ସମୂହ ଛୁଟିରେ ଶିକ୍ଷକ

କୋରାପୁଟ,୧୫।୯(ଅମିତାଭ ବେହେରା): ରାଜ୍ୟ ଏବଂ ଜିଲା ପ୍ରାଥମିକ ଶିକ୍ଷକ ସଂଘର ଆହ୍ବାନ କ୍ରମେ କୋରାପୁଟ ବ୍ଲକ ଶିକ୍ଷକ ସଂଘ ଶୁକ୍ରବାରଠାରୁ ସମୂହ ଛୁଟିରେ ଯିବାକୁ ଘୋଷଣା କରିଛି। ଏହି ପରିପ୍ରେକ୍ଷୀରେ ଶତାଧିକ ଶିକ୍ଷକ ଠିକା ଶିକ୍ଷକଙ୍କୁ ସ୍ଥାୟୀ କରିବା ସମେତ ୩ ଦଫା ଦାବି ପୂରଣ ନେଇ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି।

ଜିଲା ସଂଘର ସମ୍ପାଦକ ରାଜେନ୍ଦ୍ର ସାହୁ, ବ୍ଲକ ସଭାପତି ବସନ୍ତ ଲେଙ୍କା, ଧନେଶର କାଣ୍ଡି, ଜୟକୃଷ୍ଣ ଭଦ୍ର, ଗଜନୀ ଚନ୍ଦ୍ର ଶେଖର, ଟି ଅରୁଣା, ଲକ୍ଷ୍ମୀ ପ୍ରିୟା ଦାସ, ପ୍ରମୋଦ ଡାକୁଆ ଧାରଣାର ନେତୃତ୍ୱ ନେଇଛନ୍ତି। ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମୂହ ଛୁଟି ଯୋଗୁ ଜିଲାର ସମସ୍ତ ୧୪ଟି ବ୍ଲକରେ ଥିବା ପ୍ରାଥମିକ ବିଦ୍ୟାଳୟରେ ତାଲା ପଡ଼ିଥିବା ବେଳେ ଛାତ୍ରଛାତ୍ରୀଙ୍କ ଶିକ୍ଷାଦାନ ଏକ ପ୍ରକାର ଠପ୍‌ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ଟି ଗ୍ୟାସ କନେକ୍ସନ ନେଇଥିଲେ ଜାଣି ନିଅନ୍ତୁ, ଜୁନ ୩୦ସୁଦ୍ଧା ହୋଇଯିବ ବନ୍ଦ! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୫: ନୂଆ ନିୟମ ଅନୁଯାୟୀ, ଭାରତୀୟ ପରିବାରଗୁଡ଼ିକ ଏବେ LPG ସଂଯୋଗ କିମ୍ୱା PNG ସଂଯୋଗ ରଖିପାରିବେ କିନ୍ତୁ ଉଭୟ ନୁହେଁ। ଯଦି ଆପଣଙ୍କର ବର୍ତ୍ତମାନ ଉଭୟ…

ସକାଳୁ ସକାଳୁ ପୋଖରୀରେ ଭାସୁଛି କ୍ଷୁଦ୍ର ଜଳସେଚନ ବିଭଗ ଅବସରପ୍ରାପ୍ତ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୁରୁଣା ପଡାସ୍ଥିତ ସାନବନ୍ଧରୁ ରବିବାର ସକାଳୁ ଜଣେ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ତାଙ୍କ ନାମ ପୂର୍ଣ୍ଣଚନ୍ଦ୍ର…

ଛୁଟିଦିନରେ ଏତିକି ହେଲା ତେଲ ଦର; ଜାଣନ୍ତୁ ଆଜିର ପେଟ୍ରୋଲ-ଡିଜେଲ ଦର..

ନୂଆଦିଲ୍ଲୀ,୧୭।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ଶୁକ୍ରବାର ଠାରୁ ପେଟ୍ରୋଲ ଡିଜେଲ ପାଇଁ ନୂଆ ମୂଲ୍ୟ ଧାର୍ଯ୍ୟ କରାଯାଇଛି ।…

POCSO ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଗିରଫ, ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ନୂଆଦିଲ୍ଲୀ,୧୭।୫: କେନ୍ଦ୍ରମନ୍ତ୍ରୀ ବନ୍ଦୀ ସଞ୍ଜୟ କୁମାରଙ୍କ ପୁଅ ବନ୍ଦୀ ଭଗୀରଥ ସାଇକୁ ତେଲେଙ୍ଗାନା ପୋଲିସ ଶନିବାର ଗିରଫ କରିଛି। ତେବେ କେନ୍ଦ୍ରମନ୍ତ୍ରୀ ପୁଅକୁ ସରେଣ୍ଡର କରାଇଥିବାର ଦାବି…

ପ୍ଲାଟିନମ୍‌ ଉପାଦାନ ଉତ୍ତୋଳନ ସଫଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୫(ପି.ଟି./ସୁନିତ୍‌ ମିଶ୍ର): ବିଶ୍ୱ ବଜାରରେ ଲୁହାପଥର, ବକ୍ସାଇଟ୍‌, କ୍ରୋମାଇଟ୍‌ ଭଳି କଞ୍ଚାମାଲର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ପ୍ଲାଟିନମ୍‌ର ଚାହିଦା ମଧ୍ୟ ବଢ଼ିିଛି ।…

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’…

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri