Posted inଖେଳ

ଟିମ୍‌ ଇଣ୍ଡିଆ ପ୍ରସ୍ତୁତିକୁ ଜୋରଦାର ଝଟ୍‌କା; ଦ୍ୱିତୀୟ ଓ୍ବାର୍ମଅପ୍‌ ମୁକାବିଲା ମଧ୍ୟ ବାତିଲ

ତିରୁବନନ୍ତପୁରମ୍‌,୩।୧୦: ବିଶ୍ୱକପ୍‌ ୨୦୨୩ ଲାଗି ଟିମ୍‌ ଇଣ୍ଡିଆର ପ୍ରସ୍ତୁତିକୁ ଲାଗିଛି ବଡ ଝଟ୍‌କା। କେରଳର ତିରୁବନନ୍ତପୁରମ୍‌ରେ ଖେଳାଯିବାକୁ ଥିବା ଦ୍ୱିତୀୟ ଓ୍ବାର୍ମଅପ୍‌ ମ୍ୟାଚ୍‌ ମଧ୍ୟ ବର୍ଷା ଯୋଗୁ ବାତିଲ ହୋଇଛି। ପୂର୍ବରୁ ଗୁଆହାଟୀରେ ଦଳର ପ୍ରଥମ ଓ୍ବାର୍ମଅପ୍‌ ମ୍ୟାଚ୍‌ ମଧ୍ୟ ବାତିଲ ହୋଇଥିଲା। ନିଜର ପ୍ରସ୍ତୁତି ପରଖିବାକୁ ଟିମ୍‌ ଇଣ୍ଡିଆ ନିକଟରେ ଶେଷ ସୁଯୋଗ ରହିଥିଲା। ହେଲେ ମ୍ୟାଚ୍‌ ହୋଇପାରିନାହିଁ। ଏବେ ଦଳ ଅକ୍ଟୋବର ୮ରେ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ ସହ ବିଶ୍ୱକପ୍‌ରେ ଯାତ୍ରା ଆରମ୍ଭ କରିବ। ମ୍ୟାଚ୍‌ଟି ଚେନ୍ନାଇରେ ଖେଳାଯିବ।

ଅକ୍ଟୋବର ୫ରୁ ବିଶ୍ୱକପ୍‌ ଆରମ୍ଭ ହେଉଛି। ଟିମ ଇଣ୍ଡିଆର ପ୍ରଥମ ମ୍ୟାଚ ଅକ୍ଟୋବର ୮ରେ ହେବ। ଏହା ପରେ ଦଳ ଅକ୍ଟୋବର ୧୧ରେ ଦିଲ୍ଲୀରେ ଆଫଗାନିସ୍ତାନ ସହିତ ମୁହାଁମୁହିଁ ହେବ। ଟିମ ଇଣ୍ଡିଆର ତୃତୀୟ ମ୍ୟାଚ ଅକ୍ଟୋବର ୧୫ରେ ପାକିସ୍ତାନ, ଅକ୍ଟୋବର ୧୯ରେ ପୁଣେରେ ବାଂଲାଦେଶ, ଅକ୍ଟୋବର ୨୨ରେ ଧର୍ମଶାଳାରେ ନ୍ୟୁଜିଲ୍ୟାଣ୍ଡ, ଅକ୍ଟୋବର ୨୯ରେ ଲକ୍ଷ୍ନୌରେ ଇଂଲଣ୍ଡ, ନଭେମ୍ବର ୨ରେ ମୁମ୍ବାଇରେ ଯୋଗ୍ୟତା ଦଳ, ୫ ନଭେମ୍ବରରେ କୋଲକାତାରେ ଦକ୍ଷିଣ ଆଫ୍ରିକା ଏବଂ ୧୧ ନଭେମ୍ବର ବେଙ୍ଗାଲୁରୁର ଯୋଗ୍ୟତା ଦଳ ସହ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ମାଡିବସିଲା କୋକସରା ପୋଲିସ, ତାପରେ….

କୋକସରା,୧୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ୨୬ ନମ୍ବର ଜାତୀୟ ରାଜପଥରୁ ଦୁଇଜଣ ଯୁବକଙ୍କୁ କୋକସରା ପୋଲିସ ଗିରଫ କରିଛି । ଗିରଫ…

ନିଦ ବଟିକା ଖୁଆଇବା ପରେ କରେଣ୍ଟ ଦେଇ ସ୍ବାମୀଙ୍କୁ ହତ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨ା୮: ଦିଲ୍ଲୀର ସଙ୍ଗମ ବିହାରରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ଦିଲ୍ଲୀ ପୋଲିସର କହିବାନୁଯାୟୀ, ଏହି…

ମସ୍ତିଷ୍କ ରୋଗରେ ପୀଡ଼ିତ ଶ୍ୟାମଘନ, ଅର୍ଥାଭାବ ନେଇ ଚିନ୍ତାରେ ପରିବାର

କର୍ଲାମୁଣ୍ଡା,୧୨ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଡୁକେରମାଲ ଗ୍ରାମର ଶ୍ୟାମଘନ ସାହୁ(୩୩) ମସ୍ତିଷ୍କ ରୋଗରେ ଆକ୍ରାନ୍ତ ହୋଇ ବରଗଡ଼ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ…

ରେଢ଼ାଖୋଲ ବିକାଶ ଓ ଇକୋ ପାର୍କକୁ ଅବହେଳା, ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଟାର୍ଗେଟ କରି ରୋହିତ ପୂଜାରୀ କହିଲେ ଏମିତି…

ସମ୍ବଲପୁର,୧୨ା୮(ପ୍ରମୋଦ ବହିଦାର): ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀରେ ହୋଇଥିବା ବିକାଶ ପ୍ରକଳ୍ପଗୁଡ଼ିକର ରକ୍ଷଣାବେକ୍ଷଣରେ ଅବହେଳାକୁ ତୀବ୍ର ସମାଲୋଚନା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି…

ଦିଗପହଣ୍ଡି ସହରକୁ ଦୂଷିତ ପାନୀୟ ଜଳ ଯୋଗାଣକୁ ନେଇ ଜନଅସନ୍ତୋଷ, ଜନସ୍ବାସ୍ଥ୍ୟ ବିଭାଗ କହିଲା….

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରକୁ ମୌଳାଭଞ୍ଜା ସ୍ଥିତ ଘୋଡ଼ାହାଡ଼ ନଦୀରୁ ସ୍ଥାନୀୟ ଜନସ୍ବାସ୍ଥ୍ୟ ପାନୀୟଜଳ (ପିଏଚଡି) କାର୍ଯ୍ୟାଳୟ ପକ୍ଷରୁ ପାଇପ ଯୋଗେ ପାନୀୟ…

ଭଞ୍ଜନଗରରେ ‘ହର୍‌ଘର୍‌ ତ୍ରିରଙ୍ଗା’ ଅଭିଯାନ, ଦେଶପ୍ରେମର ବାର୍ତ୍ତା ନେଇ ଶୋଭାଯାତ୍ରା

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ସ୍ବାଧୀନତା ଦିବସ ପାଳନ ଅବସରରେ ଭଞ୍ଜନଗର ବ୍ଲକ ଓ ମ୍ୟୁନିସିପାଲିଟି ପକ୍ଷରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ…

ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା; ଦୁର୍ଘଟଣାରେ ସ୍ତ୍ରୀ ଆଗରେ ସ୍ବାମୀଙ୍କ ମୃତ୍ୟୁ, ଡାଏଲେସିସ ପାଇଁ ଯାଉଥିଲେ

ବଲାଙ୍ଗୀର,୧୨ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଫଟା ବାହାଲରୁ ଯାମୁଟିଆ ଯାଇଥିବା ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସ୍କୁଟି ଓ ବାଇକ୍…

କୋର୍ଟରେ ମାମଲା ଲଢୁଥିବାବେଳେ ଅସୁସ୍ଥ ହୋଇପଡ଼ିଲେ ଓକିଲ, ସାଥୀ ଓକିଲଙ୍କୁ ମାମଲା ଆଗକୁ ନେବାକୁ କହି…

ଦାରିଙ୍ଗବାଡ଼ି,୧୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ କର୍ତ୍ତବ୍ୟରତ ବରିଷ୍ଠ ଓକିଲ କୋର୍ଟରେ ମାମଲା ଲଢ଼ୁଥିବାବେଳେ ହଠାତ୍‌ ଅସୁସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri