Posted inଖେଳ

ଟେଷ୍ଟ ପରେ ହାତରୁ ଗଲା ଦିନିକିଆ, ୭ ଉଇକେଟରେ ଦ୍ୱିତୀୟ ମ୍ୟାଚ୍‌କୁ ଜିତିଲା ଦକ୍ଷିଣ ଆଫ୍ରିକା

ପାର୍ଲ, ୨୧।୧: ଟିମ୍‌ ଇଣ୍ଡିଆ ପାଇଁ ଦକ୍ଷିଣ ଆଫ୍ରିକା ଗସ୍ତ ଲଜ୍ଜାଜନକ ସାବ୍ୟସ୍ତ ହୋଇଛି। ଟେଷ୍ଟ ସିରିଜ୍‌ ପରେ ଏବେ ଦିନିକିଆ ସିରିଜ୍‌ ଭାରତ ହାତରୁ ଖସିଛି। ଶୁକ୍ରବାର ଖେଳାଯାଇଥିବା ଦ୍ୱିତୀୟ ଦିନିକିଆରେ ପରାଜିତ ହେବା ପରେ ଦକ୍ଷିଣ ଆଫ୍ରିକା ସିରିଜ୍‌ରେ ୨-୦ରେ ଆଗୁଆ ହୋଇଛି। ଏଣୁ ଶେଷ ଦିନିକିଆର ଫଳାଫଳ ଆଉ ଫରକ ପକାଇବ ନାହିଁ।

ଭାରତ ପ୍ରଥମେ ବ୍ୟାଟିଂ କରି ୫୦ ଓଭରରେ ୬ ଉଇକେଟ ହରାଇ ୨୮୭ ରନ୍‌ କରିଥିଲା। ଜବାବରେ ୪୮.୧ ଓଭରରେ ଘରୋଇ ଟିମ୍‌ ୩ ଉଇକେଟ ହରାଇ ଲକ୍ଷ୍ୟ ହାସଲ କରିନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଭଗ୍ନାବଶେଷ ଭିତରୁ ୭ ଦିନ ପରେ ଜୀବନ୍ତ ଉଦ୍ଧାର ହେଲେ ବ୍ୟକ୍ତି: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

କାରକାସ୍‌,୩।୭: ଭେନେଜୁଏଲାରେ ଦୁଇଟି ଭୂକମ୍ପ ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ ବଞ୍ଚିବାର ଏକ ଉଲ୍ଲେଖନୀୟ କାହାଣୀ ସାମ୍ନାକୁ ଆସିଛି। ପ୍ରାୟ ୭ ଦିନ ଧରି ଏକ ଶପିଂ…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୩ା୭ (ସୌମ୍ୟରଞ୍ଜନ ରାଉତ):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି…

ନାସାର ଘୋଷଣା, ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩।୭: ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri