Posted inଖେଳ

ବଡ଼ ରେକର୍ଡ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୨।୧୨: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ଦିନିକିଆ ସିରିଜରେ ଭାରତ ଦ୍ୱିତୀୟ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଦକ୍ଷିଣ ଆଫ୍ରିକାରେ ଏକଦିବସୀୟ ସିରିଜ ଜିତିଥିବା ବିରାଟ କୋହଲିଙ୍କ ପରେ କେଏଲ ରାହୁଲ ଦ୍ୱିତୀୟ ଅଧିନାୟକ ହୋଇଛନ୍ତି। ଭାରତ ପାରାଲରେ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜର ତୃତୀୟ ତଥା ଶେଷ ଦିନିକିଆ ୭୮ରେ ବିଜୟ ହାସଲ କରି ସିରିଜ ହାତେଇଛି।
ଏହି ମ୍ୟାଚର ବିଜୟ ସହିତ ଟିମ ଇଣ୍ଡିଆର ସମସ୍ତ ଦିନିକିଆ ମ୍ୟାଚ ୨୦୨୩ରେ ଶେଷ ହୋଇଥିଲା ଏବଂ ଚଳିତ ବର୍ଷ ଟିମ ଇଣ୍ଡିଆ ମଧ୍ୟ ଦିନିକିଆ ଫର୍ମାଟରେ ଏକ ରେକର୍ଡ ସୃଷ୍ଟି କରିଛି। ଭାରତୀୟ ଦଳ ଚଳିତ ବର୍ଷ ମୋଟ ୨୭ଟି ଦିନିକିଆ ମ୍ୟାଚ ଜିତିଛି। ଏହା ସହିତ ଟିମ ଇଣ୍ଡିଆ ଏକ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଦିନିକିଆ ମ୍ୟାଚ ଜିତିବାରେ ଦ୍ୱିତୀୟ ଦଳ ହୋଇପାରିଛି।

ଗୋଟିଏ ବର୍ଷରେ ସର୍ବାଧିକ ମ୍ୟାଚ୍‌ ଜିତିଥିବା ଦଳ
ଅଷ୍ଟ୍ରେଲିଆ – ୨୦୦୩- ୩୦ ଦିନିକିଆ ବିଜୟ
ଭାରତ – ୨୦୨୩ – ଦିନିକିଆ ମ୍ୟାଚରେ ୨୭ଟି ବିଜୟ
ଅଷ୍ଟ୍ରେଲିଆ – ୧୯୯୯ – ୨୬ ଦିନିକିଆ ବିଜୟ
ଦକ୍ଷିଣ ଆଫ୍ରିକା – ୧୯୯୬ – ୨୫ ଦିନିକିଆ ବିଜୟ


Enter your email to get our daily news in your inbox.

All Right Reserved By Dharitri.Com

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri