ଭୁବନେଶ୍ୱର,୧୪।୫(ବ୍ୟୁରୋ): ବର୍ତ୍ତମାନ ସ୍କୁଲ୍କୁ ୭୦ ପ୍ରତିଶତ ଛାତ୍ରୀଛାତ୍ର ଆସୁଛନ୍ତି। ବାକି ୩୦ ପ୍ରତିଶତ ଛାତ୍ରୀଛାତ୍ର କୁଆଡେ ଗଲେ, ସେମାନଙ୍କୁ ସ୍କୁଲକୁ ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ନେଇ ଗଣଶିକ୍ଷା ବିଭାଗର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି । ଏହି ପରିପ୍ରେକ୍ଷୀରେ ଗଣଶିକ୍ଷା ସଚିବ ସବୁ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି।
ଯେଉଁଥିରେ ଉଲ୍ଲେଖ ରହିଛି ଯେ, ଜୁନିୟର ଶିକ୍ଷକ ଘରଘର ବୁଲି ପିଲାମାନେ କାହିଁକି ଆସୁନାହାନ୍ତି ତାହାର କାରଣ ଖୋଜିବେ। ଏହାସହ ମାଇକ୍ରୋ ଲେଭୁଲ ସର୍ଭେ କରିବେ। ଅଭିଭାବକମାନଙ୍କୁ ସରକାରୀ ଯୋଜନା ସମ୍ପର୍କରେ ଅବଗତ କରାଇବେ।
ବାଇକ୍ ଚାଳକ ସାବଧାନ, ଏବେ ହେଲମେଟ୍ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ
ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...
ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…
ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...
ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…
ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...
ଟି-୨୦ ବିଶ୍ୱକପରୁ ବାଦ୍ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…
ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...
ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...
BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’
ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍ର ପ୍ରଥମ ‘ପଥ ଉତ୍ସବ’...
ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ
ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ...
ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା
ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...
Archives


