ଦାବି ନ ମାନିଲେ ମାଟ୍ରିକ୍‌ ଖାତା ମୂଲ୍ୟାୟନ କରିବୁ ନାହିଁ

ଭଦ୍ରକ,୧୧ା୩(ସନାତନ ରାଉତ): ୨୦୦୪ରୁ ୨୦୧୩ ମଧ୍ୟରେ ସରକାରୀ ଉଚ୍ଚ ବିଦ୍ୟାଳୟରେ ନିଯୁକ୍ତ ସମସ୍ତ ଶିକ୍ଷକଙ୍କୁ ୬ଟି ନ୍ୟାଶନାଲ ଇନ୍‌କ୍ରିମେଣ୍ଟ ସହ ୬ ବର୍ଷର ଚୁକ୍ତି ଅବଧିକୁ ନିୟମିତ ଚାକିରିରେ ଯୋଗ କରିବା, ମାଧ୍ୟମିକ ଶିକ୍ଷକଙ୍କ କ୍ୟାଡର ପୁନର୍ଗଠନ ଦାବି ଆସନ୍ତା ୧୩ ତାରିଖ ସୁଦ୍ଧା ପୂରଣ କରା ନ ଗଲେ ମାଟ୍ରିକ ଖାତା ମୂଲ୍ୟାୟନ ବର୍ଜନ କରିବେ। ଏଥିସହ ସମସ୍ତ କ୍ଷେତ୍ରରେ ଅସହଯୋଗ କରାଯିବ ବୋଲି ଓଡ଼ିଶା ସରକାରୀ ହାଇସ୍କୁଲ(ମାଧ୍ୟମିକ) ନୂତନ ପେନ୍‌ସନ ଯୋଜନାଭୁକ୍ତ (ଏନ୍‌ପିଏସ୍‌) ଶିକ୍ଷକ ସଂଘ ଚେତାବନୀ ଦେଇଛି।

ଏନେଇ ୨ ଦଫା ସମ୍ବଳିତ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସଂଘ ପକ୍ଷରୁ ସୋମବାର ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ଗଡ଼ନାୟକ ଓ ଜିଲା ଶିକ୍ଷାଧିକାରୀ ଅକ୍ରୂର ବାରିକ୍‌ଙ୍କୁ ପ୍ରଦାନ କରାଯାଇଛି। ସଂଘର ସଭାପତି ଜିତେନ୍ଦ୍ର କୁମାର ନାୟକ, ପ୍ରିୟଦର୍ଶୀ କୁଅଁର, ନିତ୍ୟାନନ୍ଦ ମଲ୍ଲିକ, ଗଦାଧର ନାୟକ, ବିଶ୍ୱରଞ୍ଜନ ଦାଶ, ଅମୂଲ୍ୟ ପ୍ରଧାନ, ଜଗବନ୍ଧୁ ବେହେରା, ରାଧାଶ୍ୟାମ ଦାଶ, ସେକ୍‌ ଏହେସାନ, ରାଧାମାଧବ ବାରିକ ପ୍ରମୁଖ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

“ଆଟ୍ ହୋମ୍” କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ ସେଠୀ

ଛତ୍ରପୁର,୧୩|୮(ଦିଲ୍ଲୀପ ସାମଲ / ଦ୍ଵାରିକା ପଟନାୟକ): ଆଗାମୀ ସ୍ୱାଧୀନତା ଦିବସ ଅବସରରେ ରାଜଭବନ ତଥା ଲୋକ ସେବା ଭବନରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର “ଆଟ୍ ହୋମ୍”…

ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ସହ ଲୁଟ୍, ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୩|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ କରିବା ସହ ୨୨୦୦…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri