ଶିକ୍ଷୟିତ୍ରୀ ମମିତା ମୃତ୍ୟୁ ମାମଲା: ଆଖୁ କିଆରିରୁ ଧରା ପଡ଼ିଲେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ

ବଲାଙ୍ଗୀର ଅଫିସ,୧୯ା୧୦: ଶିକ୍ଷୟିତ୍ରୀ ମମିତା ମେହେର  ନିଖୋଜ ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଶେଷରେ ଧରା ପଡ଼ିଛନ୍ତି। ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ଝରିଆଲ ପଞ୍ଚାୟତ ବୁଢ଼ିପଦର ଗାଁର ଏକ ଆଖୁ କିଆରିରେ ଲୁଚି ରହିଥିବା ବେଳେ ପୋଲିସ ହାତରେ ଧରାପଡ଼ିଛନ୍ତି ଗୋବିନ୍ଦ। ଚକ୍‌ମା ଦେଇ ଟିଟିଲାଗଡ଼ ପୋଲିସ ବାରାକରୁ ଖସି ପଳାଇଥିଲେ।

ସୂଚନାଯୋଗ୍ୟ, କଳାହାଣ୍ଡି ଜିଲା ମହାଲିଙ୍ଗର ଏକ ଘରୋଇ ସ୍କୁଲର ଶିକ୍ଷୟିତ୍ରୀ ମମିତା ମେହେର ଗତ ୧୧ ଦିନ ହେବ ନିଖୋଜ ଥିବା ବେଳେ ଏହି ଘଟଣାର ତଦନ୍ତ କରିବାକୁ ଯାଇ ମହାଲିଙ୍ଗ ହାଇସ୍କୁଲ ଷ୍ଟାଡିୟମରେ ଆଜି ସକାଳେ ଜେସିବି ସାହାଯ୍ୟରେ ଖୋଳାଖୋଳି ଆରମ୍ଭ ହୋଇଥିଲା। ଘଟଣାର ମାତ୍ର ୩ ଘଣ୍ଟା ପରେ ଜେସିବି ଖୋଳୁ ଖୋଳୁ ମାତ୍ର ୮-୧୦ ଫୁଟ ତଳୁ ଏକ ପୋଡ଼ା ମୃତଦେହ ଉଦ୍ଧାର ହୋଇଥିଲା। ମୃତଦେହଟି ପୋଡ଼ି ଯାଇଥିବାରୁ ତାହା ଚିହ୍ନିବା କଷ୍ଟକର ହୋଇପଡ଼ିଛି। ଉକ୍ତ ସ୍ଥାନକୁ ପୋଲିସ ଚାରିପଟୁ ସିଲ୍‌ କରିଦେଇଛି। ଘଟଣାସ୍ଥଳରୁ ମୃତଦେହ ବାଦ୍‌ ଏକ ଧୂପକାଠି, ପାଉଁଜି, ସୁନା ଚେନ୍‌, ବ୍ରେସଲେଟ୍‌, ମୁଦି ଓ ଆହୁରି କିଛି ସାମଗ୍ରୀ ମଧ୍ୟ ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରଭାଗା ସମୁଦ୍ରକୂଳ ପର୍ଯ୍ୟଟକ ମୁକ୍ତ

କୋଣାର୍କ,୧୭।୩(ଡି.ଏନ୍‌.ଏ): ପୁରୀ ଜିଲା ପ୍ରଶାସନ ନିର୍ଦ୍ଦେଶ କ୍ରମେ ମଙ୍ଗଳବାର ଚନ୍ଦ୍ରଭାଗା ସମୁଦ୍ରକୂଳକୁ ପର୍ଯ୍ୟଟକ ମୁକ୍ତ କରାଯାଇଛି। ସକାଳେ ଗୋପ ତହସିଲଦାର ଓ କୋଣାର୍କ ଥାନାଧିକାରୀ ମିଳିତ...

ସୁନ୍ଦର ହେବ ବ୍ରହ୍ମପୁର: ପୋଷ୍ଟର୍‌ ଚିରା ଅଭିଯାନରେ ସାମିଲ ହୋଇ ଜିଲାପାଳ କହିଲେ ‘ଜନଭାଗିତା ଦ୍ୱାରା ପରିବର୍ତ୍ତନ ସମ୍ଭବ’

ବ୍ରହ୍ମପୁର ଅଫିସ୍‌, ୨୮।୭: ଗଞ୍ଜାମ ଜିଲା ବ୍ରହ୍ମପୁର ସହରକୁ ସୁନ୍ଦର କରିବା ପାଇଁ ସରକାରୀସ୍ତରରେ ପ୍ରୟାସ ଚାଲିଛି । ଏଥିରେ ସହରର ବୁଦ୍ଧିଜୀବୀ ଏବଂ ବିଭିନ୍ନ...

