Posted inଖେଳ

ବଡ଼ ରେକର୍ଡ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୨।୧୨: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ଦିନିକିଆ ସିରିଜରେ ଭାରତ ଦ୍ୱିତୀୟ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଦକ୍ଷିଣ ଆଫ୍ରିକାରେ ଏକଦିବସୀୟ ସିରିଜ ଜିତିଥିବା ବିରାଟ କୋହଲିଙ୍କ ପରେ କେଏଲ ରାହୁଲ ଦ୍ୱିତୀୟ ଅଧିନାୟକ ହୋଇଛନ୍ତି। ଭାରତ ପାରାଲରେ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜର ତୃତୀୟ ତଥା ଶେଷ ଦିନିକିଆ ୭୮ରେ ବିଜୟ ହାସଲ କରି ସିରିଜ ହାତେଇଛି।
ଏହି ମ୍ୟାଚର ବିଜୟ ସହିତ ଟିମ ଇଣ୍ଡିଆର ସମସ୍ତ ଦିନିକିଆ ମ୍ୟାଚ ୨୦୨୩ରେ ଶେଷ ହୋଇଥିଲା ଏବଂ ଚଳିତ ବର୍ଷ ଟିମ ଇଣ୍ଡିଆ ମଧ୍ୟ ଦିନିକିଆ ଫର୍ମାଟରେ ଏକ ରେକର୍ଡ ସୃଷ୍ଟି କରିଛି। ଭାରତୀୟ ଦଳ ଚଳିତ ବର୍ଷ ମୋଟ ୨୭ଟି ଦିନିକିଆ ମ୍ୟାଚ ଜିତିଛି। ଏହା ସହିତ ଟିମ ଇଣ୍ଡିଆ ଏକ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଦିନିକିଆ ମ୍ୟାଚ ଜିତିବାରେ ଦ୍ୱିତୀୟ ଦଳ ହୋଇପାରିଛି।

ଗୋଟିଏ ବର୍ଷରେ ସର୍ବାଧିକ ମ୍ୟାଚ୍‌ ଜିତିଥିବା ଦଳ
ଅଷ୍ଟ୍ରେଲିଆ – ୨୦୦୩- ୩୦ ଦିନିକିଆ ବିଜୟ
ଭାରତ – ୨୦୨୩ – ଦିନିକିଆ ମ୍ୟାଚରେ ୨୭ଟି ବିଜୟ
ଅଷ୍ଟ୍ରେଲିଆ – ୧୯୯୯ – ୨୬ ଦିନିକିଆ ବିଜୟ
ଦକ୍ଷିଣ ଆଫ୍ରିକା – ୧୯୯୬ – ୨୫ ଦିନିକିଆ ବିଜୟ


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ହେବାକୁ ଥିବା ସ୍ବତନ୍ତ୍ର ଅଲମ୍ପିକ୍ସ ସାଇକେଲିଂ ରେସରେ ଭାଗନେବେ ରାମ ବରିହା, ଅର୍ଥ ବାଧକ ସାଜିଥିବାରୁ…

ବଲାଙ୍ଗୀର, ୫।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଇଁନ୍ତଳାସ୍ଥିତ ସ୍ବତନ୍ତ୍ର ଭିନ୍ନକ୍ଷମ ଆବାସିକ ବିଦ୍ୟାଳୟର ବୌଦ୍ଧିକ ଭିନ୍ନକ୍ଷମ ଛାତ୍ର ରାମ ବରିହା ବିଶ୍ୱସ୍ତରୀୟ ସ୍ବତନ୍ତ୍ର...

ଜିଲାର ବିଭିନ୍ନ ସମସ୍ୟା ନେଇ ମୁଖ୍ୟ ଶାସନସଚିବଙ୍କୁ ଭେଟିଲେ ବିଧାୟକ

ଗଜପତି,୫।୧(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ବିଧାୟକ ରୂପେଶ ପାଣିଗ୍ରାହୀ ସୋମବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଅନୁଗର୍ଗଙ୍କୁ ସାକ୍ଷାତ କରି ମୁଖ୍ୟଶାସନ...

