Posted inଜାତୀୟ

ଗୁରୁ ଦିବସ: ୭୫ ଶିକ୍ଷକଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୫।୯: ସେପ୍ଟେମ୍ବର ୫ ଗୁରୁ ଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶର ୭୫ ଜଣ ଶିକ୍ଷକଙ୍କୁ ମଙ୍ଗଳବାର ସମ୍ମାନୀତ କରିବେ।
ଶିକ୍ଷା ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ ସମାରୋହରେ ଏହି ପୁରସ୍କାର ପ୍ରଦାନ କରାଯିବ। ପୁରସ୍କାର ସ୍ବରୂପ ପ୍ରତି ଶିକ୍ଷକଙ୍କୁ ଏକ ମେରିଟ ସାର୍ଟିଫିକେଟ, ୫୦ ହଜାର ଟଙ୍କା ଓ ଏକ ସିଲଭର ମେଡାଲ ପ୍ରଦାନ କରାଯିବ। ଏହା ବ୍ୟତୀତ ପୁରସ୍କାର ପ୍ରାପ୍ତ ଶିକ୍ଷକମାନେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେବାର ସୁଯୋଗ ପାଇବେ।
ଚଳିତ ବର୍ଷ ୫୦ ସ୍କୁଲ ଶିକ୍ଷକ, ଉଚ୍ଚଶିକ୍ଷା ବିଭାଗରୁ ୧୩ ଶିକ୍ଷକ ଓ ମିନିଷ୍ଟ୍ରି ଅଫ ସ୍କିଲ ଡେଭଲପମେଣ୍ଟ ଆଣ୍ଡ ଏଣ୍ଟରପ୍ରିନ୍ବେରଶିପରୁ ୧୨ ଶିକ୍ଷକଙ୍କୁ ସମ୍ମାନୀତ କରାଯାଉଛି।
ସୂଚନାଯୋଗ୍ୟ, ପ୍ରତି ବର୍ଷ ସାରାଦେଶ ସେପ୍ଟେମ୍ବର ୫, ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିନକୁ ନ୍ୟାଶନାଲ ଟିଚର୍ସ ଡେ ଭାବେ ପାଳନ କରି ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?