Posted inଖେଳ

ଭାରତର ଏହି ଷ୍ଟାର କ୍ରିକେଟରଙ୍କ WhatsApp ଆକାଉଣ୍ଟ ହ୍ୟାକ୍‌, କଲେ ଏଭଳି ଅପିଲ୍‌…

ନୂଆଦିଲ୍ଲୀ,୧୯।୨: ଟିମ ଇଣ୍ଡିଆର ପୂର୍ବତନ ଖେଳାଳି ମହମ୍ମଦ କୈଫ ବଡ଼ ଅଡ଼ୁଆରେ ଫସି ଯାଇଛନ୍ତି। ତାଙ୍କର WhatsApp ଆକାଉଣ୍ଟ ହ୍ୟାକ୍‌ ହୋଇଯାଇଛି। ସେ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରି ପ୍ରଶଂସକମାନଙ୍କୁ ଏହି ସୂଚନା ଦେଇଛନ୍ତି। ଏହା ବ୍ୟତୀତ ସେ ଏକ ଅପିଲ ମଧ୍ୟ କରିଛନ୍ତି।

ମହମ୍ମଦ କୈଫ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରି ଲେଖିଛନ୍ତି, ’ନମସ୍କାର, ମୋର WhatsApp ହ୍ୟାକ୍‌ ହୋଇଯାଇଛି।’ ଆପଣଙ୍କୁ ଅନୁରୋଧ କରୁଛି ଯେ କୌଣସି ଗୁରୁତ୍ୱପୂର୍ଣ୍ଣ ସୂଚନା ଶେୟାର କରନ୍ତୁ ନାହିଁ ଏବଂ କାହାକୁ ବିଶ୍ୱାସ କରନ୍ତୁ ନାହିଁ। ମୋ WhatsApp ରୁ ଭୁଲ ସୂଚନା ଯାଉଛି। ଧନ୍ୟବାଦ।’

 

View this post on Instagram

 

A post shared by Mohammad Kaif (@mohammadkaif87)

କହିରଖୁଛୁ,ପ୍ରତିଦିନ କୋଟି କୋଟି ବ୍ୟବହାରକାରୀ ଏହି ଆପ୍‌ରେ ସକ୍ରିୟ ରହୁଛନ୍ତି। ଏହି କାରଣରୁ ହ୍ୟାକର୍ସମାନେ ଏହି ଆପକୁ ନିଜର ନୂଆ ଠିକଣା କରିନେଇଛନ୍ତି। ତେବେ ଏହା ପ୍ରଥମ ଥର ନୁହେଁ, ଏହା ପୂର୍ବରୁ ମଧ୍ୟ ଅନେକ ବଡ଼ ଖେଳାଳିଙ୍କୁ ଏପରି ସମସ୍ୟାର ସମ୍ମୁଖୀନ ହେବାକୁ ପଡିଛି। କିନ୍ତୁ ଏଥର ମହମ୍ମଦ କୈଫ ଅସୁବିଧାରେ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?