ଜରାଜୀର୍ଣ୍ଣ ଘରେ ଶିକ୍ଷାଦାନ

ପବିତ୍ରନଗର,୧୯।୪(ଡି.ଏନ.ଏ)

ଅନୁଗୋଳ ଜିଲା କଣିହାଁ ବ୍ଲକ ବିରୁ ଗ୍ରାମର ସ୍କୁଲ ପ୍ରାଙ୍ଗଣରେ ଏକ ନୂତନ ଅଙ୍ଗନଓ୍ବାଡି କେନ୍ଦ୍ର ପ୍ରାୟ ୩ ବର୍ଷରୁ ଊଦ୍ଧର୍‌ବ ହେବ ନିର୍ମାଣ ସରିଛି। ଶିଶୁମାନଙ୍କ ନିମନ୍ତେ ସୁନ୍ଦର ଭାବେ ଚିତ୍ରଣ କରାଯିବା ସହିତ ପାଇଖାନା ଓ ପାଣି ଆଦି ସମସ୍ତ ସୁବିଧା ରଖାଯାଇଛି। କିନ୍ତୁ ଏଜାବତ ଏହା କାର୍ଯ୍ୟକ୍ଷମ କରା ନ ଯାଇ ପୁରୁଣା ଜରାଜୀର୍ଣ୍ଣ ଘରେ ପିଲାଙ୍କ ଶିକ୍ଷାଦାନ ଚାଲିବା ଅସନ୍ତୋଷର କାରଣ ହୋଇଛି।
ପ୍ରକାଶ ଯେ, ପୁରୁଣା ଅଙ୍ଗନଓ୍ବାଡି ଘର ଜରାଜୀର୍ଣ୍ଣ ହୋଇପଡ଼ିଥିବାରୁ ନୂତନ ଘର ନିମନ୍ତେ ସରକାର ଅନୁଦାନ ଦେବା ପରେ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ନିର୍ମାଣ କାର୍ଯ୍ୟ ଶେଷ ହେବାର ଇତିମଧ୍ୟରେ ୩ବର୍ଷ ବିତିଯାଇଛି। ହେଲେ ବ୍ଲକ ପ୍ରଶାସନର ଅବହେଳା ଯୋଗୁ ଏହି ନୂତନ ଘର ବିଭାଗକୁ ହସ୍ତାନ୍ତର ହୋଇପାରି ନାହିଁ। ଏପରି କି ନିର୍ମାଣ କାର୍ଯ୍ୟ କରିଥିବା ଠିକାଦାର ତାଙ୍କ ଫାଇନାଲ ବିଲ୍‌ ପାଇ ନ ଥିବାରୁ ଘର ହସ୍ତାନ୍ତର ହୋଇ ନ ଥିବା ସୂଚନା ମିଳିଛି। ବିଭାଗୀୟ ଅବହେଳାରୁ ଏଭଳି ଜନହିତକର ପ୍ରକଳ୍ପ କାମରେ ନ ଲାଗିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଛି। ତୁରନ୍ତ ନୂତନ ଅଙ୍ଗନଓ୍ବାଡି କେନ୍ଦ୍ରକୁ କାର୍ଯ୍ୟକ୍ଷମ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ କଣିହାଁ ବିଡିଓଙ୍କୁ ଯୋଗାଯୋଗ ହୋଇପାରି ନ ଥିବାରୁ ମତାମତ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ଯୁବକଙ୍କୁ ଅପହରଣ ପରେ ହତ୍ୟା: ତେଜିଲା ପ୍ରତିବାଦ, ବାଇକ୍‌ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ରାୟଗଡ଼ା,୯।୫: ରାୟଗଡ଼ାର ନିଖିଲ ହାଡ଼ିପାଙ୍କୁ ଅପହରଣ ପରେ ହତ୍ୟା ଘଟଣାକୁ ନେଇ ସହରରେ ଚାପା ଉତ୍ତେଜନା ଦେଖାଦେଇଛି। ହତ୍ୟା ପ୍ରତିବାଦରେ ସ୍ଥାନୀୟ ଲୋକେ ରାୟଗଡ଼ା ଥାନା ଆଗରେ…

