ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ନିର୍ଦ୍ଧୁମ ପିଟିଲେ ଶିକ୍ଷକ, ଅଭିଯୋଗ ପରେ ନିଲମ୍ବିତ

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ମାଡ ମାରିଥିବା ଅଭିଯୋଗ ନେଇ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଶିକ୍ଷା ଅଧିକାରୀ ଉମରସିଂ ନାଏକ ସମ୍ପୃକ୍ତ ଶିକ୍ଷକଙ୍କୁ ନିଲମ୍ବିତ କରିଛନ୍ତି। ପ୍ରାପ୍ତ ଖବରରୁ ଜଣାପଡ଼ିଛି ଗତ ସୋମବାର ଦିନ ଝରିଗାଁ ବ୍ଲକ ସଦର ମହକୁମା ସ୍ଥିତ ସରକାରୀ ଏକ୍ସ ବୋର୍ଡ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ମୋହନ ହରିଜନ ଚତୁର୍ଥ ଶ୍ରେଣୀରେ ପାଠ ପଢୁଥିବା ଜଣେ ଛାତ୍ରଙ୍କୁ ମାଡ ମାରିଥିବା ନେଇ ସମ୍ପୃକ୍ତ ଛାତ୍ରଙ୍କ ଅଭିଭାବକ ଟୋଲ୍ ଫ୍ରି ନମ୍ବରରେ ଅଭିଯୋଗ କରିବା ସହ ସ୍ଥାନୀୟ ବିଇଓଙ୍କୁ ଲିଖିତ ଅଭିଯୋଗ କରିଥିଲେ। ଏନେଇ ଏବିଇଓ ପୁରୁଷୋତ୍ତମ ମାଝୀ ତଦନ୍ତ କରି ବିଇଓଙ୍କୁ ପ୍ରଦାନ କରିଥିଲେ। ବିଇଓ ଉମରସିଂ ନାଏକ ସମ୍ପୃକ୍ତ ଶିକ୍ଷକଙ୍କୁ ନିଲମ୍ବିତ କରିଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…

ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର…

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରୁଛନ୍ତି ଫିଲିପ୍‌, ବାପାଙ୍କୁ ଆସିଲା ଏମିତି କଲ୍‌…

ଗୁଡ଼ାରି,୧୫ା୭(ପ୍ରମୋଦ ପତି): ଦାଦନ ଖଟିବାକୁ କେରଳ ରାଜ୍ୟକୁ ଯାଇ ସେଠାରେ ମୃତ୍ୟୁ ବରଣ କରିଛନ୍ତି ଗୁଡ଼ାରି ବ୍ଲକର ଏମ୍‌କେ ରାଇ ପଞ୍ଚାୟତ ଅନ୍ତର୍ଗତ ମକାଗୁଡ଼ା ଗ୍ରାମର ଅବିବାହିତ…

ପୁରୀ ରଥଯାତ୍ରା ଡ୍ୟୁଟିବେଳେ ପ୍ରାଣ ହରାଇଥିବା ହୋମଗାର୍ଡଙ୍କ ପରିବାରକୁ ସହାୟତା

ବଞ୍ଚୋ,୧୫ା୭(ପ୍ରଦୋଷ ବିଶ୍ୱାଳ): ପୁରୀ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଡ୍ୟୁଟିରେ ନିୟୋଜିତ ଥିବା ସମୟରେ କେନ୍ଦୁଝର ପୋଲିସ ବିଭାଗର ଜଣେ ହୋମଗାର୍ଡଙ୍କ ଅକାଳ ବିୟୋଗ ଘଟିଥିଲା। ଏହି ଘଟଣା ସମଗ୍ର…

ବଙ୍ଗରେ ଚହଳ! ଟିଏମସିରେ ଫାଟ ଭିତରେ ବଡ଼ କଥା କହିଦେଲେ ମମତା, ଅଭିଷେକ ବାନାର୍ଜୀ

କୋଲକାତା,୧୫।୭: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ମୁଖ୍ୟ ମମତା ବାନାର୍ଜୀ ବୁଧବାର ଏକ ବିଦ୍ରୋହ ମଧ୍ୟରେ ଅଭିଷେକ ବାନାର୍ଜୀଙ୍କୁ ସମର୍ଥନ ଜଣାଇଛନ୍ତି । ଟିଏମସିକୁ ପୁନଃଗଠନ…

ସେବାୟତଙ୍କୁ ଶ୍ରୀମନ୍ଦିର ସେବାରୁ ନିଲମ୍ବନ କଲେ ମୁଖ୍ୟ ପ୍ରଶାସକ

ପୁରୀ,୧୫ା୭(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିରରେ ନୀତି ସମ୍ପାଦନରେ ଶୃଙ୍ଖଳା ରକ୍ଷା ପ୍ରତି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ସର୍ବଦା ସର୍ବୋଚ୍ଚ ଗୁରୁତ୍ୱ ଦେଇଆସୁଛି। ବୁଧବାର ଉଭାପର୍ବରେ ନୀତିକାନ୍ତି ପାଳନ ସମୟରେ…

ସରିଲା ଚାକିରି, କର୍ମମୟ ଜୀବନକୁ ମନେ ପକାଇ ଭାବବିହ୍ବଳ ହେଲେ ପ୍ରଧାନଶିକ୍ଷକ…

ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତୁଳସୀପଲ୍ଲୀ କ୍ଷେତ୍ରମଣି ମଧ୍ୟ ଇଂରାଜୀ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ଡକ୍ଟର ସୁରେଶ ଚନ୍ଦ୍ର ପଣ୍ଡାଙ୍କୁ ବିଦ୍ୟାଳୟ ତରଫରୁ ବୁଧବାର…

ବିବାହର ପ୍ରତିଶ୍ରୁତି ଦେଇ ପ୍ରେମ ପ୍ରତାରଣା, ପ୍ରେମିକଙ୍କୁ କାବୁ କରି ଥାନାରେ ଜିମା ଦେଲେ ପ୍ରେମିକା

ତୁମୁଡିବନ୍ଧ,୧୫।୭(ଦୀପକ କୁମାର ପରାସେଠ): ପ୍ରେମର ମିଠା ପ୍ରତିଶ୍ରୁତି ଦେଇ ଶେଷରେ ଜୀବନ ସହ ଖେଳ। କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକରେ ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri