ଭେରିଫିକେଶନ ପାଇଁ ସାର୍ଟିଫିକେଟ ମାଗିବାରୁ ଇସ୍ତଫା ଦେଲେ ଶିକ୍ଷକ

କଣ୍ଟାବାଞ୍ଜି,୨୯ା୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁରେକେଲା ବ୍ଲକର ବିଭିନ୍ନ ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜାଲ ସିଟି ଓ ଶିକ୍ଷାଗତ ସାର୍ଟିଫିକେଟ ଦେଇ ନିଯୁକ୍ତି ପାଇଥିବା ଅଭିଯୋଗ ହୋଇଥିଲା। ଏନେଇ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ପକ୍ଷରୁ ଯାଞ୍ଚ ଆରମ୍ଭ ହୋଇଥିଲା। ଏହିକ୍ରମରେ ବ୍ଲକର ୬ଟି ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନିଯୁକ୍ତି ସମୟରେ ଦାଖଲ କରିଥିବା ପ୍ରମାଣ ପତ୍ର ଜମା କରିବା ପାଇଁ ଗତ ତା୨୩।୯।୨୦୨୧ରିଖରେ ନୋଟିସ୍‌ ଯାରି କରିଥିଲେ। ସେମାନଙ୍କ ମଧ୍ୟରୁ ହିଆଁଲ ପଞ୍ଚାୟତ କର୍ଲାବାହାଲି ଗ୍ରାମର ସନ୍ତୋଷୀ ଦାସ ନିଜର ସମସ୍ତ ସାର୍ଟିଫିକେଟ ଜମା କରିବା ବଦଳରେ ମଙ୍ଗଳବାର ବିଇଓଙ୍କ କାର୍ଯ୍ୟାଳୟକୁ ଯାଇ ନିଜ ଇସ୍ତାଫା ପତ୍ର ଦେଇଥିବା ବିଇଓ ସୁରେନ୍ଦ୍ର କୁମାର ପୁରୋହିତ ସୂଚନା ଦେଇଛନ୍ତି। ଶିକ୍ଷୟିତ୍ରୀ ଦାସ ଗତ ତା୧୯।୧୦।୨୦୧୧ରିଖରେ ଚାକିରିରେ ଯୋଗ ଦେଇଥିଲେ  । ତର୍ଜମା ଚାଲିଛି, ଏ ଦିଗରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ବିଇଓ ପୁରାହିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସଚେତନତା: ଚୌଦ୍ୱାର ଡାଳିଯୋଡ଼ା ସାହିତ୍ୟ ସଂସଦ ପକ୍ଷରୁ ମାସ୍କ ବଣ୍ଟନ

ଚୌଦ୍ୱାର,୧୮ା୪(ଡି.ଏନ୍‌.ଏ): କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ କଟକ ଜିଲା ଚୌଦ୍ୱାର ଡାଳିଯୋଡା ସାହିତ୍ୟ ସଂସଦ ପକ୍ଷରୁ ପଥଚାରୀଙ୍କୁ ମାସ୍କ ବଣ୍ଟନ କରାଯାଉଛି। ୫୫ ନଂ....

ମଦ ଦୋକାନକୁ ସିଲ୍‌ କଲା ଅବକାରୀ ବିଭାଗ

ଉଦଳା,୧।୪(ଡି.ଏନ୍‌.ଏ.)- ଲକ୍‌ଡାଉନ ସମୟରେ ମଦ ଦୋକାନ ବନ୍ଦ ରଖିବାକୁ ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ସିଲ୍‌ ଭାଙ୍ଗି ଚୋରା ମଦ କାରବାର ଚାଲିଥିଲା। ଅବକାରୀ ବିଭାଗ...

ଶୁଖୁଛି ନଦୀଧାର

କୁଚିଣ୍ଡା,୨୯ା୫(ଡି.ଏନ.ଏ.): ଗ୍ରୀଷ୍ମ ପ୍ରବାହ ବଢି ଚାଲିଥିବା ବେଳେ କୁଚିଣ୍ଡା ଏନ୍‌ଏସିରେ ଉତ୍କଟ ଜଳ ସମସ୍ୟା ଦେଖାଦେଇଛି। ଖର୍ଲା ନଦୀରେ ଜଳସ୍ତର ହ୍ରାସ ପାଉଥିବାରୁ କୁଚିଣ୍ଡା ସହରକୁ...

ବର୍ଷା ଆସୁ ଆସୁ କୃତ୍ରିମ ବନ୍ୟା

ଭୁବନ, ୨୩ା୬(ଡି.ଏନ୍‌.ଏ.): ବର୍ଷା ପୂର୍ବରୁ ପଶିଲାନି ବୁଦ୍ଧି। ନୂତନ ଡ୍ରେନ୍‌ ନିର୍ମାଣ କରିବାକୁ ନା କରାଗଲା ଯୋଜନା ନା ହେଲା ପୂତ୍ତିଗନ୍ଧମୟ ଜଳ ନିଷ୍କାସନ ବ୍ୟବସ୍ଥା। ଏବେ...

ମାଲକାନଗିରି ବ୍ଲକସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ: ଜିଲାର ବିକାଶରେ ଗଣପର୍ବର ଭୂମିକା ଗୁରୁତ୍ୱପୂର୍ଣ୍ଣ

ମାଲକାନଗିରି,୫ା୨(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ପଞ୍ଚାୟତ ସମିତି ତରଫରୁ ବୁଧବାର ବ୍ଲକସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ ଅନୁଷ୍ଠିତ ହୋଇଛି। ପୂର୍ବାହ୍ନରେ ନିକଟସ୍ଥ ସତୀଗୁଡା ଜଳଭଣ୍ଡାରର ଚମ୍ପାଖାରୀ...

ସୁସ୍ଥ ହେଲେ ୬୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩।୩ : ଓଡ଼ିଶାରେ ବୁଧବାର ୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ମୋଟ ୩,୩୪,୭୬୭ରେ ପହଞ୍ଚିଛି।...

ସଟର ପ୍ଲେଟ ଚୋରି ମାମଲା: ୨ ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୨୧।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧ ନଂ ୱାର୍ଡ ରାମଚନ୍ଦ୍ର ନଗରରେ ରାସ୍ତା ଓ ଡ୍ରେନ ନିର୍ମାଣ କରୁଥିବା ଠିକାଦାର ଦୁର୍ଗା ମାଧବ ସାହୁଙ୍କ...

ଅମାନିଆଙ୍କୁ ଦଣ୍ଡ: ଭଦ୍ରକ ସହରରେ ଶତାଧିକ ବାଇକ ଜବତ, ୨ ହଜାର ଟଙ୍କା ଲେଖାଏ ଜରିମାନା ଆଦାୟ

ଭଦ୍ରକ ଅଫିସ, ୭ା୪- ଭଦ୍ରକ ଟାଉନ ପୋଲିସ ଦ୍ୱାରା ମଙ୍ଗଳବାର ସହରର ବିଭିନ୍ନ ଅଞ୍ଚଳରୁ ଶତାଧିକ ବାଇକ ଜବତ କରାଯାଇଛି। ପ୍ରଶାସନିକ କଟକଣା ସତ୍ତ୍ୱେ ବାଇକ୍‌ଧାରୀମାନେ...

Advertisement
Archives

Model This Week