୧୮ ବର୍ଷ ପରେ ଗୁରୁ-ଶିଷ୍ୟଙ୍କ ଭେଟ, ବଖାଣିଲେ ବିଗତ ଦିନର ଅନୁଭୂତି

ଭଞ୍ଜନଗର,୨୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତୁରୁମୁ ସ୍ବାମୀ ଚିଦାନନ୍ଦ ଉଚ୍ଚ ବିଦ୍ୟାଳୟ ୨୦୦୭ ମାଟ୍ରିକ୍‌ ବ୍ୟାଚ୍‌ ଛାତ୍ରୀଛାତ୍ରଙ୍କ ବନ୍ଧୁମିଳନ ଉତ୍ସବ ରବିବାର ସୋରିଷମୁଳି ଡାକବଙ୍ଗଳା ପରିସରରେ ଅନୁଷ୍ଠିତ ହୋଇଯାଇଛି। ୧୮ ବର୍ଷ ପରେ ଛାତ୍ରୀଛାତ୍ର ନିଜର ପ୍ରିୟ ଗୁରୁଙ୍କୁ ଭେଟି ଖୁସି ଅନୁଭବ କରିବା ସହ ବିଗତ ଦିନର ଅନୁଭୂତି ବଖାଣିଥିଲେ। ଆୟୋଜିତ ସଭାରେ ବିଦ୍ୟାଳୟ ପ୍ରତିଷ୍ଠାତା ପ୍ରଧାନଶିକ୍ଷକ ଡ. ପ୍ରଦୀପ କୁମାର ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗୁରୁ ଶିଷ୍ୟ ସମ୍ପର୍କ ଉପରେ କହିଥିଲେ। ଅବସରପ୍ରାପ୍ତ ଶିକ୍ଷକ ଗୟାଚାନ୍ଦ ଗୌଡ଼, ପ୍ରଭାକର ମଲ୍ଲିକ, ଅବସରପ୍ରାପ୍ତ ପିଇଟି ପୁରୁଷୋତ୍ତମ ଦଳବେହେରା, ବର୍ତ୍ତମାନର ପ୍ରଧାନଶିକ୍ଷକ କାହ୍ନୁଚରଣ ରଥ, ଶିକ୍ଷକ ଚକ୍ରଧର ସାହୁ, ପଦ୍ମନାଭ ପାଣିଗ୍ରାହୀ, କିରାଣି ଶ୍ରୀକାନ୍ତ ମିଶ୍ର, ପ୍ରକାଶ ଚନ୍ଦ୍ର ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କ ଏହିଭଳି ଆୟୋଜନକୁ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ନୟାଗଡ଼ରୁ ଛତ୍ରପୁର ଆସୁଥିଲେ, ଡିଭାଇଡର ସହ ବାଇକ୍‌ ପିଟି ହେବା ପରେ ଛିଟିକି ପଡ଼ିଲେ; ମା’ବାପା ଗୁରୁତର, ୨ ବର୍ଷର ଶିଶୁକନ୍ୟା…

ଛତ୍ରପୁର, ୨୧।୪(ଦିଲ୍ଲୀପ ସାମଲ):  ଛତ୍ରପୁର ଥାନା ଅଧିନ ଜାତୀୟ ରାଜପଥ ଭାଗ୍ୟଲକ୍ଷ୍ମୀ ନଗର ନିକଟରେ ସଡକ ଦୁର୍ଘଟଣା । ଏଥିରେ ସ୍ବାମୀ ଓ ସ୍ତ୍ରୀ ଗୁରୁତର ଆହତ ହୋଇଥିବା…

୪ ଦିନ ରହିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା; ଚୂଡାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି, ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ । ମଝିରେ ଆଉ ୪ ଦିନ ରହିଥିବା ବେଳେ ପ୍ରସ୍ତୁତି ଶେଷ…

ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ଆଗରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ, ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡ଼ିଓଙ୍କୁ ଦାବିପତ୍ର

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୦ ଦଫା ଦାବି ହାସଲ…

ଦିନ ଦ୍ୱିପ୍ରହରେ ବଡ଼ ଧରଣର ଲୁଟ: ବ୍ୟାଙ୍କ ସାମ୍ନାରେ ଗାଡ଼ି ଡିକି ଭାଙ୍ଗି ଏତେ ଟଙ୍କା ନେଇଗଲେ ଦୁର୍ବୃତ୍ତ

ଗଞ୍ଜାମ,୨୧।୪(ଅନାଥ ତରାଇ): ଗଞ୍ଜାମ ସହରରେ ଏକ ବଡ଼ ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, ଗଞ୍ଜାମ ସହରରେ ଥିବା ଷ୍ଟେଟ ବ୍ୟାଙ୍କ ସମ୍ମୁଖରେ ଦିନଦ୍ୱିପ୍ରହରେ…

କାଳିପଲ୍ଲୀରେ କିଡ଼ନୀ ରୋଗର ଭୟାବହତା: ଚିନ୍ତାପ୍ରକଟ କରି ମୁଖ୍ୟମନ୍ତ୍ରୀଙ୍କୁ ଏହି ନିବେଦନ କଲେ ପ୍ରଦୀପ ପାଣିଗ୍ରାହୀ

ଗଞ୍ଜାମ/ଛତ୍ରପୁର,୨୧।୪(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ଜିଲା କାଳିପଲ୍ଲୀ ପଞ୍ଚାୟତରେ କାୟା ବିସ୍ତାର କରିଥିବା କିଡ଼ନୀ ରୋଗର ବ୍ୟାପକତାକୁ ନେଇ ଗଭୀର ଚିନ୍ତା ପ୍ରକଟ କରିଛନ୍ତି ବ୍ରହ୍ମପୁର ଏମ୍‌ପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri