ଛାତ୍ରଙ୍କୁ ଚାପୁଡ଼ା ମାରିଲେ ଶିକ୍ଷକ: ରାଗରେ ୯ମ ଶ୍ରେଣୀ ଛାତ୍ର ନେଲେ ଏମିତି ପଦକ୍ଷେପ

ଡେରାଡୁନ୍‌, ୨୨ା୮:ଉତ୍ତରାଖଣ୍ଡର ଉଧାମ ସିଂ ନଗର ଜିଲା କାଶୀପୁରସ୍ଥିତ ଗୁରୁ ନାନକ ପ୍ରାଇଭେଟ ସ୍କୁଲରୁ ଏକ ଚାଞ୍ଚଲ୍ୟକର ଗୁଳିକାଣ୍ଡ ମାମଲା ସାମ୍‌ନାକୁ ଆସିଛି। ବିଦ୍ୟାଳୟରେ ପଦାର୍ଥ ବିଜ୍ଞାନ ପଢ଼ାଉଥିବା ଗଗନଦୀପ ସିଂ କୋହଲୀ କିଛିଦିନ ତଳେ ନବମ ଶ୍ରେଣୀ ଛାତ୍ର ସମର୍ଥ ବାଜଓ୍ବାଙ୍କୁ ଚାପୁଡ଼ା ମାରିଥିଲେ। ସମର୍ଥ ଏହାର ପ୍ରତିଶୋଧ ନେବା ପାଇଁ ବୁଧବାର ଶ୍ରେଣୀଗୃହ ମଧ୍ୟରେ ଗଗନଦୀପଙ୍କୁ ଗୁଳି କରିଛନ୍ତି। ଗଗନଦୀପଙ୍କ ଡାହାଣ କାନ୍ଧରେ ଗୁଳି ଲାଗିଥିବାବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସମର୍ଥ ନିଜ ଟିଫିନ ବାକ୍ସ ମଧ୍ୟରେ ବନ୍ଧୁକ ଲୁଚାଇ ସ୍କୁଲକୁ ଆଣିଥିଲେ ବୋଲି ପୋଲିସ କହିଛି। ପୋଲିସ ବନ୍ଧୁକ ଜବତ କରିବା ସହ ସମର୍ଥଙ୍କୁ ଗିରଫ କରିଛି। ଗଗନଦୀପଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାବେଳେ ଆଇସିୟୁରେ ତାଙ୍କର ଚିକିତ୍ସା ଜାରି ରହିଛି ବୋଲି ଗୁରୁବାର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମମି ଶରୀରରେ ବଢୁଛନ୍ତି ଅଣୁଜୀବ: ୫,୩୦୦ ବର୍ଷ ପରେ ବି ଜୀବିତ

ବୋଲଜାନୋ (ଇଟାଲୀ),୪ା୬:ପ୍ରାୟ ୫,୩୦୦ ବର୍ଷ ପୂର୍ବେ ଇଟାଲୀର ଆଲ୍ପସ ପର୍ବତମାଳାରେ ଜଣେ ଶିକାରୀଙ୍କୁ ତୀର ମାରି ହତ୍ୟା କରାଯାଇଥିଲା। ବର୍ଷ ବର୍ଷ ଧରି ବରଫ ତଳେ ପୋତିହୋଇ…

ହସ୍ପିଟାଲ ICUରେ ଭୟଙ୍କର ଅଗ୍ନିକାଣ୍ଡ: ୧୦ ରୋଗୀ ଜୀବନ୍ତ ଦଗ୍ଧ

ପାଟନା,୪।୬: ଦିଲ୍ଲୀର ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡର ମାତ୍ର ଗୋଟିଏ ଦିନ ପରେ, ବିହାରର ମୁଜାଫରପୁରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଥିବା ରିପୋର୍ଟ ଆସିଛି। ଗୁରୁବାର ପ୍ରାୟ…

ଛତ୍ରପୁର ମହୋତ୍ସବର ତୃତୀୟ ସନ୍ଧ୍ୟା: ଦୀପ୍ତିରେଖା-କୁଲଦୀପଙ୍କ ଗୀତରେ ବିଭୋର ହେଲେ ଶ୍ରୋତା

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅବସରରେ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ…

ହୀରାକୁଦରେ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ, ଯୁବକ ଗୁରୁତର

ସମ୍ବଲପୁର,୩ା୬(ପ୍ରମୋଦ ବହିଦାର): ହୀରାକୁଦରେ ପୂର୍ବ ଶତ୍ରୁତା ଓ ବାରମ୍ବାର ଗଣ୍ଡଗୋଳକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ବୁର୍ଲା ଭମ୍‌ସାରରେ ଭର୍ତ୍ତି…

ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

​ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି।…

କଳାବ୍ୟାଜ୍‌ ପିନ୍ଧିଲେ ବରଗଡ଼ କୋଷାଗାର କର୍ମଚାରୀ, ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ…

ବରଗଡ଼,୩।୬(ପ୍ରେମାନନ୍ଦ ଖମାରୀ)- ଯାଜପୁର ଜିଲା କୋଷାଗାର କର୍ମଚାରୀଙ୍କୁ କୋଷାଗାର ଅଧିକାରୀଙ୍କ ଅଶ୍ଳୀଳ ଆଚରଣ ଓ ମାଡ଼ ମାରିବା ଅଭିଯୋଗ ଘଟଣାକୁ ନେଇ ଚାଲିଥିବା ଆନ୍ଦୋଳନର ପ୍ରଭାବ ବରଗଡ଼ରେ…

ନାବାଳିକାଙ୍କୁ ନିଶା ଦେଇ ଚଳନ୍ତା କାରରେ ଗଣବଳାତ୍କାର, ପରେ କଲେ ଏଭଳି କାଣ୍ଡ

ଆସାମ ବିଶ୍ୱନାଥ ଜିଲାର ଚାଲିଆ ଚାପୋରିରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ପାଞ୍ଚ ଜଣ ପୁରୁଷ…

ଧାନକଟା ମେଶିନରେ ଚାଲିଥିଲା କଫ୍ ସିରପ୍ ଚାଲାଣ, ଅତାବିରାରୁ ୨ ଗିରଫ

ଅତାବିରା,୩।୬(ଯୁଧିଷ୍ଠିର ମହାପାତ୍ର)-ବରଗଡ଼ ଜିଲା ଅଞ୍ଚଳରେ ଦିନକୁ ଦିନ କଫ୍ ସିରପ୍‌ କାରବାର ବଢ଼ିବାରେ ଲାଗିଛି । ମଙ୍ଗଳବାର ଅତାବିରା ଥାନା ପୋଲିସ ଏହି କାରବାରରେ ୨ ଅଭିଯୁକ୍ତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri