Posted inଖେଳ

ଟିମ୍ ଇଣ୍ଡିଆର ମହିଳା ଶକ୍ତି: ଦିନିକିଆରେ କଲେ ବଡ଼ ରେକର୍ଡ, ଯାହା ପୁରୁଷ ଟିମ୍ କେବେ କରିପାରି ନାହିଁ

ରାଜକୋଟ,୧୫।୧: ଭାରତର ମହିଳା କ୍ରିକେଟ୍ ଦଳ ବୁଧବାର (ଜାନୁଆରୀ ୧୫) ରାଜକୋଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ତୃତୀୟ ଏକଦିବସୀୟ ମ୍ୟାଚ୍ କୁ ୩୦୪ ରନରେ ଜିତି ସିରିଜରେ ୩-୦ରେ ମୂଳ ପଛ କରିଛି। କିନ୍ତୁ ଏହି ମ୍ୟାଚ୍‌ରେ ଟିମ୍ ଇଣ୍ଡିଆ ଯାହା ପୁରୁଷ ଦଳ ମଧ୍ୟ କରିପାରିନଥିଲା ତାହା କରି ଦେଖାଇଲା। ରାଜକୋଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ଖେଳି ଟିମ୍ ଇଣ୍ଡିଆ ପ୍ରଥମ ଏବଂ ତୃତୀୟ ଏକଦିବସୀୟରେ ୪୩୫/୫ (୫୦ ଓଭରରେ) ସ୍କୋର କରିଥିଲା। ଯାହା ପୁରୁଷ ଏବଂ ମହିଳା ଉଭୟ ଦିନିକିଆରେ ଟିମ୍ ଇଣ୍ଡିଆର ସର୍ବୋଚ୍ଚ ସ୍କୋର।

ମହିଳା ଦଳର ଏହି ରେକର୍ଡ କରି ପୁରୁଷ ଦଳକୁ ମଧ୍ୟ ପଛରେ ପକାଇ ଦେଇଛି। ଏହା ପୂର୍ବରୁ ୨୦୧୧ରେ ଭାରତୀୟ ଦଳ ୱେଷ୍ଟଇଣ୍ଡିଜ ବିପକ୍ଷରେ ୫ ଉଇକେଟ ହରାଇ ୪୧୮ ରନ୍ ସଂଗ୍ରହ କରିଥିଲା। ତେବେ ଦିନିକିଆ ମହିଳା କ୍ରିକେଟରେ ସର୍ବାଧିକ ସ୍କୋର ନ୍ୟୁଜିଲାଣ୍ଡ ନାମରେ ରହିଛି। ଏହି ରେକର୍ଡ ୨୦୧୮ ରେ ନ୍ୟୁଜିଲାଣ୍ଡ ଆୟାରଲ୍ୟାଣ୍ଡ ବିପକ୍ଷରେ କରିଥିଲା।

ତେବେ ବୁଧବାର ଏହି ବିଜୟ ସାହିତ ଭାରତୀୟ ମହିଳା କ୍ରିକେଟ ଦଳ ଇତିହାସ ରଚିଛି। ଦିନିକିଆ କ୍ରିକେଟରେ ମହିଳା ଟିମ୍ ସବୁଠାରୁ ବଡ଼ ବିଜୟ ହାସଲ କରିଛି। ସ୍ମୃତି ମନ୍ଧାନାଙ୍କ ଅଧିନାୟକତ୍ୱରେ ଟିମ୍ ଇଣ୍ଡିଆ ରାଜକୋଟରେ ଆୟର୍ଲାଣ୍ଡକୁ ୩୦୪ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ଭାରତ ସିରିଜ୍ ୩-୦ରେ ଜିତିଛି। ଭାରତ ପାଇଁ ସ୍ମୃତି ମନ୍ଧାନା ଏବଂ ପ୍ରତୀକା ରାଭାଲ ବିସ୍ଫୋରକ ଶତକ ହାସଲ କରିଥିଲେ। ପ୍ରତୀକା ୧୫୪ ରନର ଇନିଂସ ଖେଳିଥିଲେ। ଏହିପରି ଭାରତ ଆୟରଲ୍ୟାଣ୍ଡକୁ ୪୩୬ ରନର ଟାର୍ଗେଟ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri