Posted inଖେଳ

ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ମିଳିଲା ନୂଆ ଅଧିନାୟକ, ଫେରିଲେ ଶାମି

ମୁମ୍ବାଇ, ୧୧ା୧: ଅପେକ୍ଷାର ଅନ୍ତ। ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ସିରିଜ ପାଇଁ ଶନିବାର ଭାରତୀୟ ଦଳ ଘୋଷଣା କରାଯାଇଛି। ବିସିସିଆଇର ଚୟନ କମିଟି ୧୪ ମାସ ପରେ ଭେଟେରାନ ଦ୍ରୁତ ବୋଲର୍‌ ମହମ୍ମଦ ଶାମି ଦଳରେ ସାମିଲ କରି ସମସ୍ତଙ୍କୁ ଚମକାଇଛନ୍ତି। ଗତ ୧ ବର୍ଷରୁ ଅଧିକ ସମୟ ଧରି ଦଳରୁ ବାହାରେ ଥିବା ଶାମି ଟି୨୦ କ୍ରିକେଟରେ ଦଳକୁ ଫେରିବେ। ତେବେ ସିରିଜ ଜାନୁଆରୀ ୨୨ରୁ କୋଲକାତାରେ ଆରମ୍ଭ ହେବ। ସୂର୍ଯ୍ୟକୁମାର ଯାଦବଙ୍କୁ ୧୫ ଜଣିଆ ଦଳର ଅଧିନାୟକ ଭାବେ ମନୋନୀତ କରାଯାଇଛି।

ଭାରତୀୟ ଦଳ: ସୂର୍ଯ୍ୟକୁମାର ଯାଦବ (ଅଧିନାୟକ), ସଞ୍ଜୁ ସାମ୍‌ସନ (ଉଇକେଟକିପର), ଅଭିଷେକ ଶର୍ମା, ତିଲକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା, ରିଙ୍କୁ ସିଂ, ନୀତିଶ କୁମାର ରେଡ୍ଡୀ, ଅକ୍ଷର ପଟେଲ (ଉପ ଅଧିନାୟକ), ହର୍ଷିତ ରାଣା, ଅର୍ଶଦୀପ ସିଂ, ମହମ୍ମଦ ଶାମି, ବରୁଣ ଚକ୍ରବର୍ତ୍ତୀ, ରବି ବିଷ୍ଣୋଇ, ଓ୍ବାଶିଂଟନ ସୁନ୍ଦର, ଧ୍ରୁବ ଜୁରେଲ (ଉଇକେଟକିପର)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଡେନ୍‌ ଗାର୍ଡେନରେ ଅଭିଷେକ ଶର୍ମା ଝଡ଼: ୭ ଉଇକେଟରେ ଜିତିଲା ଟିମ୍‌ ଇଣ୍ଡିଆ

କୋଲକାତା,୨୨।୧: ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌କୁ ଜିତି ନେଇଛି ଟିମ୍‌ ଇଣ୍ଡିଆ। ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ମାତ୍ର ୧୩୨ ରନ୍‌ରେ ଅଲଆଉଟ୍‌...

ଷଡଯନ୍ତ୍ର କରି କ୍ୟାରିୟର ଶେଷ କରିଦେଲେ, ଟିମ୍ ମ୍ୟାନେଜମେଣ୍ଟ ଉପରେ ଲାଗିଲା ବଡ଼ ଅଭିଯୋଗ

କୋଲକାତା,୨୨।୧: ଚାମ୍ପିୟନ୍ସ ଟ୍ରଫି ପାଇଁ ଭାରତୀୟ ଦଳର ଚୟନକୁ ନେଇ ଚର୍ଚ୍ଚା ଜାରି ରହିଥିଲା ବେଳେ ଲେଗ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ପ୍ରସଙ୍ଗ ଉଠାଇଛନ୍ତି ପୂର୍ବତନ...

ଇତିହାସ ରଚିଲେ ଅର୍ଶଦୀପ ସିଂ, ରେକର୍ଡ ଭାଙ୍ଗି ପାଲଟିଲେ ନମ୍ବର-୧ ବୋଲର୍‌…

କୋଲକାତା,୨୨।୧: ଟି-୨୦ କ୍ରିକେଟରେ ଇତିହାସ ରଚିଲେ ଭାରତର ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂ। କୋଲକାତାର ଇଡେନ ଗାର୍ଡେନ୍ସ ଷ୍ଟାଡିୟମରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା ଟି-୨୦...

ଅର୍ଶଦୀପ-ବରୁଣଙ୍କ ଚକ୍ରବ୍ୟୁହରେ ଫସିଗଲା ଇଂଲଣ୍ଡ, ଭାରତକୁ ମିଳିଲା ୧୩୩ ରନ୍‌ର ଟାର୍ଗେଟ

କୋଲକାତା,୨୨।୧: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମୁକାବିଲାରେ ଭାରତକୁ ୧୩୩ ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି। ଦଳ ପକ୍ଷରୁ ବରୁଣ...

IND vs ENG: ଟସ୍‌ ଜିତି ବୋଲିଂ କରୁଛି ଟିମ୍‌ ଇଣ୍ଡିଆ, କାହିଁକି ବାଦ୍‌ ପଡ଼ିଲେ ଶାମି?

କୋଲକାତା,୨୨।୧: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମୁକାବିଲା ବୁଧବାର ଖେଳାଯାଉଛି। କୋଲକାତାର ଇଡେନ୍‌ ଗାର୍ଡେନରେ ଖେଳାଯାଉଥିବା ଏହି...

ବିସିସିଆଇର ବଡ଼ ନିଷ୍ପତ୍ତି: ଟିମ୍‌ ଇଣ୍ଡିଆ ଜର୍ସିରେ ରହିବ ପାକିସ୍ତାନର ନାମ…

ନୂଆଦିଲ୍ଲୀ,୨୨।୧: ଫେବୃଆରୀ ୧୯ରୁ ଆରମ୍ଭ ହେବ ଚାମ୍ପିଅନ୍ସ ଟ୍ରଫି। ପାକିସ୍ତାନ ଆୟୋଜକ ଅଧୀନରେ ଖେଳାଯିବାକୁ ଥିବା ଏହି ଟୁର୍ନାମେଣ୍ଟ ହାଇବ୍ରିଡ ମଡେଲରେ ହେବ। ଏହାର ଅର୍ଥ...

ଭାରତୀୟ ଯବାନଙ୍କ ସହ ଫଟୋ ଉଠାଇବାକୁ ମନା କରିଦେଲେ ବିରାଟ କୋହଲି, Video ଦେଖି ରାଗିଗଲେ ପ୍ରଶଂସକ…

ନୂଆଦିଲ୍ଲୀ,୨୨।୧: କ୍ରିକେଟଜଗତରେ ବିରାଟ କୋହଲି ଏକ ବଡ଼ ନାମ। ହେଲେ ସେ ଏବେ ଏଭଳି କିଛି କାମ କରିଛନ୍ତି ଯାହାକୁ ନେଇ ସେ ବିବାଦରେ ଫସିଛନ୍ତି।...

‘ପାକିସ୍ତାନ କ୍ରିକେଟ ବୋର୍ଡ କଥାକୁ ମାନିବାକୁ ପଡ଼ିବ, ନ ମାନିଲେ…’ ବିସିସିଆଇକୁ କଡ଼ା ଚେତାବନୀ ଦେଲା ଆଇସିସି

ନୂଆଦିଲ୍ଲୀ,୨୨।୧: ପାକିସ୍ତାନ ଆୟୋଜକତ୍ୱରେ ଖେଳାଯିବାକୁ ଥିବା ଚାମ୍ପିୟନ୍ସ ଟ୍ରଫିକୁ ନେଇ ବିବାଦ ଶେଷ ହେବାର ନାଁ ନେଉନାହିଁ। ଟୁର୍ନାମେଣ୍ଟଟି ହାଇବ୍ରିଡ ମଡେଲରେ ଅନୁଷ୍ଠିତ ହେବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri