ଛାତ୍ରୀଙ୍କୁ ବଳାତ୍କାର କରି ଜେଲଗଲେ ଟିଉସନ ସାର୍‌

ଠାକୁରମୁଣ୍ଡା,୧ା୭: ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ଅଞ୍ଚଳର ଜନୈକା ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଜଣେ ଯୁବକଙ୍କୁ ଗିରଫ କରିଛି।

ମିଳିଥିବା ସୂଚନା ମୁତାବକ, ୨୫ ବର୍ଷୀୟ ଯୁବକ ଜଣକ ନାବାଳିକାଙ୍କୁ ଟିୟୁସନ କରୁଥିଲେ। ସେତିକିବେଳେ ନାବାଳିକାଙ୍କ ସହ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ପରବର୍ତ୍ତୀ ସମୟରେ ଯୁବକ ଜଣକ ନାବାଳିକାଙ୍କ ସହିତ ଶାରୀରିକ ସମ୍ପର୍କ ରଖିଥିଲେ। ହେଲେ ଛାତ୍ରୀ ଜଣକ ପ୍ରତାରଣାର ଶିକାର ହୋଇଥିବା ନେଇ ଗତ ୨୭ ତାରିଖରେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା (ନଂ.୪୫/୨୧) ରୁଜୁ କରି ଅଭିଯୁକ୍ତ ଟିୟୁସନ ସାର୍‌ଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ଜିଲାରେ ବନ୍ୟା, ୯ ମୃତ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଲଘୁଚାପଜନିତ ଲଗାଣ ବର୍ଷାରେ ଦକ୍ଷିଣ-ପଶ୍ଚିମ ଓଡ଼ିଶା ସ୍ଥିତି ସଙ୍ଗିନ ହୋଇପଡ଼ିଛି। ବିଶେଷ କରି ୫ ଜିଲା ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, ସୁବର୍ଣ୍ଣପୁର ଓ...

ରଜରେ ମାତିଲେ ଦୁର୍ବୃତ୍ତ: ବେକରୁ ଝାମ୍ପିନେଲେ ସୁନା ଚେନ

ବାଲିଅନ୍ତା,୧୪।୬(ଡି.ଏନ.ଏ.)-: ରାଜଧାନୀ ଉପକଣ୍ଠ ବାଲିଅନ୍ତା ଅଞ୍ଚଳର ପୂର୍ବତନ ନାଏବ ସରପଞ୍ଚ ମୁରଲୀଧର ପରିଡ଼ାଙ୍କ ବେକରୁ ଦୁଇଜଣ ଦୁର୍ବୃତ୍ତ ସୁନା ଚେନ ଲୁଟି ନେଇଥିବା ରବିବାର ଅଭିଯୋଗ...

୩୬ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ୪ ଗିରଫ

ପୁରୀ ଅଫିସ, ୧୬।୨: ବହୁଦିନ ଧରି ପୁରୀ ସମେତ ବିଭିନ୍ନ ସ୍ଥାନରେ ବ୍ରାଉନସୁଗାର କାରବାର ଚଳାଉଥିବା ଅଭିଯୋଗ ହୋଇଆସୁଥିଲା। ବାସେଳି ସାହି ଥାନା ପୋଲିସ ଏବଂ...

୪୭ ପ୍ରତିଦ୍ୱନ୍ଦୀଙ୍କ ଭାଗ୍ୟ ପରୀକ୍ଷା

ଭଦ୍ରକ ଅଫିସ,୨୩ା୫: ଗୁରୁବାର ୪୭ ପ୍ରତିଦ୍ୱନ୍ଦୀଙ୍କ ଭାଗ୍ୟ ପରୀକ୍ଷାର ଫଳାଫଳ ନିର୍ଣ୍ଣୟ ହେବ। ୫ ବିଧାନସଭା ଓ ଗୋଟିଏ ଲୋକସଭା ପାଇଁ ପ୍ରାର୍ଥୀ ଚୂଡାନ୍ତ ହେବ।...

ବାଲେଶ୍ୱର ଡିଭିଜନରେ ୬୮ ମାମଲା ରୁଜୁ

କେନ୍ଦୁଝର,୮।୧୧(ସ୍ବ.ପ୍ର.): ପ୍ରତ୍ୟେକ ବର୍ଷ ଦୁର୍ନୀତି ନିବାରଣ ସପ୍ତାହ ପାଳନ ହେଉଛି। ଦୁର୍ନୀତି ବିରୋଧରେ ଜନ ସଚେତନତା ସୃଷ୍ଟି କରିବା ପାଇଁ ଶପଥପାଠ, ରାଲି, ସଭାସମିତି, ପ୍ରତିଯୋଗିତା...

ପାଣି, ଟାୱାର ପାଇଁ ବିକ୍ଷୋଭ

ବାରିପଦା ଅଫିସ,୧୧।୨ ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ ଅଧୀନ ଚାନ୍ଦୁଆ ପଞ୍ଚାୟତର ଠାରୁଆସାହି ଓ କଖାରୁଆଶୋଳ ଗ୍ରାମବାସୀ ମୌଳିକ ସମସ୍ୟାର ସମାଧାନ ପାଇଁ ଦାବି କରିଛନ୍ତି।...

ହୋଲି ଖେଳସାରି କାଠଯୋଡ଼ିରେ ଗାଧୋଇବା ବେଳେ ବାଳକ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ନରାଜ,୧୦।୩ (ଡି.ଏନ୍‌.ଏ.): ହୋଲିରେ ରଙ୍ଗ ଖେଳି ଗାଧୋଇବା ବେଳେ କଟକ ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ନରାଜ ବ୍ୟାରେଜ ଅରିଲ ଗ୍ରାମ ନିକଟ କାଠଯୋଡ଼ି ନଦୀରେ...

ରାସ୍ତା କଡରେ ରାତି କଟାଇଲେ ସୁରଟ ଫେରନ୍ତା

ପୁରୁଷୋତ୍ତମପୁର,୪ା୫(ଡି.ଏନ୍‌.ଏ.)- ସୁରଟରୁ ୫୬ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ବସ୍‌ ରବିବାର ରାତି ପ୍ରାୟ ୧୧ଟାରେ ପୁରୁଷୋତ୍ତମପୁରରେ ପହଞ୍ଚତ୍ଥିଲା। ମାତ୍ର ଏମାନଙ୍କୁ କ୍ୱାରାଣ୍ଟାଇନ ସେଣ୍ଟରକୁ ନେବାଲାଗି...

Advertisement
Archives

Model This Week