ସଙ୍ଗରୋଧ କେନ୍ଦ୍ରରେ କାମକରିବା ପରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ କରାଯାଉ ସ୍ବାବ ଟେଷ୍ଟ: ଶେରଗଡ଼ ପ୍ରାଥମିକ ଶିକ୍ଷକ ସଂଘ

ଶେରଗଡ଼,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ରେ କରୋନା ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏ ନେଇ ଶିକ୍ଷକ ମାନଙ୍କୁ କ୍ୱାରାଣ୍ଟାଇନ କାର୍ଯ୍ୟରେ ନିୟୋଜିତ କରୁଛି ବ୍ଲକ ପ୍ରଶାସନ। ସେମାନେ ତାଙ୍କ ଜୀବନକୁ ବିପଦରେ ପକାଇ କାମ କରୁଛନ୍ତି। ମାତ୍ର ସରକାର ଏ ଦିଗରେ ଦୃଷ୍ଟି ଦେଉ ନ ଥିବା ଶିକ୍ଷକମାନେ ଅଭିଯୋଗ କରିଛନ୍ତି। ଏନେଇ ସେମାନେ ୪ଦଫା ସମ୍ଭଳିତ ଏକ ଦାବିପତ୍ର ଶୁକ୍ରବାର ସକାଳେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶେରଗଡ଼ ଗୋଷ୍ଠୀ ଶିକ୍ଷାଧିକାରୀ ଭାସ୍କର ଲେଙ୍କାଙ୍କୁ ପ୍ରଦାନ କରିଛନ୍ତି। ଉକ୍ତ ଦାବିପତ୍ରରେ ସଙ୍ଗରୋଧ କେନ୍ଦ୍ରରେ କାମ କରୁଥିବା ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ କରୋନା ଯୋଧ୍ୟା ଭାବେ ଘୋଷଣା, କରୋନା ସହାୟତା, ସଙ୍ଗରୋଧ କେନ୍ଦ୍ରରେ କାମକରିବା ପରେ ସେମାନଙ୍କ ସ୍ବାବ ଟେଷ୍ଟ, ଆଦି ଦାବି ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ଦିଗରେ ଦୃଷ୍ଟି ଦେବା ସହ ପଦକ୍ଷେପ ନେବାକୁ ଶେରଗଡ଼ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଦାବି କରାଯାଇଛି।ଏହି ପତ୍ରକୁ ତୁରନ୍ତ ପ୍ରେରଣ କରାଯିବ ବୋଲି ବିଇଓ ଲେଙ୍କା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡରେ ପଡିଗଲେ, ବ୍ୟାଗ ଯାଞ୍ଚ ବେଳେ ମିଳିଲା…

ବଲାଙ୍ଗୀର,୨୪।୩ (ସୁନିଲ କୁମାର ମହାନ୍ତି): ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୟୁପି ଓ ବିହାରର ୨ ମହିଳା ଓ ପୁରୁଷ ।…

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri