ଅଧିକ ଯୌତୁକ ଦାବି କରି ସ୍ତ୍ରୀଙ୍କୁ ଘରୁ ତଡ଼ିଦେଲେ ଶିକ୍ଷକ ସ୍ବାମୀ

ବାସୁଦେବପୁର,୩ା୭(କାଳୀପଦ ରାୟ): ଅଧିକ ଯୌତୁକ ଦାବିରେ ସ୍ତ୍ରୀଙ୍କୁ ଘରୁ ତଡ଼ି ଦେଇଛନ୍ତି ସ୍ବାମୀ। ଏପରି ଘଟଣା ଘଟିଛି ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳ ଅଧୀନ ୨୧ ନମ୍ବର ଓ୍ବାର୍ଡର ଜଣେ ଶିକ୍ଷକ। କରଞ୍ଜଡ଼ିଆ ଗ୍ରାମର ବିଷ୍ଣୁପ୍ରିୟା ମଳିକଙ୍କୁ ୨୦୨୩ରେ ବିବାହ କରିଥିଲେ ଏହା ପରେ ଅଧିକ ଯୌତୁକ ଦାବି କରିବାରୁ ବିଷ୍ଣୁପ୍ରିୟା ଗତ ଦେଢ଼ ମାସ ହେଲା ବାପଘରେ ରହୁଥିଲେ। ତାଙ୍କ ସ୍ବାମୀ ଘରକୁ ନ ଆଣିବାରୁ ସେ ବୁଧବାରଠାରୁ ସ୍ବାମୀଙ୍କ ଘର ଆଗରେ ବସିଛନ୍ତି। ତାଙ୍କ ସ୍ବାମୀ ଘରେ ନ ଥିବା ବେଳେ ତାଙ୍କ ଶାଶୁ ଶଶୁର ଘରେ ପୂରାଇ ଦେଉ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର

ଖଜୁରୀପଡ଼ା,୭।୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...

ଏକ ପରିବେଶୀୟ ଆହ୍ୱାନ

ନିଭର୍ସିଟି ଅଫ ଶିକାଗୋର ଏନର୍ଜି ପଲିସି ଇନ୍‌ଷ୍ଟିଟ୍ୟୁଟ (ଏପିକ) ଦ୍ୱାରା ପ୍ରକାଶିତ ୨୦୨୫ ବାୟୁ ଗୁଣବତ୍ତା ଜୀବନ ସୂଚକାଙ୍କ (ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ବା...

ସୃଷ୍ଟିର ଚିରନ୍ତନ ଆଧାର

ନୁଷ୍ୟର ଉଚ୍ଚତର ଚେତନଶୀଳତା ତାକୁ ବାଧ୍ୟ କରିଛି ଏ ବିଶ୍ୱବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଉପରେ ପ୍ରଶ୍ନ ଉତ୍‌ଥାପନ କରିବା ପାଇଁ। ଏ ଜଗତର ସୃଷ୍ଟି କିପରି...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଭାଜନକାରୀ ରାଜନୀତି

ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା...

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri