ଛାତ୍ରୀଙ୍କୁ ବଳାତ୍କାର କଲେ ଶିକ୍ଷକ

ରାଉରକେଲା ଅଫିସ୍‌, ୧୨।୧୦: ଜଲଦା ଫାଣ୍ଡି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଛି। ଏ ନେଇ ପୀଡିତାଙ୍କ ପରିବାର ଲୋକେ ଜଲଦା ଫାଣ୍ଡିରେ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଗାଁରେ ପର୍ବ ଥିବାରୁ ନାବାଳିକା ଜଣଙ୍କ ଗ୍ରାମର ଜଣଙ୍କ ଘରକୁ ନାଚ ଶିଖିବା ପାଇଁ ଯାଉଥିଲେ। ନାଚ ଶିଖାଉଥିବା ଶିକ୍ଷକ ଜଣକ ତାଙ୍କୁ ଧମକ ଦେଇ ବାରମ୍ବାର ବଳାତ୍କାର କରିଆସୁଥିଲେ। ଶେଷରେ ବାଧ୍ୟ ହୋଇ ନାବାଳିକା ଜଣଙ୍କ ଘରେ ଜଣାଇଥିଲେ। ଏନେଇ ପରିବାର ଲୋକେ ଥାନାର ଦ୍ୱାରସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଅଫିସରଙ୍କୁ ଲୋକାୟୁକ୍ତ ନୋଟିସ

ଭୁବନେଶ୍ୱର, ୨ା୩(ବ୍ୟୁରୋ):ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବିଛାଖଣ୍ଡି ପାହାଡ଼ର ସଂରକ୍ଷିତ ଜଙ୍ଗଲରୁ ବେଆଇନ ଭାବେ ଗ୍ରାନାଇଟ ପଥର ଖନନ ଓ ଚୋରାଚାଲାଣ କରିବା ମାମଲାରେ...

୮ ଅଧ୍ୟାପକଙ୍କ ବଦଳି ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ସମ୍ବଲପୁର,୧୭।୧୦(ବ୍ୟୁରୋ) : ଗଙ୍ଗାଧର ମେହେର ଜୁନିୟର କଲେଜର ୮ ଅଧ୍ୟାପକଙ୍କ ବଦଳି ପ୍ରତିବାଦରେ ଜିଏମୟୁ ମୁଖ୍ୟ ଫାଟକରେ ଛାତ୍ରୀଛାତ୍ର ଆନ୍ଦୋଳନ କରିଛନ୍ତି। ଅଧ୍ୟାପକଙ୍କ ବଦଳି ବାତିଲ...

ଓଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ: ୫୮ ତହସିଲଦାରଙ୍କୁ ବିଡିଓ ନିଯୁକ୍ତି

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ରାଜ୍ୟ ସରକାର ଓଏଏସ ସ୍ତରରେ ବଡ଼ ଧରଣର ଅଦଳ ବଦଳ କରିଛନ୍ତି। ୫୮ ଜଣ ତହସିଲଦାରଙ୍କୁ ବିଡିଓ ଭାବେ ନିଯୁକ୍ତି ଦିଆଯିବା ସହିତ ସେମାନଙ୍କୁ...

ଘରେ ରହି ଚିକିତ୍ସିତ ହୋଇପାରିବେ ଲକ୍ଷଣ ନ ଥିବା କରୋନା ପଜିଟିଭ: ଅତିରିକ୍ତ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ସାମାନ୍ୟ ଲକ୍ଷଣ କିମ୍ବା ଲକ୍ଷଣ ନ ଥିଲେ କରୋନା ପଜିଟିଭ ଘରେ ରହି ଚିକିତ୍ସିତ ହୋଇପାରିବେ। ଆଜିଠାରୁ ସେମାନେ ସ୍ବଇଚ୍ଛାରେ ନିଜ ଘରେ...

୪୦ ଡିଗ୍ରୀ ଉପରେ ୧୫ ସହର

ଭୁବନେଶ୍ୱର,୨୮ା୪(ବ୍ୟୁରୋ):ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଗ୍ରୀଷ୍ମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଗତ କିଛିଦିନ ହେବ ପ୍ରବଳ ଖରା ସମଗ୍ର ରାଜ୍ୟକୁ ଉତ୍ତପ୍ତ...

ଭଦ୍ରକରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲିବ ପରିବା ବଜାର

ଭଦ୍ରକ ଅଫିସ,୧୯।୪: ଏବେ ଭଦ୍ରକ ଜିଲାରେ ସନ୍ଧ୍ୟା ୬ ପର୍ଯ୍ୟନ୍ତ ପରିବା ମାର୍କେଟ ଖୋଲିବା ପାଇଁ ପ୍ରଶାସନ ଅନୁମତି ପ୍ରଦାନ କରିଛି। ପୂର୍ବରୁ ମଧ୍ୟାହ୍ନ ୧...

ମାମୁଘରେ ଥିବା ବେଳେ ଗୁଳିକାଣ୍ଡରେ ଯୁବକଙ୍କ ଜୀବନ ଗଲା

ବରଗଡ଼ ଅଫିସ, ୨୨।୬: ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ କଲମୀ ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ...

ଆଜି ଶପଥ ନେବେ ହାଇକୋର୍ଟର ନୂତନ ବିଚାରପତି

କଟକ ଅଫିସ,୧୦।୨: ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ନିଯୁକ୍ତି ପାଇଥିବା ଆଇନଜୀବୀ ସଞ୍ଜୀବ କୁମାର ପାଣିଗ୍ରାହୀ ସୋମବାର ଶପଥ ଗ୍ରହଣ କରିବେ। ଅପରାହ୍ନ ୨ଟାରେ...

Advertisement


Archives

Model This Week