୨୫ କି.ମି.ରେ ୨ ଟୋଲ୍‌ ପ୍ଲାଜା

ଚଣ୍ଡିଖୋଲ,୨୦।୧୧(ଡି.ଏନ୍‌.ଏ.): ଜାତୀୟ ରାଜପଥରେ ଦୁଇଟି ଟୋଲ୍‌ ପ୍ଲାଜାର ବ୍ୟବଧାନ ୬୦ କିଲୋମିଟର ରହିବାର ନିୟମ ରହିଛି। ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(ଏନ୍‌ଏଚ୍‌ଏଆଇ)ର ନିର୍ଦ୍ଦେଶନାମା ଅନୁଯାୟୀ ରାଜପଥ ଉପରେ...

ଆସନ୍ତା ସପ୍ତାହରେ ବସିପାରେ କ୍ୟାବିନେଟ୍‌

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଆସନ୍ତା ସପ୍ତାହରେ ରାଜ୍ୟ କ୍ୟାବିନେଟ ବୈଠକ ବସିପାରେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଚଳିତ ୧୦ ତାରିଖରେ ଭିଡିଓ କନଫରେନ୍ସରେ କ୍ୟାବିନେଟ ବୈଠକ...

ପ୍ରଧାନମନ୍ତ୍ରୀଙ୍କ ‘ଅମ୍ଫନ’ ସହାୟତା: ଖର୍ଚ୍ଚ କରିବାକୁ ଅନୁମତି ଦେଉନି କେନ୍ଦ୍ର

ଭୁବନେଶ୍ୱର,୮।୨(ବ୍ୟୁରୋ): ଓଡ଼ିଶା ବାତ୍ୟାପ୍ରବଣ ରାଜ୍ୟ। ଏଥିଯୋଗୁ ପ୍ରତ୍ୟେକ ବର୍ଷ ବହୁ ଧନ ଜୀବନ ନଷ୍ଟ ହେଉଛି। ବାତ୍ୟା ଦାଉରୁ ରକ୍ଷା ପାଇବା ପାଇଁ ରାଜ୍ୟ ସରକାର...

ଅଧାରେ ବସ୍ତିବାସିନ୍ଦାଙ୍କ ଥଇଥାନ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ବସ୍ତି ପାଇଁ ସ୍ମାର୍ଟସିଟି ଭୁବନେଶ୍ୱରର ସୌନ୍ଦର୍ଯ୍ୟ ଓ ସ୍ବଚ୍ଛତା ନଷ୍ଟ ହେଉଛି। ସହରର ସାମାଜିକ ସ୍ଥିତି ମଧ୍ୟ ବିଗୁଡୁଛି। ବସ୍ତିଗୁଡ଼ିକର ଉନ୍ନତୀକରଣ ସହ ସୁନ୍ଦର...

ରାଜ୍ୟରେ ଆଉ ୬ ମୁଣ୍ଡ ନେଲା କରୋନା: ଖାଲି ଗଞ୍ଜାମରୁ ୩

ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୬ଜଣଙ୍କ ମୁଣ୍ଡ ନେଇଛି କରୋନା। ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କ ମୃତ୍ୟୁ ଘଟିଛି। ମୃତକମାନଙ୍କ ମଧ୍ୟରେ ୩ଜଣ ଗଞ୍ଜାମ ଜିଲାର ଥିବା...

୫୦୦ ଟଙ୍କା ଭତ୍ତା ପାଇଁ ୫ କିଲୋମିଟର ଚାଲିଲେ ବୃଦ୍ଧା

ଭବାନୀପାଟଣା,୩।୪(ସ୍ବ.ପ୍ର.): ଭତ୍ତା ପାଇଁ ସଂଘର୍ଷ। କଳାହାଣ୍ଡି ଜିଲାରୁ ପୁଣି ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ଯେଉଁଠି ୫୦୦ ଟଙ୍କା ଭତ୍ତା ପାଇଁ ୫ କିଲୋମିଟର...

Advertisement
Archives

Model This Week