Posted inଖେଳ

ଶୂନରେ ଅଟିକିଛି ଟିମ୍‌ ଇଣ୍ଡିଆ

ଦୁବାଇ,୩୧।୧୦: ଚଳିତ ଟି୨୦ ବିଶ୍ୱକପ୍‌ରେ ଆଉ ଏକ ବୃହତ୍‌ ପରାଜୟର ସମ୍ମୁଖୀନ ହୋଇଛି ଟିମ୍‌ ଇଣ୍ଡିଆ। ପାକିସ୍ତାନ ଠାରୁ ୧୦ ଉଇକେଟରେ ପରାସ୍ତ ଥିବା ଭାରତୀୟ ଦଳକୁ ୩୩ ବଲ ପୂର୍ବରୁ ୮ ଉଇକେଟରେ ହରାଇ ଦେଇଛି ନ୍ୟୁଜିଲାଣ୍ଡ। ଫଳରେ ଏପର୍ଯ୍ୟନ୍ତ ଦୁଇଟି ମ୍ୟାଚ୍‌ ଖେଳିଥିବା ବିରାଟ କୋହଲିଙ୍କ ଦଳ ପଏଣ୍ଟ ତାଲିକାରେ ଖାତା ଖୋଲି ପାରି ନାହିଁ। ପ୍ରଥମ ଦୁଇ ମ୍ୟାଚ୍‌ରେ ଏଭଳି ଫଳାଫଳ ଯୋଗୁ ଭାରତୀୟ ଦଳର ସେମିଫାଇନାଲ ଆଶା ପ୍ରାୟତଃ ଶେଷ ହୋଇଛି।

ଟସ୍‌ ଜିତିବା ସହ ଭାରତଠାରୁ ଢ଼େର ଆଗକୁ ଚାଲି ଯାଇଥିଲା ନ୍ୟୁଜିଲାଣ୍ଡ। ଦଳର ବୋଲରମାନେ ଭାରତୀୟ ବ୍ୟାଟରଙ୍କୁ ରନ୍‌ କରିବାକୁ ସୁଯୋଗ ଦେଇ ନ ଥିଲେ। ଟ୍ରେଣ୍ଟ ବୋଲ୍ଟ ୩ ଓ ଇଶ ସୋଢି ୨ ଉଇକେଟ ନେଇଥିଲେ। ଏହାଠାରୁ ବଡ଼ କଥା ହେଲା ପକାଇଥିଲେ ୫୪ ଡଟ୍‌ ବଲ। ଭାରତୀୟ ଦଳ ୨୦ ଓଭରରେ ୭ ଉଇକେଟ ହରାଇ ମାତ୍ର ୧୧୦ ରନ୍‌ କରିପାରିଥିଲା। ପୂରା ଇନିଂସରେ ଭାରତୀୟ ବ୍ୟାଟରମାନେ କେବଳ ୨ ଛକା ଓ ୮ ଛକା ଲଗାଇଥିଲେ।

ବୋଲିଂରେ ଭାରତୀୟ ଦଳ ପାଇଁ କେବଳ ଯଶପ୍ରୀତ ବୁମରା (୨ ଉଇକେଟ)ଙ୍କୁଚ ଛାଡ଼ି ଦେଲେ ଅନ୍ୟ କେହି ସଫଳ ହୋଇ ନ ଥିଲେ। ଫଳରେ ୧୪.୩ ଓଭରରେ ୨ ଉଇକେଟ କ୍ଷତିରେ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା ନ୍ୟୁଜିଲାଣ୍ଡ। ଟି୨୦ ବିଶ୍ୱକପ୍‌ ଇତିହାସରେ ଏହା ନ୍ୟୁଜିଲାଣ୍ଡର ୬ଷ୍ଠ ବିଜୟ।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?