ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ ଟେଙ୍ଗନାବସା ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ସହକାରୀ ଶିକ୍ଷକ ସନ୍ଦୀପ କୁମାର ପାଲ ନିଜ ମୋବାଇଲ ମାଧ୍ୟମରେ ସୋସିଆଲ ମିଡିଆରେ ଏକ ଅପମାନ ଜନକ ବାର୍ତ୍ତା ପ୍ରସାରଣ କରି ବ୍ଲକ ପ୍ରଶାସନର ଭାବମୂର୍ତ୍ତିକୁ ଖରାପ କରିବା ପାଇଁ ଚେଷ୍ଟା କରିଥିଲେ। ଏହ ଘଟଣା ବିଭିନ୍ନ ମହଲରେ ଆଲୋଡ଼ନ ସୃଷ୍ଟି କରିଥିଲା। ଏହା ଦୃଷ୍ଟିକୁ ଆସିବା ପରେ ବ୍ଲକ ଶିକ୍ଷାଧିକାରୀ ଅନିତା ପଣ୍ଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ତାଙ୍କୁ କାର୍ଯ୍ୟାଳୟ ପତ୍ର ସଂଖ୍ୟା ୧୮୨୪ ଅନୁଯାୟୀ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ନିଲମ୍ବନ ବଳବତ୍ତର ରହିବା ପର୍ଯ୍ୟନ୍ତ ତାଙ୍କୁ କୋମନା ବ୍ଲକ ଶିକ୍ଷା କାର୍ଯ୍ୟାଳୟରେ ରହିବାକୁ ନିର୍ଦ୍ଦେଶ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୫୧,୦୦୦ରୁ ଅଧିକ ଯୁବତୀଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି: ଆଗାମୀ ବର୍ଷଗୁଡ଼ିକରେ…

ନୂଆଦିଲ୍ଲୀ,୨୩।୫: ପ୍ରଧାନମନ୍ତ୍ରୀ ମୋଦି ୫୧,୦୦୦ରୁ ଅଧିକ ଯୁବକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୯ତମ ‘ରୋଜଗାର ମେଳା’ (ନିଯୁକ୍ତି ମେଳା)ରେ…

ରାତିରେ ତେଲ ଆସୁଛି କିନ୍ତୁ ସକାଳୁ ସରିଯାଉଛି: ବଡ଼ ବଡ଼ ବ୍ୟାରେଲରେ ବୋହି ନେଉଛନ୍ତି, ବିରୋଧ କରୁଛନ୍ତି…

ମୋହନା,୨୩।୬(ମନ୍ମଥ ମିଶ୍ର): ବଡ଼ବଡ଼ ବ୍ୟାରେଲରେ ପେଟ୍ରୋଲ ଡିଜେଲ ଦିଆଯିବା ନେଇ ସ୍ଥାନୀୟ ଲୋକଙ୍କ ବିରୋଧ ଦେଖୁବାକୁ ମିଳିଛି। ଗଜପତି ଜିଲା ମୋହନା ବ୍ଲକ ଲୁହାଗୁଡ଼ି ୩୨୬ ଜାତୀୟ…

ହରିଣ ଶିକାର କଲାବେଳେ ମାଡ଼ିବସିଲା ବନ ବିଭାଗ, ଶିକାରୀଙ୍କଠାରୁ ଫାଶ ସହ ଜବତ କଲା…

ମହାକାଳପଡ଼ା,୨୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ଶାସନପେଟା ଗ୍ରାମ ପାର୍ଶ୍ୱ ଜଙ୍ଗଲରୁ ଦୁଇ ଶିକାରୀ ହରିଣ ଶିକାର କରିଥିବାବେଳେ…

୭୦୧୫ ଚାଷୀଙ୍କ ଧାନବିକ୍ରି ଟୋକନ BLOCKED: ସମାଧାନ ନ ହେଲେ ବିଧାୟକ, ଏମ୍‌ପିଙ୍କ ଅଫିସ ଆଗରେ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ଦିନରେ ପହଞ୍ଚିଛି । ତେବେ ଧାନ ବିକ୍ରି ପାଇଁ ଆବେଦନ କରିଥିବା…

ପୋତାଗଡ଼ ଗଡଖାଇରୁ ଆହତ ହରିଣ ଉଦ୍ଧାର, ବନ ବିଭାଗକୁ ହସ୍ତାନ୍ତର କଲେ ସ୍ଥାନୀୟ ଯୁବକ

ଗଞ୍ଜାମ,୨୩।୫(ଅନାଥ ତରାଇ ): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ ନିକଟରୁ ଏକ ଅସହାୟ ହରିଣକୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପୋତାଗଡ଼…

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ…

ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ…

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri