Posted inଖେଳ

ଇତିହାସ ରଚିଲା ଭାରତ

ସେଞ୍ଚୁରିୟନ୍‌,୩୦।୧୨:ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟରେ ଗୁରୁବାର ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ୧୧୩ ରନ୍‌ରେ ପରାସ୍ତ କରିଛି। ଓପନର୍‌ କେ.ଏଲ ରାହୁଲଙ୍କ ଏକ ଶତକ ଯୋଗୁ ଭାରତ ପ୍ରଥମ ଇନିଂସରେ ୩୨୭ ରନ ସ୍କୋର କରିବା ପରେ ୧୯୭ ରନରେ ଆୟୋଜକଙ୍କ ଅଲଆଉଟ୍‌ କରିଥିଲା। ଏହା ପରେ ସେ ଦ୍ୱିତୀୟ ଇନିଂସରେ ୧୭୪ ରନ ସ୍କୋର କରି ଦକ୍ଷିଣ ଆଫ୍ରିକାକୁ ୩୦୫ ରନର ଲକ୍ଷ୍ୟ ଦେଇଥିଲେ। ଟାର୍ଗେଟକୁ ପିଛା କରି ଦକ୍ଷିଣ ଆଫ୍ରିକା ଦଳ କେବଳ ୧୯୧ ରନ ସ୍କୋର କରିପାରିଥିଲା। ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ମଧ୍ୟ ଭାରତ ୧-୦ରେ ଅଗ୍ରଣୀ ହାସଲ କରିଛି।
ଏହି ବିଜୟ ସହିତ ଭାରତୀୟ କ୍ରିକେଟ ଦଳ ଇତିହାସ ସୃଷ୍ଟି କରିଛି। ସେଞ୍ଚୁରିୟନର ସୁପରପୋର୍ଟ ପାର୍କରେ ଟେଷ୍ଟ ଜିତିଥିବା ପ୍ରଥମ ଏସୀୟ ଦଳ ମଧ୍ୟ ହୋଇଛି।ଏହାପୂର୍ବରୁ ଭାରତ ଏହି ଗ୍ରାଉଣ୍ଡରେ ୨ଟି ଟେଷ୍ଟ ମ୍ୟାଚ ଖେଳିଥିଲା କିନ୍ତୁ ତାଙ୍କୁ ଉଭୟରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ସେଞ୍ଚୁରିୟନରେ ଏପର୍ଯ୍ୟନ୍ତ କେବଳ ଇଂଲଣ୍ଡ (୨୦୦୦ ଏବଂ ୨୦୧୬) ଏବଂ ଅଷ୍ଟ୍ରେଲିଆ (୨୦୧୪) ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଦଳକୁ ପରାସ୍ତ କରିବାରେ ସକ୍ଷମ ହୋଇଛନ୍ତି।
ଦୁନିଆର ନଅ ବିଦେଶୀ ଦଳ ସେଞ୍ଚୁରିୟନରେ ଅତି କମରେ ଗୋଟିଏ ଟେଷ୍ଟ ମ୍ୟାଚ ଖେଳିଥିଲେ କିନ୍ତୁ ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ବ୍ୟତୀତ କେହି ଏଠାରେ ବିଜୟ ହାସଲ କରିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri