତ ‘କ୍ୟୁଏସ୍‌ ୱାଲର୍‌ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ ୨୦୨୭’ର ତାଲିକା ଗୁରୁବାର ପ୍ରକାଶ ପାଇଛି। ଏଥିରେ ବିଶ୍ୱର ଶ୍ରେଷ୍ଠ ୨୦୦ ବିଶ୍ୱବିଦ୍ୟାଳୟ ମଧ୍ୟରେ ୩ଟି ଭାରତୀୟ…

ଭତ୍ତା ପାଇଁ ଲୋକମାନେ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ: ନବୀନ

ଭୁବନେଶ୍ୱର,୧୯।୬(ସୁନିତ୍‌ ମିଶ୍ର): ରାଜ୍ୟର ଲୋକମାନେ ଭତ୍ତା ପାଇଁ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ। ୨ ବର୍ଷ ପୂରଣ କରିଥିବା ଭାଜପା ସରକାରର ଏଇଆ କ’ଣ ଫାଇଦା କି…

କାର୍‌ ସହ ଭାଜପା ନେତାଙ୍କୁ ଜାଳିଦେଲେ

ରାୟପୁର, ୧୯।୬: ଛତିଶଗଡ଼ କୋରିଆ ଜିଲାରେ ବାଲି ଖନନକୁ କେନ୍ଦ୍ର କରି ୨ଗୋଷ୍ଠୀ ମଧ୍ୟରେ ଏକ ଜଘନ୍ୟ ହିଂସାକାଣ୍ଡ ଘଟିଛି। ଅଭିଯୁକ୍ତମାନେ ଏକ କାର୍‌କୁ ଧକ୍କା ଦେଇ…

ଆଜି ଆସିବେ ରାଷ୍ଟ୍ରପତି, ଜନ୍ମଦିନରେ ଯିବେ ଶାଶୁଘର

ବାରିପଦା, ୧୯ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଇରଙ୍ଗପୁର ଗସ୍ତରେ ଆସୁଛନ୍ତି। ୨୦ତାରିଖ ଶନିବାର ଜନ୍ମମାଟିରେ ସେ ତାଙ୍କ ଜନ୍ମଦିନ ପାଳନ କରିବେ। ଏହିଦିନ…

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri