କିଟ ବିନା ଜନଗଣନା କରୁଛନ୍ତି ଶିକ୍ଷକ: ପ୍ରଥମ ଡିଜିଟାଲ ଅଭିଯାନକୁ ଉପହାସ!

ଲୋଇସିଂହା,୧୭।୪(ସୁଶାନ୍ତ ବାରିକ): ସରକାରଙ୍କ ନିର୍ଦ୍ଦେଶକ୍ରମେ ପ୍ରଥମ ଡିଜିଟାଲ ଜନଗଣନା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ହେଲେ ବିନା ଉପକରଣରେ ଶିକ୍ଷକ ଜନଗଣନାକୁ ଓହ୍ଲାଇ ଥିବାରୁ ସାଧାରଣରେ ଚିନ୍ତା ବ୍ୟକ୍ତ ହେଉଛି। ଅଭିଯୋଗ ହେଉଛି, ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଓ ଲୋଇସିଂହା ବ୍ଲକର ଶିକ୍ଷକମାନେ କିଟ (ଡିଜିଟାଲ ସାଧନ) ବିନା ଜନଗଣନା କାମ କରିବାକୁ ବାଧ୍ୟ ହେଉଛନ୍ତି। ସରକାର ଏହାକୁ ଡିଜିଟାଲ ଜନଗଣନା ଭାବେ ପ୍ରଚାର କରିଥିବା ସତ୍ତ୍ୱେ, ଏପର୍ଯ୍ୟନ୍ତ ଅନେକ ଅଞ୍ଚଳକୁ ଆବଶ୍ୟକ କିଟ ଯୋଗାଣ ହୋଇନାହିଁ। ଫଳରେ ଶିକ୍ଷକମାନେ ପାରମ୍ପରିକ ପ୍ରଣାଳୀରେ ତଥ୍ୟ ସଂଗ୍ରହ କରୁଛନ୍ତି। ସାଧା କାଗଜରେ କାର୍ଯ୍ୟ କରାଯାଉଛି। ମାର୍କର ପେନଟିଏ ମଧ୍ୟ ଦିଆଯାଇନାହିଁ। କେବଳ ଏକ ପୁସ୍ତିକା ଦିଆଯାଇଛି। ଯାହା ଡିଜିଟାଲ ପ୍ରକ୍ରିୟାର ଲକ୍ଷ୍ୟକୁ ପ୍ରଶ୍ନରେ ପକାଉଛି।

ସ୍ଥାନୀୟ ଶିକ୍ଷକମାନଙ୍କ କହିବା ଅନୁଯାୟୀ, ଆମକୁ କିଟ ଦିଆଯାଇନି, ତଥାପି ଜନଗଣନା କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ମିଳିଛି। ଏହା ଫଳରେ କାମ ଧୀର ହେଉଛି ଓ ଅସୁବିଧା ବଢ଼ୁଛି।
ଏହି ପରିସ୍ଥିତିରେ ସରକାରଙ୍କ ଡିଜିଟାଲ ଉଦ୍ୟମ ଉପରେ ପ୍ରଶ୍ନ ଉଠୁଛି। ପ୍ରଥମେ ପ୍ରୟୋଜନୀୟ ସାଧନ ସୁବିଧା ଯୋଗାଇବାପରେ ଜନଗଣନା ଆରମ୍ଭ କରିବାକୁ ସାଧାରଣ ଲୋକ ଓ ଶିକ୍ଷକମାନେ ଦାବି କରିଛନ୍ତି। ସରକାର ଯଦି ଶୀଘ୍ର ଏହାକୁ ଗୁରୁତ୍ୱ ଦେଇ କିଟ ବିତରଣ ନ କରନ୍ତି ତେବେ ଡିଜିଟାଲ ଜନଗଣନାର ଲକ୍ଷ୍ୟ ପୂରଣ ହେବା କଷ୍ଟକର ହେବ ବୋଲି ମତ ପ୍ରକାଶ ପାଉଛି। ଏଥି ପାଇଁ ତହସିଲଦାର ଓ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଟ୍ରୋଲ କରାଯାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ରାଲିରେ ଟ୍ରମ୍ପ୍‌ଙ୍କ ବଡ଼ ଦାବି, ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ…

ଓ୍ବାଶିଂଟନ,୨୪ା୧୦: ଆମେରିକାରେ ମଧ୍ୟବର୍ତ୍ତିକାଳୀ ନିର୍ବାଚନ ପାଇଁ ପ୍ରଚାର ଜୋର୍‌ ଧରିଥିବା ବେଳେ ସେଥିରେ ଅପରେଶନ ସିନ୍ଦୂର ସ୍ଥାନ ପାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଉଚ୍ଚ ଟାରିଫ୍‌ ଧମକ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ

ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ଧର୍ମପରାୟଣ ଶିକ୍ଷକ ଏସ୍‌. ସୀମା ରେଡ୍ଡୀ ଆଉ ନାହାନ୍ତି: ଶୋକାକୁଳ ପରିବେଶରେ…

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଓଡ଼ାସିଙ୍ଗି ଗ୍ରାମର ଜଣାଶୁଣା ଧର୍ମପରାୟଣ ବ୍ୟକ୍ତିତ୍ୱ ତଥା ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ଏସ୍‌. ସୀମା…

ନଦୀରେ ଭାସୁଥିଲା ଅଖା, ଭିତରୁ ଯାହା ମିଳିଲା…

କାଲିମେଳା, ୨୪।୧୦ (ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଏମଭି-୬୪/୧୦ ଗ୍ରାମ ନିକଟସ୍ଥ ପଟେରୁ ନଦୀରୁ ଏକ ଗଳିତ ମୃତଦେହ ଶନିବାର ମିଳିଛି।…

ଦିଗପହଣ୍ଡିରେ କଲେଜ ନିର୍ବାଚନ ପରବର୍ତ୍ତୀ ହିଂସା ଓ ହତ୍ୟା ଉଦ୍ୟମ: ପୁଣି ୨ ଅଣଛାତ୍ର ଗିରଫ, ଜେଲ୍‌ ଗଲେ…

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଛାତ୍ର ନିର୍ବାଚନ ପରବର୍ତ୍ତୀ ହିଂସାକାଣ୍ଡ ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?