Posted inଖେଳ

ଜୋରିମନା ଦେବ ଭାରତ

ପୋର୍ଟ ଅଫ୍‌ ସ୍ପେନ୍‌,୨୫।୭: ରେକର୍ଡ ୩୧୨ ରନ୍‌ର ଟାର୍ଗେଟକୁ ଚେଜ କରି ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆ ସହ ସିରିଜ କବଜା କରିଛି ଟିମ ଇଣ୍ଡିଆ। ବରିଷ୍ଠ ଖେଳାଳିଙ୍କ ଅନୁପସ୍ଥିତିରେ ଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ଖେଳୁଥିବା ଭାରତ ଗୋଟିଏ ମ୍ୟାଚ ପୂର୍ବରୁ ହିଁ ଶୃଙ୍ଖଳା ହାତେଇ ନେଇଛି। ପ୍ରଥମ ମ୍ୟାଚ୍‌କୁ ୩ ରନରେ ଜିତିଥିବା ଭାରତ ଦ୍ୱିତୀୟ ଦିନିକିଆକୁ ୨ ବଲ ପୂର୍ବରୁ ୨ ଉଇକେଟରେ ଜିତି ନେଇଛି। ତେବେ ସିରିଜ୍‌ ବିଜୟ ପରେ ଭାରତୀୟ ଦଳକୁ ଝଟ୍‌କା ଲାଗିଛି। ପ୍ରଥମ ଦିନିକିଆରେ ମନ୍ଥର ଓଭର ହାର ପାଇଁ ଆଇସିସି ଭାରତୀୟ କ୍ରିକେଟ ଦଳକୁ ୨୦ ପ୍ରତିଶତ ମ୍ୟାଚ ଫି’ ଜୋରିମନା କରିଛି। ଅଧିନାୟକ ଶିଖର ଧାୱନ ଏହି ଭୁଲକୁ ଗ୍ରହଣ କରିଛନ୍ତି ଏବଂ ପ୍ରସ୍ତାବିତ ଦଣ୍ଡକୁ ମଧ୍ୟ ଗ୍ରହଣ କରିଛନ୍ତି।
ପ୍ରଥମ ଦିନିକିଆରେ ପ୍ରଥମେ ବ୍ୟାଟିଂ କରି ଶିଖର ଧାୱନଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ୫୦ ଓଭରରେ ୩୦୮/୭ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ୱେଷ୍ଟଇଣ୍ଡିଜ ୫୦ ଓଭରରେ ୬ ଉଇକେଟ ହରାଇ ୩୦୫ ରନ ସଂଗ୍ରହ କରିଥିଲା। ଭ୍ରମଣକାରୀ ଦଳ ପାଇଁ ଶ୍ରେୟସ ଆୟାର ଏବଂ ଶୁବମାନ ଗିଲ ଅର୍ଦ୍ଧଶତକ ହାସଲ କରିଥିଲେ। ଏଥିସହିତ ଅଧିନାୟକ ଧାୱନ ୯୭ ରନର ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ମାସିକ ୧୮ ହଜାର ଦରମାରେ କୋଟିପତି ହେବାକୁ ଚାହୁଁଛନ୍ତି କି? ୨୬ ବର୍ଷୀୟ ଯୁବକଙ୍କ କମାଲକୁ ନେଇ ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଦୃଢ଼ ଇଚ୍ଛାଶକ୍ତି, ନୂଆ କୌଶଳ ଶିଖିବାର ଆଗ୍ରହ ଏବଂ ନିୟମିତ ସଞ୍ଚୟ-ନିବେଶର ଅଭ୍ୟାସ ଜଣେ ଯୁବକଙ୍କ ଜୀବନକୁ କିପରି ବଦଳାଇପାରେ, ତାହାର ଉଦାହରଣ ହେଉଛନ୍ତି ମଧ୍ୟପ୍ରଦେଶ…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

Amitabh Bachchan Networth: କେତେ ଧନୀ ବିଗ ବି, ଗୋଟିଏ ବର୍ଷରେ ଆୟର ପରିମାଣ ଜାଣିଲେ…

ମୁମ୍ବାଇ: ବଲିଉଡର ମେଗାଷ୍ଟାର୍‌ ଅମିତାଭ ବଚ୍ଚନ ଅକ୍ଟୋବର ୧୧ ରେ ନିଜର ୮୪ତମ ଜନ୍ମଦିନ ପାଳନ କରୁଛନ୍ତି। ପାଞ୍ଚ ଦଶନ୍ଧିରୁ ଅଧିକ ସମୟ ଧରି ଚଳଚ୍ଚିତ୍ର ଜଗତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?