ଏମିତି ଗାଁ, ଯେଉଁଠି କେବଳ ଜନ୍ମ ହୁଅନ୍ତି ଯାଆଁଳା ପିଲା

ବିଶ୍ୱର ଅନ୍ୟାନ୍ୟ ଦେଶ ପରି ଭାରତରେ ମଧ୍ୟ ଅନେକ ରହସ୍ୟମୟ ସ୍ଥାନ ଅଛି। ଏଥିମଧ୍ୟରୁ କେରଳର ଏକ ଛୋଟ ଗାଁ କୋଡିନିହି ରହିଛି। ଏହି ଗାଁରେ...

ଚନ୍ଦ୍ରଶେଖର ରାଓଙ୍କ ଝିଅ କବିତାଙ୍କ ବଡ଼ ଘୋଷଣା, କହିଲେ ମୁଁ ମୋର ନିଜସ୍ୱ ଦଳ…

ନୂଆଦିଲ୍ଲୀ,୫।୧: ଭାରତ ରାଷ୍ଟ୍ର ସମିତିର ସଭାପତି କେ. ଚନ୍ଦ୍ରଶେଖର ରାଓଙ୍କ ଝିଅ ଏବଂ ତେଲେଙ୍ଗାନାର ଏମ୍ଏଲସି କବିତା ଆଜି ତେଲେଙ୍ଗାନା ବିଧାନ ପରିଷଦରେ ଏକ ଅତ୍ୟନ୍ତ...

ଟି-୨୦ ବିଶ୍ୱକପ ପରେ ଏହି ୫ ଖେଳାଳି କରିବେ ଅବସର ଘୋଷଣା! ଲିଷ୍ଟରେ ଅଛନ୍ତି ଭାରତର ଏହି ଖେଳାଳି

ନୂଆଦିଲ୍ଲୀ,୫।୧: ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା ଆୟୋଜିତ ଆଗାମୀ ଟି-୨୦ ବିଶ୍ୱକପ ୨୦୨୬ ଫେବୃଆରୀ ୭ ତାରିଖରେ ଆରମ୍ଭ ହେଉଛି। ଏହି ୨୦ ଦଳର ଟୁର୍ନାମେଣ୍ଟ...

କର୍ମଚାରୀ-ମିଲର ଅସାଧୁ ମେଣ୍ଟ, ଚାଷୀଙ୍କୁ ଶୋଷଣ ଅଭିଯୋଗରେ…

ଭଞ୍ଜନଗର,୫ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ବିଭିନ୍ନ ଧାନମଣ୍ଡିରେ ଚାଷୀମାନେ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେଣୁ ବିଭିନ୍ନ ସଂଗଠନ ପକ୍ଷରୁ ସୋମବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର...

ଜନଜାତି ସମ୍ମେଳନ: ପାରମ୍ପରିକ ବାଦ୍ୟଯନ୍ତ୍ରରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡ଼ି,୫ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଜାଗୃତି କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ୨ ଦିନିଆ ଜନଜାତି ସମ୍ମେଳନ ଆରମ୍ଭ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ...

ପ୍ରେମ ସମ୍ପର୍କକୁ ନେଇ ଗାଁରେ ଗୁଳିମାଡ଼ କଲେ ପ୍ରେମିକ, ଫେରାର ହୋଇଯିବା ବେଳେ ଗୋଡ଼ାଇ ଗୋଡ଼ାଇ…

ମୋହନା୫ା୧( ମନ୍ମଥ ମିଶ୍ର ): ପ୍ରେମ ସମ୍ପର୍କକୁ ନେଇ ଯୁବକକୁ ଗୁଳିମାଡ଼ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri