Posted inଖେଳ

୨୦୦ ଛୁଇଁ ପାରିଲାନି ଟିମ୍‌ ଇଣ୍ଡିଆ

ଓଭାଲ,୨।୯: ଇଂଲଣ୍ଡ ବିପକ୍ଷରେ ଏଠାରେ ଗୁରୁବାର ଠାରୁ ଆରମ୍ଭ ହୋଇଥିବା ଚତୁର୍ଥ ଟେଷ୍ଟର ପ୍ରଥମ ଇନିଂସରେ ଭାରତ ୧୯୧ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ପୂର୍ବ ମ୍ୟାଚ୍‌ ଭଳି ଏଥର ମଧ୍ୟ ପୂରା ଫେଲ୍‌ ମାରିଥିଲା ଟପ୍‌ ଅର୍ଡର। କେବଳ ଅଧିନାୟକ ବିରାଟ କୋହଲି(୫୦) ଖେଳିଥିଲେ ଅର୍ଦ୍ଧଶତକୀୟ ଇନିଂସ। ଗୋଟିଏ ପରେ ଗୋଟିଏ ଉଇକେଟ ଯେଉଁ ଭଳି ପଡ଼ୁଥିଲା ଲାଗୁଥିଲା ଟିମ୍‌ ଇଣ୍ଡିଆ ୧୫୦ ଅତିକ୍ରମ କରିପାରିବ ନାହିଁ। ଦଳ ଏକଦା ୧୨୭ ରନ୍‌ ମଧ୍ୟରେ ୭ ଉଇକେଟ ହରାଇ ସାରିଥିଲା। କିନ୍ତୁ ଶାର୍ଦ୍ଦୁଳ ଠାକୁରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଯୋଗୁ ୧୯୧ ରନ୍‌ କରିବାକୁ ସକ୍ଷମ ହୋଇଥିଲା ଟିମ୍‌ ଇଣ୍ଡିଆ। ଶାର୍ଦ୍ଦୁଳ ୩୬ ବଲର ସମ୍ମୁଖୀନ ହୋଇ ୧୫୮ ଷ୍ଟ୍ରାଇକରେଟ୍‌ରେ ଖେଳିଥିଲେ ୫୭ ରନ୍‌ର ଇନିଂସ। ତାଙ୍କ ପାଳିରେ ସାମିଲ ଥିବା ୭ ଚୌକା ଓ ୩ ଛକା। ବୋଲିଂରେ କ୍ରିସ ଓ୍ବକ୍ସ ୪ ଓ ଓଲି ରବିନସନ ୩ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri