ଶିକ୍ଷୟତ୍ରୀଶିକ୍ଷକ ପ୍ରସ୍ତୁତ କଲେ ଶିକ୍ଷଣ ସାମଗ୍ରୀ: ପୁରସ୍କୃତ କଲେ …

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ କୁଲିଆବନ୍ଧା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ମଶାନକୁଣ୍ଡା କ୍ଲଷ୍ଟରସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ଓ ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଯାଇଛି। ସାଧନ କେନ୍ଦ୍ର ସଂଯୋଜକ ମନୋଜ କୁମାର ବରିହାଙ୍କ ଅଧ୍ୟକ୍ଷତାରେ ପରିବେଶ ପ୍ରେମୀ ମନୋଜ ଡାଗା ମୁଖ୍ୟଅତିଥି, ହୀରାଲାଲ ପଟେଲ, ପ୍ରଧାନ ଶିକ୍ଷକ ସମୀର କୁମାର ବେହେରା, ସେତୁରାମ ଦଣ୍ଡସେନା, ମୋହନ ଦୋରା, ବାବୁଲାଲ ନାୟକ, ପ୍ରଫୁଲ୍ଲ ବାରିକ, ହେମଲାଲ ଦୀପ, ଡଙ୍ଗର ସିଂ ଶବର, ରୋହିତ ବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ଆବଶ୍ୟକତା ଓ ଛାତ୍ରୀଛାତ୍ରଙ୍କ ଶୈକ୍ଷିକ ଦକ୍ଷତା ବିକାଶ ପାଇଁ ଏହାର ଉପେଯାଗିତା ଉପରେ ମତ ରଖିଥିଲେ। ସାଧନ କର୍ମୀ ଗୁଣସାଗର ଭୋଇ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତିର ସହଜ କୌଶଳ ଉପରେ ମାର୍ଗଦର୍ଶନ କରିଥିଲେ। ଶିକ୍ଷୟତ୍ରୀଶିକ୍ଷକ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କରି ପ୍ରଦର୍ଶିତ କରିଥିଲେ। ଏଥିରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଶିକ୍ଷୟିତ୍ରୀଙ୍କୁ ମୁଖ୍ୟଅତିଥି ପୁରସ୍କୃତ କରିଥିଲେ। ବରିଷ୍ଠ ଶିକ୍ଷକ କିଶୋର କୁମାର ପରିଡା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri