ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା ଅଞ୍ଚଳରେ। ଏତଲା ପରେ ଅଭିଯୁକ୍ତ ଶିକ୍ଷକ ଜଣକ ଗିରଫ ହୋଇଛନ୍ତି।
ଛାତ୍ରୀ ଜଣକ ପଞ୍ଚମ ଶ୍ରେଣୀର ହୋଇଥିବାବେଳେ ନିଜ ଗାଁରେ ଶିକ୍ଷକ ତାଙ୍କୁ ଏପରି ଅସଦାଚରଣ କରିଥିବା ଏତଲାରେ ଦର୍ଶାଯାଇଛି।