ଅନ୍‌ଲାଇନ୍‌ ଟ୍ରେଡିଂ ନାମରେ ଠକେଇ, ଆନ୍ଧ୍ରରୁ ଗିରଫ ହେଲେ ମାଷ୍ଟରମାଇଣ୍ଡ୍‌

କୋରାପୁଟ,୧୧ା୫(ଅମିତାଭ ବେହେରା): ଅନ୍‌ଲାଇନ୍‌ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା ଘଟଣାରେ…

ଭବାନୀପାଟଣାରେ ବର୍ଷିଲେ ମୋକିମ, କହିଲେ ମୁଁ କୌଣସି ଗଡ଼କୁ ବିଶ୍ୱାସ କରେନି

ଭବାନୀପାଟଣା,୧୧ା୫(ଉତ୍ତମ ଦାଶ): କଳାହାଣ୍ଡିର ବିକାଶ ନାଁରେ ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ ସୋମବାର ଏକ ବିଶାଳ ସମାବେଶ ଆୟୋଜନ କରାଯାଇଛି। ଭବାନୀପାଟଣାରେ ଆୟୋଜିତ ଏହି ସମାବେଶରେ ପିସିସି…

ଅନ୍ୟ ଥାନା ଉପରେ ନିର୍ଭର କରୁଛି ପୁରୁଷୋତ୍ତମପୁର ପୋଲିସ: ମହିଳା-ଶିଶୁ ଡେକ୍ସରେ ପୁରୁଷ ଅଧିକାରୀ, ସମସ୍ୟା ଜଣାଇବାକୁ କୁଣ୍ଠିତ ପୀଡ଼ିତା

ପୁରୁଷୋତ୍ତମପୁର,୧୦।୫ (ସବିତା ମିଶ୍ର): ରାଜ୍ୟରେ ମହିଳା ଓ ଶିଶୁଙ୍କ ପ୍ରତି ବଢ଼ିଚାଲିଥିବା ନିର୍ଯାତନାକୁ ରୋକିବା ସହ ଅପରାଧୀଙ୍କୁ କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଗୃହ ବିଭାଗ…

ଆମ୍ବଝରନ ଫରେଷ୍ଟ ରିଜର୍ଭରେ ଝୁଲୁଛି ଅଜଣା ମୃତଦେହ

ବଲାଙ୍ଗୀର,୧୧।୫: ବଲାଙ୍ଗୀର ଆଗଲପୁର ଥାନା ଅନ୍ତର୍ଗତ ଆମୱଝରନ ରିଜର୍ବ ଫରେଷ୍ଟରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିଛି । ସୂଚନା ଅନୁଯାୟୀ, ଆମ୍ବଝରନ ରିର୍ଜବ ଫରେଷ୍ଟଠାରେ ଏକ…

କୋଟିଆରେ ଶେଷ ହୋଇଛି ଶତ ପ୍ରତିଶତ ଘରଗଣନା: ମନ୍ତ୍ରୀ

ଭୁବନେଶ୍ୱର,୧୧।୫: ରାଜ୍ୟରେ ଚାଲିଥିବା ଜନଗଣନାକୁ ନେଇ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଓଡ଼ିଶାରେ ୯୦ ପ୍ରତିଶତରୁ ଅଧିକ ଘରଗଣନା କାମ ଶେଷ ହୋଇଥିବା…

ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳକୁ ଲୋକଙ୍କ ଭରସା ନାହିଁ, ଆଲର୍ଟ କେନ୍ଦ୍ରରେ ବାଜୁନି ସାଇରନ

କେନ୍ଦ୍ରାପଡା,୧୧୦ା୫ (ଜଗନ୍ନାଥ ଧଳ): ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ବୋଲି ରାଜ୍ୟ ଓ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ବନ୍ୟା, ବାତ୍ୟା ସହ ସୁନାମି…

ମୋବାଇଲ୍‌ ଟାଓ୍ବାର ଉପରେ ଚଢ଼ିଗଲେ ଯୁବକ: ପରେ ଧମକ ଦେଇ ଯେଉଁ କାଣ୍ଡକଲେ…

କଲ୍ୟାଣସିଂହପୁର,୧୧।୫(ଦୀପକ କୁମାର ପରିଡା ): ମୋବାଇଲ ଟାୱାର ଉପରେ ଚଢି ମଦ୍ୟପ ଯୁବକଙ୍କ ଉନ୍ମତକାଣ୍ଡ। ଏଭଳି ଘଟଣା ଘଟିଛି ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସହରରେ । ମଦ୍ୟପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri